Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି-୨୦୨୫ ପରୀକ୍ଷା ଫଳ
କଟକ: ପ୍ରକାଶ ପାଇଲା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ଫଳ । ମୋଟ ୭୨ ହଜାର ୪୧୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ, ଏଥିମଧ୍ୟରୁ ୪୮ ହଜାର ୧୫୩ କୃତକାର୍ଯ୍ୟ ହୋଇଛନ୍ତି । ମୋଟ ପାସହାର ୬୬.୫୦ ପ୍ରତିଶତ ରହିଛି । ରାଜ୍ୟର ୧୯୩ଟି କେନ୍ଦ୍ରରେ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ ।ମାଧ୍ୟମିକ!-->…
ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ
ଭୁବନେଶ୍ଵର : ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ। ଏ ନେଇ ସୂଚନା ଦେଇଛନ୍ତି କୋଷ୍ଟ ଗାର୍ଡ ଆଇଜି ଇକ୍ବାଲ ସିଂ ଚୌହ୍ବାନ୍। ଗୋପାଳପୁର ବନ୍ଦରରେ କୋଷ୍ଟ ଗାର୍ଡ ସିପ୍ ମୁତୟନ ହେବେ ।
ପାରାଦୀପ ବନ୍ଦରରେ କୋଷ୍ଟଗାର୍ଡ ସିପ୍ ସଂଖ୍ୟା ବଢିବ। ଗୋପାଳପୁର ଓ ଧାମରା ବନ୍ଦରରେ ଜେଟି ଓ!-->!-->!-->…
୫ ବନ୍ଧୁକ ଜବତ: ଦୁଇ ବେପାରୀ ଗିରଫ
ଭୁବନେଶ୍ଵର: ଅନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ଦୁଇ ସଦସ୍ୟ ଗିରଫ। ବଡ ଲୁଟ୍ ପାଇଁ ଯୋଜନାବେଳେ କାବୁ କରିଛି ସ୍ପେଶାଲ କ୍ରାଇମ୍ ୟୁନିଟ୍। ବନ୍ଧୁକ କିଣିବାକୁ ଯାଇ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି କମିଶନରେଟ୍ ପୁଲିସ୍ ।ଅଭିଯୁକ୍ତଙ୍କଠାରୁ ଗୋଟିଏ କାରବାଇନ୍ ଓ ୫ ବନ୍ଧୁକ ଜବତ ହୋଇଛି।!-->…
ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଜୟ ଢୋଲକିଆଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା
ଭୁବନେଶ୍ବର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ନୂଆପଡ଼ା ବିଧାନସଭାର ଉପନିର୍ବାଚନରେ ବିଜୟୀ ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ସମ୍ବର୍ଦ୍ଧନା କରାଯାଇଛି । ମୁଖ୍ୟମନ୍ତ୍ରୀ ଜୟଙ୍କୁ ସ୍ୱାଗତ କରିବା ସହ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଜୟ ନିଜ ମାଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ!-->…
ବିଜୟ ଲାଭ ପରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ ଜୟ
ପୁରୀ : ନୂଆପଡ଼ା ଉପନିର୍ବାଚନରେ ବିଜେପି ବିପୁଳ ସଂଖ୍ୟାରେ ଭୋଟ ହାତେଇଛି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ହାତେଇଛନ୍ତି ନୂଆପଡ଼ା ଗଡ । ତେବେ ବିଜୟ ହାସଲ ପରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସାନିଧ୍ୟ ଲାଭ କରିଛନ୍ତି ଜୟ ଢୋଲକିଆ । ପରିବାର ସହ ବିଜେପିର ନୂଆପଡ଼ା!-->…
ଭେଣ୍ଟିଲେଟର୍ରେ ହ୍ୟୁମାନ : କାନ୍ଦି କାନ୍ଦି ସହାୟତା ଲୋଡିଲେ ମା’
ଭୁବନେଶ୍ବର: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅସୁସ୍ଥ ହୋଇ ପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ଏମର୍ଜେନ୍ସି ବିଭାଗରେ ପ୍ରାରମ୍ଭିକ ଚିକିତ୍ସା ପରେ ମେଡିକାଲ ଆଇସିୟୁରେ ତାଙ୍କ ଚିକିତ୍ସା ଜାରି ରହିଛି। ଇକ୍ମୋ ବିଶେଷଜ୍ଞ ଡା. ଶ୍ରୀକାନ୍ତ!-->…
‘ଜନଜାତୀୟ ଗୌରବ ଦିବସ’ : ୬୦୯ କୋଟି ଟଙ୍କା ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଉରକେଲା ଠାରେ ଆୟୋଜିତ ଶହୀଦ ବିର୍ସା ମୁଣ୍ଡାଙ୍କ ରାଜ୍ୟ ସ୍ତରୀୟ ୧୫୧ତମ ଜୟନ୍ତୀ ‘ଜନଜାତୀୟ ଗୌରବ ଦିବସ’ ଅବସରରେ ବିର୍ସା ମୁଣ୍ଡାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟ ସ୍ତରୀୟ ଜନଜାତୀୟ ଗୌରବ ଦିବସ ଅବସରରେ!-->…
କୋଟିଆରେ ବାଣ୍ଟୁଥିଲା ଔଷଧ, ତଡ଼ା ଖାଇଲା ଆନ୍ଧ୍ର ସ୍ୱାସ୍ଥ୍ୟ ସେବା ଟିମ୍
କୋରାପୁଟ: ବାରମ୍ବାର ବାରଣ କରାଯାଉଛି ତଥାପି ଗଳାବାଟ ଦେଇ ଅନୁପ୍ରବେଶ କରୁଛନ୍ତି ଆନ୍ଧ୍ର ଅଧିକାରୀ । ରାଜ୍ୟ ସରକାର ବିଭିନ୍ନ ଯୋଜନା ସାଙ୍ଗକୁ କୋଟିଆବାସୀ ଯେପରି ସରକାରଙ୍କ ସମସ୍ତ ସୁବିଧା ଓ ଯୋଜନାରୁ ବଞ୍ଚିତ ହେବେ ନାହିଁ ସେନେଇ ଜିଲ୍ଲା ପ୍ରଶାସନ ଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନ!-->…
ପାଟଖଣ୍ଡା ପ୍ରତିଷ୍ଠାନର ପରିଚାଳକ ତଥା ବିଶିଷ୍ଟ ବ୍ୟବସାୟୀ ଙ୍କ ପରଲୋକ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ବିଶିଷ୍ଟ ବ୍ୟବସାୟୀ ତଥା ପାଟଖଣ୍ଡା ପ୍ରତିଷ୍ଠାନ ର ପରିଚାଳକ ହିମାଂଶୁ ଶେଖର ଦାସ (ଟୁଟୁ ଦାସ) (୫୭) ଅସୁସ୍ଥତା କାରଣରୁ କଟକ ସ୍ଥିତ ଏକ ମେଡିକାଲରେ ଚିକିତ୍ସିତ ହେଉଥିଲେ, ଗୁରୁବାର ଚିକିତ୍ସିତ ଅବସ୍ଥାରେ ହିଁ ଦେହାନ୍ତ ହୋଇଥିଲା l ଏହି!-->…
ଜଳିଗଲା ଅଠରବାଙ୍କି ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ
ପାରାଦୀପ : ପାରାଦୀପ ଅଠରବାଙ୍କିରେ ଥିବା ବିଜୁ ପଟ୍ଟନାୟକ ମାର୍କେଟ କମ୍ପ୍ଲେକ୍ସ ରେ ଅଗ୍ନିକାଣ୍ଡ। ମଟରସାଇକେଲ ପାର୍ଟସ ଗୋଦାମ ଘରେ ଲାଗିଥିଲା ନିଆଁ। ଦୁଇ ମହଲାରେ ଥିଲା ମୋଟର ସାଇକେଲ ଗୋଦାମ ଘର। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା!-->…