Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭତ୍ତା ପାଇଁ ବାପାର ଜୀବନ ନେଲା ପୁଅ
କବିସୂର୍ଯ୍ୟନଗର:ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଏ. ବରିଡା ଗାଁରେ ଅଭାବନୀୟ ଘଟଣା ଘଟିଛି। ଜନ୍ମକଲା ବାପାକୁ ହତ୍ୟା କଲା ପୁଅ। ମୃତକ ପଦ୍ମନାଭ ସାହୁ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ମଝିଆ ପୁଅ ରମେଶ ଚନ୍ଦ୍ର ସାହୁ ବାପା ପଦ୍ମନାଭଙ୍କ ସହ ଭତ୍ତା ଟଙ୍କା!-->…
ବାଇକ ଉପରେ ଚଢ଼ିଗଲା ଟ୍ରକ, ୩ ମୃତ
କାମାକ୍ଷାନଗର: ଢେଙ୍କାନାଳ ପରଜଙ୍ଗ ଥାନା ୧୪୯ ନମ୍ବର ଜାତୀୟ ରାଜପଥର କୁଲେଇ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ ଉପରେ ଚଢ଼ିଗଲା ଟ୍ରକ l ଘଟଣା ସ୍ଥଳ ରେ ବାଇକ ରେ ଥିବା ତିନି ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ପିତିରି ପଟୁ ଏକ ଟ୍ରକ ରାଉରକେଲା ଯାଉଥିବା!-->…
ହ୍ୟୁମାନଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ, ଦିଲ୍ଲୀ ଏୟାରଲିଫ୍ଟ ଯୋଜନା
ଭୁବନେଶ୍ବର: ଭେଣ୍ଟିଲେଟରରେ ଓଲିଉଡ ସିଙ୍ଗର ହ୍ୟୁମାନ ସାଗର । ତାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ଭୁବନେଶ୍ବର ଏମସରେ ଚାଲିଛି ଚିକିତ୍ସା । ଲିଭରରେ ସମସ୍ୟା ସହ ଶରୀରର ଏକାଧିକ ଅଙ୍ଗ ଅଚଳ ହୋଇଛି । ଆଗାମୀ ୭୨ଘଣ୍ଟା ଅତି ଗୁରୁତ୍ବପୂର୍ଣ୍ଣ ବୋଲି ଏମ୍ସ ପକ୍ଷରୁ କୁହାଯାଇଛି ।!-->…
୨୦ ରୁ କେନ୍ଦୁଝର ବନଖଣ୍ଡରେ ବାଘ ଗଣନା
କେନ୍ଦୁଝର: ଆସନ୍ତା ୨୦ ତାରିଖରୁ କେନ୍ଦୁଝର ବନଖଣ୍ଡରେ ଆରମ୍ଭ ହେବ ବାଘ ଗଣନା। ବାଘ ସହିତ ଅନ୍ୟାନ୍ୟ ଜୀବଜନ୍ତୁ ଗଣନା ମଧ୍ୟ କରାଯିବ। କେନ୍ଦୁଝର ବନଖଣ୍ଡରେ ୧୦୫ ବିଟ୍ରେ ଏହି ଗଣନା ହେବାକୁ ଥିବା ବେଳେ ୩୦୦ କର୍ମଚାରୀ ବନଖଣ୍ଡ ଅଧିକାରୀ ଠାରୁ ଆରମ୍ଭ କରି ବନରକ୍ଷୀ ପର୍ଯ୍ୟନ୍ତ ସମସ୍ତେ!-->…
କୋଟିଆ ସୀମାନ୍ତରେ ନିର୍ମାଣ ହେବ ତନଖି ଫାଟକ
ସେମିଳିଗୁଡା: ଆନ୍ଧ୍ରର ଅନୁପ୍ରବେଶ ରୋକିବାକୁ କୋରାପୁଟ ଜିଲାର ସୀମାନ୍ତ ପଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆରେ ରାଜ୍ୟ ସରକାର ତନଖି ଫାଟକ ଶୀଘ୍ର ସ୍ଥାପନ କରିବେ। ଏଥିପାଇଁ ଯୋଜନା ସରିଛି ବୋଲି କହିଛନ୍ତି ପଟାଙ୍ଗି ବିଡିଓ ରାମକୃଷ୍ଣ ନାୟକ। ନିକଟରେ ଆନ୍ଧ୍ର ଅଧିକାରୀମାନେ କୋଟିଆରେ ଅନୁପ୍ରବେଶ!-->…
ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ: ଭକ୍ତିପୂତ ପ୍ରଣାମ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ଜନଜାତୀୟ ଗୌରବ ଦିବସ ତଥା ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀ । ଏହି ଅବସରରେ ଏକ୍ସରେ ପୋଷ୍ଟ କରି ଭକ୍ତିପୂତ ପ୍ରଣାମ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଭଗବାନ ବିର୍ସା ମୁଣ୍ଡା ଅଦମ୍ୟ ସାହସ, ତ୍ୟାଗ ଓ ସମର୍ପଣର ପ୍ରତୀକ । ବ୍ରିଟିଶ ଶାସନ!-->…
ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ବାଘ ଗଣନା
ମୟୂରଭଞ୍ଜ: ଆରମ୍ଭ ହେଲା ଶିମିଳିପାଳରେ ବାଘ ଗଣନା । ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଅଖିଳ ଭାରତୀୟ ବ୍ୟାଘ୍ର ଆକଳନ-୨୦୨୬ ଆରମ୍ଭ ହୋଇଛି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ଆକଳନ ପ୍ରକିୟା ଆରମ୍ଭ!-->…
ପୀତବାସ ପଣ୍ଡା ହତ୍ୟା ମାମଲା: ବ୍ରହ୍ମପୁର କାରାମଣ୍ଡଳରେ ସରିଲା ଅଭିଯୁକ୍ତଙ୍କ ଟିଆଇ ପରେଡ୍
ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଆଜି ୮ ଜଣ ଅଭିଯୁକ୍ତଙ୍କର ଟିଆଇ ପରେଡ୍ ଶେଷ ହୋଇଛି । ଏନେଇ ଏସଡିଜେଏମ୍ କୋର୍ଟରେ ଆବେଦନ କରିଥିଲା ପୋଲିସ । କୋର୍ଟଙ୍କ ଅର୍ଡର ମିଳିବା ପରେ ଅପରାହ୍ଣରେ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଅଭିଯୁକ୍ତଙ୍କ ଟିଆଇ ପରେଡ୍ କରାଯାଇଛି!-->…
ଜରାଜୀର୍ଣ୍ଣ ଅବସ୍ଥାରେ ଓମଫେଡ ଦୁଗ୍ଧ ପ୍ରକୀୟାକରଣ କେନ୍ଦ୍ର
ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାରେ ମଧ୍ୟ ପାରଳାଖେମୁଣ୍ଡି ସହରରେ ୧୯୯୩ ମସିହାରେ ଏକ ସ୍ଵତନ୍ତ୍ର ପରିସରରେ ପ୍ରତିଷ୍ଠା ହୋଇଥିଲା ଓମଫେଡଅନୁଷ୍ଠାନ। ଦୁଗ୍ଧ ଉତ୍ପାଦନକାରୀ ଚାଷୀଙ୍କ ଠାରୁ ଦୈନିକ ୫ ହଜାର ଲିଟରରୁ ଊର୍ଦ୍ଧ୍ବଦୁଗ୍ଦ ସଂଗୃହିତ ହୋଇ ଆସୁଥିଲା, ଦୁଗ୍ଧ ସଂଗ୍ରହ ଠାରୁ!-->…
ଗହୀରମଥାରୁ ୨ଟି ଟ୍ରଲର ଜବତ, ୧୯ ମସ୍ୟଜୀବୀ ଗିରଫ
ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲା ଗହୀରମଥା ସାମୁଦ୍ରିକ ନିଷିଦ୍ଧ ଅଂଚଳରେ ବେଆଇନ ଭାବେ ମାଛ ମାରୁଥିବା ବେଳେ ବନ ବିଭାଗର ପାଟ୍ରୋଲିଂ ଟିମ୍ ୨ଟି ଟ୍ରଲର ଜବତ କରିବା ସହ ଏଥିରେ ଥିବା ୧୯ ଜଣ ମସ୍ୟଜୀବୀକୁ ଗିରଫ କରିଛି। ଏସିଏଫ ମାନସ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଡେପୁଟି ରେଞ୍ଜର!-->…