Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉଚ୍ଚ ଶିକ୍ଷା ପାଇଁ ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର
ଭୁବନେଶ୍ୱର: ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର। ସ୍ନାତକୋତ୍ତର ଓ Ph.D ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଯିବ କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ। ବିଦେଶର ଶ୍ରେଷ୍ଠ ୨୦୦ ମାନ୍ୟତାପ୍ରାପ୍ତ ଶିକ୍ଷାନୁଷ୍ଠାନରେ ପଢ଼ିବେ ଛାତ୍ରଛାତ୍ରୀ। ବାର୍ଷିକ!-->…
ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ କାଉନ୍ସିଲ୍ ମାନ୍ୟତା
ଭୁବନେଶ୍ୱର: ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍। ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ। ଯାହା ରାଜ୍ୟ ପାଇଁ ଗର୍ବ ଓ ଗୌରବର ବିଷୟ। ଲୋକଭବନ ହେଉଛି!-->…
ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ: ବଳପୂର୍ବକ ଚାନ୍ଦା ଆଦାୟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର : ଆରମ୍ଭ ହେଲାଣି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏଥିପାଇଁ ପୋଲିସ ଏବେଠୁ ସର୍ତକ ହୋଇଛି । ବଳପୂର୍ବକ ଚାନ୍ଦା ଆଦାୟ ଉପରେ ରୋକ୍ ଲଗାଇଛି । ଚାନ୍ଦା ଆଳରେ!-->…
ଫୁଲୁଛି ବୈତରଣୀ; ବନ୍ୟା ଆଶଙ୍କା ନେଇ ଲୋକେ ଆତଙ୍କିତ
ଭୁବନେଶ୍ୱର: ଓଡ଼ିଶାର କିଛି ଅଞ୍ଚଳରେ ଆଉ ଏକ ସମ୍ଭାବ୍ୟ ବନ୍ୟା ବିପଦ ସୃଷ୍ଟି ହୋଇଛି। କାରଣ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ରିପୋର୍ଟ ଅନୁଯାୟୀ, ବୈତରଣୀ ନଦୀ ପୂର୍ବରୁ ଏହାର ବିପଦ ସ୍ତର ଅତିକ୍ରମ କରିଛି। ଆଜି ସକାଳ ସୁଦ୍ଧା!-->…
୨ କୋଟି ଟଙ୍କାର ସୁନା ଋଣ ଜାଲିଆତି: ବ୍ୟାଙ୍କ ମ୍ୟାନେଜର ଗିରଫ
ବାଲେଶ୍ବର: ସୁନାଋଣ ପ୍ରଦାନରେ ଜାଲିଆତି ଅଭିଯୋଗରେ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅର୍ଥନୈତିକ ଶାଖା ବାଲେଶ୍ୱର ଜିଲା ଜୋଡା ୟୁନିଅନ ବ୍ୟାଙ୍କର ତତ୍କାଳୀନ ମ୍ୟାନେଜର ସତ୍ୟବ୍ରତ ଭୋଇଙ୍କୁ ଗିରଫ କରିଛି । ତାଙ୍କ ନାମରେ ପ୍ରାୟ ୨ କୋଟି ୧୨ ଲକ୍ଷ ଟଙ୍କା ସୁନା ଋଣ ହେରଫେର ଅଭିଯୋଗ ରହିଛି ।!-->…
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଉଟସୋର୍ସିଂ ଚାକିରି ଦେବା ଆଳରେ ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ଠକେଇ
ଜୟପୁର:କୋରାପୁଟର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଉଟସୋର୍ସିଂ ମାଧ୍ୟମରେ ଆଟେଣ୍ଡାଣ୍ଟ ଓ ଅନ୍ୟାନ୍ୟ ପଦବୀରେ ଚାକିରି ଯୋଗାଇ ଦେବା ନାଁରେ ଲକ୍ଷାଧିକ ଟଙ୍କାର ଠକେଇ ହୋଇଥିବା ନେଇ ରବିବାର ସଦର ଥାନାରେ ଦ୍ବାରସ୍ଥ ହୋଇଛନ୍ତି ଅଭିଯୋଗକାରୀ। ପ୍ରତିଶ୍ରୁତି ଦେଇ ଟଙ୍କା ନେବା ପରେ ନିଯୁକ୍ତି ନଦେଇ!-->…
ସାମାନ୍ୟ ବଚସାରୁ ଦୁଇ ସାଙ୍ଗଙ୍କ ମଧ୍ୟରେ ଛୁରାମାଡ଼: ଜଣେ ମୃତ, ଜଣେ ଗୁରୁତର
ତାଳଚେର : ସାଙ୍ଗ ସାଙ୍ଗ ମଧ୍ୟରେ ଛୁରାମାଡ଼ । ବନ୍ଧୁତା ଭୁଲି ପରସ୍ପରକୁ ଛୁରି ମାରିଲେ ଦୁଇ ସାଙ୍ଗ । ଅନୁଗୋଳ ତାଳଚେରରେ ସାମାନ୍ୟ ବଚସାରୁ ଛୁରାମାଡ଼ । ଗଣେଶ ବିହାର ଅଞ୍ଚଳରେ ଭଡ଼ା ଘରେ ଦୁଇ ସାଙ୍ଗଙ୍କ ମଧ୍ୟରେ ବଚସାରୁ ଛୁରୀ ଭୁଷାଭୁସି। ଜଣଙ୍କ ମୃତ୍ୟ ହୋଇଥିବା!-->…
ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ
କଟକ : ବିକ୍ରମ ପଣ୍ଡାଙ୍କୁ ଜାମିନ । ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ମିଳିଲା ସର୍ତ୍ତମୂଳକ ଜାମିନ । ବ୍ରହ୍ମପୁରର ବହୁଚର୍ଚ୍ଚିତ ବରିଷ୍ଠ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ!-->…
ଲାଞ୍ଚ ନେଇ ବନ୍ଧା ହେଲେ କେନ୍ଦୁଝର ଜିଲ୍ଲା ଶ୍ରମ ଅଧିକାରୀ, କ୍ୱାର୍ଟର୍ସରୁ ୭.୩ ଲକ୍ଷ ଟଙ୍କା ଜବତ
କେନ୍ଦୁଝର: ଲାଞ୍ଚ ନେଇ କେନ୍ଦୁଝର ଜିଲ୍ଲା ଶ୍ରମ ଅଧିକାରୀ ଗିରଫ । ଲେବର ଲାଇସେନ୍ସ ପାଇଁ ୨୦ ହଜାର ଲାଞ୍ଚ ଅଭିଯୋଗରେ ଧରିଥିଲା ଭିଜିଲାନ୍ସ । ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲ୍ଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଗିରଫ । ଲାଞ୍ଚ ମାମଲାରେ ଧରାପଡ଼ିବା!-->…
ବିପଦ ସଙ୍କେତ ଉପରେ ଜଳକା ଓ ବୈତରଣୀ, ସତର୍କ ସୂଚନା ଜାରି କଲା ଜଳସମ୍ପଦ ବିଭାଗ
ଭୁବନେଶ୍ଵର : ସତର୍କ ସଙ୍କେତ ଉପରେ ଜଳକା, ବୈତରଣୀ । ଫୁଲୁଛି ମହାନଦୀ ଏବଂ ବ୍ରାହ୍ମଣୀ । ଜଳସମ୍ପଦ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି । ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଉଥିଲେ ବି ଅଧିକାଂଶ ସ୍ଥାନରେ ନଦୀଗୁଡ଼ିକ ସତର୍କ ସଙ୍କେତ ତଳେ ପ୍ରବାହିତ ହେଉଛନ୍ତି । ବାଲେଶ୍ୱର!-->…