Browsing Category

ଓଡିଶା

ସମ୍ଭାବ୍ୟ ଗ୍ରୀଷ୍ମ ପ୍ରବାହ ଜନିତ ପରିସ୍ଥିତିର ମୁକାବିଲା ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତିର ସମୀକ୍ଷା ବୈଠକ

ଜିଲ୍ଲାର ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ଯୋଗାଯୋଗ ପୂର୍ବକ କାର୍ଯ୍ୟ କରିବାକୁ ଜିଲ୍ଲାପାଳଙ୍କ ଅଧିକାରୀମାନଙ୍କୁ ପରାମର୍ଶ, ଜିରୋ କାଜୁଆଲିଟି ଉପରେ ଜିଲ୍ଲାପାଳଙ୍କ ଗୁରୁତ୍ୱାରୋପ ମାଲକାନଗିରି, ୨୧/୨/୨୬ : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ମାଲକାନଗିରି ଜିଲ୍ଲାରେ ସମ୍ଭାବ୍ୟ…

ମାତୃଭାଷାର ପ୍ରତୁଳ ବ୍ୟବହାର ଓ ବିକାଶ ପ୍ରୟାସ ମଧ୍ୟରେ ଜାତି-ପ୍ରଗତି ସଙ୍ଗୋପିତ : ମହାସଂଘ

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ପକ୍ଷରୁ ବାଲାଜୀ ପେଣ୍ଠ ସାହି ସ୍ଥିତ ମହାସଂଘ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ମହାସଂଘ ମହାସଚିବ ସୁବାସ ଚନ୍ଦ୍ର ସାହୁ ରୋଶନ୍ ଙ୍କ…

ସପ୍ତମ ଶ୍ରେଣୀ ଛାତ୍ରୀ ଦୁଷ୍କର୍ମ ମାମଲା: ୫ ବିଦ୍ୟାଳୟ କର୍ମଚାରୀ ଗିରଫ, ଶିକ୍ଷୟିତ୍ରୀ ମଧ୍ୟ ସାମିଲ

ରାଜକନିକା: କେନ୍ଦ୍ରାପଡ଼ାଜିଲ୍ଲା ରାଜକନିକା ଥାନା ଅନ୍ତର୍ଗତ ଓଳାଭର ଅଞ୍ଚଳରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୀର୍ଘ ଦିନ ଧରି ଦୁଷ୍କର୍ମ ମାମଲାରେ ୩ଜଣ ଶିକ୍ଷକ ଏବଂ ଜଣେ ପିଅନ ଗିରଫ ହୋଇଛନ୍ତି। ଏହି ମାମଲାରେ ସଂପୃକ୍ତ ଥିବା ଜଣେ ଶିକ୍ଷୟିତ୍ରୀଙ୍କ ମଧ୍ୟ ପୁଲିସ ଗିରଫ କରିଛି। ଗିରଫ…

ବଜେଟକୁ ନୈରାଶ୍ୟଜନକ ବୋଲି କହିଲେ ବିରୋଧୀ ବିଜେଡି ଓ କଂଗ୍ରେସ

ଭୁବନେଶ୍ବର: ଆସିଲା ଚଳିତ ଆର୍ଥିକ ବର୍ଷର ବଜେଟ । ୨ ଘଣ୍ଟା ଧରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରିବା ପରେ ଏଥରର ବଜେଟକୁ ଚିରାଚରିତ ଢଙ୍ଗରେ ନୈରାଶ୍ୟଜନକ ବୋଲି କହିଛନ୍ତି ବିରୋଧୀ ବିଜେଡି ଓ କଂଗ୍ରେସ । ବଜେଟକୁ ନେଇ ବିରୋଧୀ ଦଳନେତା ନବୀନ ପଟ୍ଟନାୟକ ଫୁଲ୍ ମେନ୍ୟୁ ଇନ୍…

୩ ଲକ୍ଷ ୧୦ ହଜାର କୋଟିର ବଜେଟ୍; ଜାଣନ୍ତୁ କେଉଁ ବିଭାଗ ପାଇଁ କେତେ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ପ୍ରଶାସନିକ ଖର୍ଚ୍ଚ ପାଇଁ…

୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପିତ, ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ମୋଟ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ବଜେଟ୍‌ ରେ…

ବଜେଟରେ ୧୬ଟି ନୂଆ କାର୍ଯ୍ୟକ୍ରମକୁ ଅନୁମୋଦନ, ଭିବୀ ଜି ରାମ ଜି ଯୋଜନା ପାଇଁ ୫ହଜାର ୫ଶହ ୭୫ କୋଟି ଟଙ୍କା

ଭୁବନେଶ୍ୱର : ରାଜ୍ୟ ବଜେଟ 2026-27 ଉପ ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ବଜେଟ ଆକାର 3 ଲକ୍ଷ 10 ହଜାର କୋଟି । ପ୍ରଶାସନିକ ଖର୍ଚ୍ଚ 1 ଲକ୍ଷ 14 ହଜାର କୋଟି । କାର୍ଯ୍ୟକ୍ରମ ଖର୍ଚ୍ଚ 1 ଲକ୍ଷ 80 ହଜାର କୋଟି । ଗତ ବର୍ଷ ତୁଳନା ରେ 6.9 ପ୍ରତିଶତ ବଜେଟ ବୃଦ୍ଧି । ବଜେଟରେ ୧୬ଟି…

ବଜେଟ୍ ଉପସ୍ଥାପନ ପୂର୍ବରୁ ଦହି ଖାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ବିଧାନସଭାରେ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଆଗାମୀ ଆର୍ଥିକ ବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍‌ ଉପସ୍ଥାପନ ହୋଇଛି। ଆଜି ବଜେଟ୍‌ ଉପସ୍ଥାପନ କରିବା ପୂର୍ବରୁ ରାଜ୍ୟପାଳ ଡକ୍ଟର…

ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ, ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁ ଜନତା ଦଳ ହେଉଛି ଓଡ଼ିଶାର କୋଟି କୋଟି ମା’ ମାନଙ୍କର ନିଜ ଦଳ। ଗତ ୨୭ ବର୍ଷର…

୧୧ ବର୍ଷ ପରେ ପୁଣି ପାଳନ ହେବ ହାଣ୍ଡିଭଙ୍ଗା ଯାତ

ଭୁବନେଶ୍ୱର: ଦୀର୍ଘ ୧୧ ବର୍ଷ ପରେ ପୁଣି ଅନୁଷ୍ଠିତ ହେବ ହାଣ୍ଡିଭଙ୍ଗା ଯାତ । ଏହାକୁ ସ୍ବଭାବିକ କରିବାକୁ କପିଳେଶ୍ୱରଙ୍କ ସେବାୟତମାନେ ସମ୍ମିଳିତ ଭାବେ ଏକ ଐତିହାସିକ ନିଷ୍ପତ୍ତି ନେଇଛନ୍ତି । ପୂରଣ ହେବ ଶ୍ରଦ୍ଧାଳୁ ଆଉ ସେବାୟତଙ୍କ ଦେବନୀତି ଦର୍ଶନର ଉତ୍କଣ୍ଠା । ଏନେଇ ଗୁରୁବାର ସ୍ୱତନ୍ତ୍ର…