Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନବ ଦାସ ହତ୍ୟା: ପିଏସ୍ଓଙ୍କ ସାକ୍ଷ୍ୟ ଗ୍ରହଣ
ଝାରସୁଗୁଡା: ନବ ଦାସ ହତ୍ୟା ମାମଲାରେ ପିଏସ୍ଓ ମିତ୍ରଭାନୁ ଦେଓଙ୍କ ସାକ୍ଷ୍ୟ ଗ୍ରହଣ ହୋଇଛି। ଝାରସୁଗୁଡ଼ା ଏଡିଜେରେ ପିଏସଓ ମିତ୍ରଭାନୁ ଦେଓ ସାକ୍ଷ୍ୟ ପ୍ରଦାନ କରିଛନ୍ତି। ସେ କହିଛନ୍ତି ମୁଁ ଗୁଳିମାଡ଼ ଦେଖିନି। ନବ ଦାସଙ୍କ ଗାଡ଼ିରେ ବସି ନଥିଲି, ମୁଁ ପଛ ଗାଡ଼ିରେ ବସିଥିଲି। ଯେତେବେଳେ!-->…
କେନ୍ଦ୍ରାପଡା ଦୁଷ୍କର୍ମ ଘଟଣା : ପୀଡିତାଙ୍କୁ ପଚରାଉଚରା ପରେ ତଦନ୍ତ
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲାରେ ଚାଞ୍ଚଲ୍ୟ। ଘରୋଇ ବିଦ୍ୟାଳୟରେ ପଢ଼ୁଥିବା ଜଣେ ଛାତ୍ରୀଙ୍କୁ ଗତ ଦୁଇବର୍ଷ ଧରି ଚାରିଜଣ ଶିକ୍ଷକ ଅସଦାଚରଣ କରୁଥିବା ନେଇ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ହେଲ୍ପଲାଇନ ନମ୍ବରରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଚାଇଲ୍ଡ ୱେଲଫେୟାର କମିଟିର!-->…
ମାଟ୍ରିକ ପରୀକ୍ଷାରେ ବିଭ୍ରାଟ ; ବଦଳିଲା ସେଟ୍, ଓଏମଆର ସିଟରେ ଧଳା ରଙ୍ଗ…
ବ୍ରହ୍ମପୁର : ଗଞ୍ଜାମ ଜିଲାରେ ମାଟ୍ରିକ ପରୀକ୍ଷାରେ ବିଭ୍ରାଟ ଉପୁଜିଛି। ଗୁରୁବାର ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଚାଲୁଥିବା ବେଳେ ପରୀକ୍ଷାର୍ଥୀଙ୍କ ଓଏମଆର ସିଟରେ ଧଳା ରଙ୍ଗ(ହ୍ବାଇଟନର) ମରାଯାଇଥିବା ଦେଖିବାକୁ ମିଳିଥିଲା। କିଛି ପରୀକ୍ଷାର୍ଥୀଙ୍କୁ ପ୍ରଶ୍ନପତ୍ର ଭୂଲ ସେଟ୍ ପ୍ରଦାନ!-->…
ବିଶ୍ୱବିଦ୍ୟାଳୟ ଦାବିରେ ରାସ୍ତାରେ ଶୈଳବାଳା ଛାତ୍ରୀ
କଟକ : ଶୈଳବାଳାକୁ ବିଶ୍ବବିଦ୍ୟାଳୟ ଘୋଷଣା ନକରିବା ପ୍ରତିବାଦରେ ଛାତ୍ରୀଙ୍କ ତୀବ୍ର ଅସନ୍ତୋଷ। କଲେଜରେ କ୍ଲାସ ବନ୍ଦ କରି ପ୍ରତିବାଦରେ ବସିଲେ ଛାତ୍ରୀ। କଲେଜରେ ପୁଲିସ୍ ମୃତୟନ।ଚାରିଟି ମହାବିଦ୍ୟାଳୟକୁ ବିଶ୍ଵବିଦ୍ୟାଳୟ ମାନ୍ୟତା ମିଳିଲା କିନ୍ତୁ ବାଦ୍ ପଡ଼ିଗଲା ଶୈଳବାଳା ମହିଳା!-->…
ବୃତ୍ତି ଟିକସ ଉଚ୍ଛେଦକୁ ଶିଳ୍ପସଂଘର ସ୍ବାଗତ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ରେ ବୃତ୍ତି ଟିକସକୁ ଉଚ୍ଛେଦ କରିଛନ୍ତି। ସେହି ନିଷ୍ପତ୍ତିିକୁ ଶିଳ୍ପ ସଂଘ ଓସ୍ମି ପକ୍ଷରୁ ସ୍ବାଗତ କରାଯାଇଛି। ଓସ୍ମି ପକ୍ଷରୁ କୁହାଯାଇଛି ଯେ ଏହି ଟିକସ ଉଚ୍ଛେଦ କରିବାକୁ ଆମେ ବହୁଦିନରୁ ଦାବି କରିଆସୁଥିଲୁ।!-->…
ଭବାନୀପାଟଣା ଫରେଷ୍ଟର ତଥା ବହୁ ବେନାମୀ ଗାଡ଼ିର ମାଲିକ ଭାଗବତ ଭୂଷଣ ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ
ଭବାନୀପାଟଣା: କଳାହାଣ୍ଡିଜିଲ୍ଲା ଭବାନୀପାଟଣା ଉତ୍ତର ବନଖଣ୍ଡ ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଛି। ଆଜି ତାଙ୍କୁ ଭବାନୀପାଟଣା ଭିଜିଲାନ୍ସ ସ୍ପେଶାଲ ଜଜ୍ଙ୍କ ସମ୍ମୁଖରେ ହାଜର କରାଯିବ।ଭବାନୀପାଟଣା!-->…
ଥାଇଲାଣ୍ଡରେ ୬ମାସ ଫସିଲେ ଓଡ଼ିଆ ଶ୍ରମିକ; ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଉଦ୍ଧାର
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଥାଇଲାଣ୍ଡରେ ଫସି ରହିଥିବା ୬ଜଣ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ଜଣ ଓଡ଼ିଆ ଯୁବକମାନଙ୍କୁ ଓଡ଼ିଶାକୁ ଫେରାଇ ଅଣାଯାଇଛି। ଆଜି ଜୟନ୍ତ କୁମାର ମଲ୍ଲିକ, ହେମନ୍ତ କୁମାର ବେହେରା, ମନରଞ୍ଜନ ସାହୁ ଓ ବିଜୟ କୁମାର ସ୍ୱାଇଁ ଓଡ଼ିଶାରେ!-->…
ଭୁବନେଶ୍ୱରରେ ଖୋଲିବ ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର: ଧର୍ମେନ୍ଦ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ଏପ୍ରିଲ ୧ ତାରିଖ ଅର୍ଥାତ୍ ‘ଓଡ଼ିଶା ଦିବସ’ ଅବସରରେ ଭୁବନେଶ୍ୱରରେ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ କାର୍ଯ୍ୟକ୍ଷମ ହେବାକୁ ଯାଉଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର!-->…
କୃଷକ ଓ କୃଷିକାର୍ଯ୍ୟକୁ ଅଧିକ ଲାଭାନ୍ୱିତ କରିବା ପାଇଁ ସରକାର ପ୍ରତିବଦ୍ଧ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଲୋକସେବା ଭବନରେ କୃଷି କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବ୍ୟବହାର ନେଇ ଏକ ଆଲୋଚନା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଅଛି। ଏଥିରେ କୃଷି ବିଭାଗ କମିସନର ତଥା ଶାସନ ସଚିବ ସଚିନ ରାମଚନ୍ଦ୍ର ଜାଧବ, କୃଷି ନିର୍ଦ୍ଦେଶକ ଶୁଭମ!-->…
ଛାତ୍ରଙ୍କ ଭବିଷ୍ୟତ ଓ ସୁରକ୍ଷା ପାଇଁ ଉତ୍ତରଦାୟୀ କିଏ ?? : ମେଟ୍ରିକ୍ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର
ବାଲିଗୁଡ଼ା,ତା, ୨୧/୦୨ : ମେଟ୍ରିକ୍ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ପରୀକ୍ଷା କେନ୍ଦ୍ରକୁ ଗଲେ ଛାତ୍ର । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ବ୍ଲକ ଅଞ୍ଚଳରୁ । ଯାହାର ଚିତ୍ର ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଛି ।!-->…