Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉନ୍ନତ ଇଭି ବସ୍ ତାଲିମ ଶେଷ କରି ଫେରିଲେ ୨୦ ମହିଳା ଚାଳକ
ଭୁବନେଶ୍ୱର: ମହିଳାଙ୍କ ନେତୃତ୍ୱରେ ସହରୀ ପରିବହନ ସେବାକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ପ୍ରମୁଖ ସାର୍ବଜନୀନ ପରିବହନ ସଂସ୍ଥା ‘କ୍ୟାପିଟାଲ୍ ରିଜନ ଅର୍ବାନ ଟ୍ରାନ୍ସପୋର୍ଟ’ (କ୍ରୁଟ୍) ପକ୍ଷରୁ ‘ଆମ ବସ୍’ ସେବା ପାଇଁ ମହିଳା ଚାଳକ ନିଯୁକ୍ତିର ପ୍ରଥମ!-->…
ସଡ଼କ ଦୁର୍ଘଟଣା ରୋକିବାକୁ ବଡ଼ ଯୋଜନା: ଏକ୍ସପ୍ରେସୱେରେ ପରସ୍ପର ସହ କଥା ହେବେ କାର୍
ନୂଆଦିଲ୍ଲୀ: ଦେଶରେ ଏକ୍ସପ୍ରେସୱେ ବିସ୍ତାର ହେବା ସହିତ ଦୁର୍ଘଟଣା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ସାରା ବିଶ୍ୱରେ ଭାରତରେ ସର୍ବାଧିକ ସଡ଼କ ଦୁର୍ଘଟଣା ମୃତ୍ୟୁ ଘଟୁଛି। ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ, କେନ୍ଦ୍ର ସରକାର ଭେହିକିଲ୍ ଟୁ ଏଭ୍ରିଥିଙ୍ଗ୍( ଭି-୨ଏକ୍ସ)ନାମକ ଏକ ସୁରକ୍ଷା!-->…
ହାୱଡ଼ା–ଟିଟିଲାଗଡ଼ ଇସ୍ପାତ ଏକ୍ସପ୍ରେସ୍ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାରିତ, ୨୧ ଫେବ୍ରୁଆରିରୁ ମିଳିବ ନୂତନ ସୁବିଧା
ସୁନ୍ଦରଗଡ଼ : ରେଳ ଯାତ୍ରୀମାନଙ୍କ ପାଇଁ ଏକ ଖୁସିର ଖବର ସାମ୍ନାକୁ ଆସିଛି। ପୂର୍ବରୁ ହାୱଡ଼ାରୁ ଟିଟିଲାଗଡ଼ ମଧ୍ୟରେ ଚାଲୁଥିବା ହାୱଡ଼ା–ଟିଟିଲାଗଡ଼ ଇସ୍ପାତ ଏକ୍ସପ୍ରେସ୍କୁ ଏବେ ଆଗକୁ ବଢ଼ାଇ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାର କରାଯାଇଛି। ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ବିସ୍ତାର ହେବାରୁ ଏହି!-->…
‘ଆଧୁନିକ ଜ୍ଞାନକୌଶଳର ଭରପୂର ଉପଯୋଗ କରି ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ପୂରା କରିବା’
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନ ଏବଂ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଓଡ଼ିଶା ବର୍ତ୍ତମାନ ଦ୍ରୁତ ପ୍ରଗତି ପଥରେ ଅଗ୍ରସର ହେଉଛି। ୨୦୩୬ ସୁଦ୍ଧା ଆମେ ବିକଶିତ ଓଡ଼ିଶା ଗଠନର ଲକ୍ଷ୍ୟ ରଖିଥିବାବେଳେ କେନ୍ଦ୍ର ସରକାର ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟ!-->…
୩ ଏକର ବେଆଇନ୍ ଅଫିମ ଚାଷ ଧ୍ୱଂସ
ବଣାଇ : ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ପୁଲିସ୍ ଥାନା ପକ୍ଷରୁ ଏକ ବ୍ୟାପକ ପରିମାଣରେ ନର୍କୋଟିକ୍ସ ବିରୋଧୀ ଅଭିଯାନ ଚାଲିଥିଲା। ଏହି ଚଢ଼ାଉରେ ପଙ୍କଡିହି ପଞ୍ଚାୟତ ଅଧୀନ ଜଡା ଗାଁର ପ୍ରାୟ ୩ ଏକର ଜମିରେ ହୋଇଥିବା ଅବୈଧ ଅଫିମ ଚାଷକୁ ନଷ୍ଟ କରାଯାଇଛି। ମିଳିଥିବା ସୂଚନା ଅନୁସାରେ ଏହି ଅବୈଧ!-->…
କଂଗ୍ରେସ ଛାଡ଼ିଲେ ଜୟରାମ ପାଙ୍ଗୀ
ଭୁବନେଶ୍ୱର: କଂଗ୍ରେସ ଛାଡିଲେ ଜୟରାମ ପାଙ୍ଗୀ। ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ ଆଜି କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ପିସିସି ସଭାପତିଙ୍କ ନିକଟକୁ ସେ ଆଜି ଇସ୍ତଫା ପତ୍ର ପଠାଇଛନ୍ତି। ଦଳକୁ ସମୟ ଦେଇ ପାରୁନଥିବାରୁ ଇସ୍ତଫା ଦେଇଥିବା ସେ କହିଛନ୍ତି। ଦଣ୍ଡକାରଣ୍ୟ ପର୍ବତାଞ୍ଚଳ ବିକାଶ!-->…
ଫୋନ୍ରେ କଥା ହୋଇ ନଦୀକୁ ଡେଇଁଲେ ମହିଳା
ସମ୍ବଲପୁର : ସମ୍ବଲପୁର ବୁର୍ଲା ଥାନା ଅନ୍ତର୍ଗତ ମହାନଦୀ ପୋଲ ଉପରୁ ଡେଇଁ ଜୀବନ ହାରିଲେ ମହିଳା । ମୃତ ମହିଳା ବୁର୍ଲା ଅଞ୍ଚଳର ଅଞ୍ଜୁ କୁମ୍ଭାର ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ହଠାତ ଅଞ୍ଜୁ ମହାନଦୀ ସେତୁ ଉପରକୁ ଚଢିଥିଲେ। ଏହାକୁ ଦେଖି ରାସ୍ତାରେ ଯାଉଥିବା ଲୋକେ ତାଙ୍କୁ!-->…
ଆମ ଦଳର ପ୍ରାର୍ଥୀ କିଏ ହେବେ ? ସଂସଦୀୟ ବୋର୍ଡ ନେବ ନିଷ୍ପତି
ଭୁବନେଶ୍ବର ୧୮।୨: ମାର୍ଚ୍ଚ ୧୬ ତାରିଖରେ ରାଜ୍ୟସଭା ନିର୍ବାଚନ । ନିର୍ବାଚନ ନେଇ ପ୍ରେସ୍ନୋଟ୍ ଜାରି କରିଛନ୍ତି ECI । ୧୦ ରାଜ୍ୟର ୩୭ ରାଜ୍ୟସଭା ଆସନ ପାଇଁ ହେବ ନିର୍ବାଚନ । ଓଡ଼ିଶାର ୪ ଆସନ ପାଇଁ ହେବ ନିର୍ବାଚନ । ତେବେ ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ରାଜ୍ୟ!-->…
୧୦ ବର୍ଷରେ ୫୭୨ ବନ୍ଦୀଙ୍କର ଅକାଳ ମୃତ୍ୟୁ: କଏଦୀଙ୍କୁ କାଳ ସାଜିଛି ମ୍ୟାଲେରିଆ, ହୃଦ୍ରୋଗ, କିଡ୍ନୀ ରୋଗ
ଭୁବନେଶ୍ୱର ୧୮/୦୨: ରାଜ୍ୟର ଜେଲ୍ ଏବେ ରୋଗଣା । ସ୍ୱାସ୍ଥ୍ୟସେବା ବ୍ୟବସ୍ଥା ଏବେ ଏକରକମ ଠପ୍ । ଏକଥା ଆମେ କହୁନୁ ବରଂ ଖୋଦ୍ ଜେଲ୍ ବିଭାଗର ତଥ୍ୟ କହୁଛି । ଅସମୟରେ ଯାଇଛି ଗତ ୧୦ ବର୍ଷ ଭିତରେ ରାଜ୍ୟର ବିଭିନ୍ନ କାରାଗାରରେ ୫୭୨ ଜଣ ବିଚାରାଧୀନ ବନ୍ଦୀ ଓ କଏଦୀଙ୍କ ଜୀବନ । ବନ୍ଦୀ ଓ!-->…
‘ଇନ୍ପୁଟ ସବ୍ସିଡି’ କଳି : ବିଜେଡି କହିଲା- ୬୯ ଟଙ୍କାରୁ ବଞ୍ଚିତ ଚାଷୀ, ବିରୋଧୀ କେବଳ ରାଜନୀତି କରୁଛନ୍ତି କହିଲେ…
ଭୁବନେଶ୍ବର ୧୮।୨: ଇନପୁଟ ସହାୟତାକୁ ନେଇ ମୁହାଁମୁହିଁ ସରକାର ଓ ବିରୋଧୀ । ଇନପୁଟ ସହାୟତା ରାଶିକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ଲିଖିତ ଉତ୍ତର ପରେ ତେଜିଲା ରାଜନୀତି । ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ କହିଲେ, ୮ ଶହ ବଦଳରେ କାହିଁକି ୭୩୧ ଟଙ୍କା ଦେଉଛନ୍ତି ସରକାର । ଘୋଷଣା!-->…