Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଉପମୁଖ୍ୟମନ୍ତ୍ରୀଙ୍କ ଚେତାବନୀ, ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ ନକଲେ ଆକ୍ସନ
ଭୁବନେଶ୍ୱର ୩୧।୦୭ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଚେତାବନୀ । କଲେଜ କର୍ତ୍ତୃପକ୍ଷଙ୍କ ଦରମା ବନ୍ଦର ଚେତାବନୀ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ମାସେ ଭିତରେ ସବୁ କଲେଜରେ ଆଇସିସି କମିଟି ଗଠନ କରାଯିବାକୁ ଟାର୍ଗେଟ୍ ରଖାଯାଇଛି।ଏହି କମିଟି ନ କଲେ ଦରମା ବନ୍ଦ କରିବାକୁ ନିର୍ଦ୍ଦେଶ!-->…
ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ ପ୍ରସଙ୍ଗ : ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍
କଟକ, ୩୧।୭: ଶିକ୍ଷକ ବଦଳି ପ୍ରକ୍ରିୟାରେ ସାଂସଦ ଓ ବିଧାୟକଙ୍କ ସୁପାରିସକୁ ନେଇ ରାଜ୍ୟ ସରକାରଙ୍କ ନୂଆ ନୀତି ବିବାଦ ଘେରକୁ ଆସିଛି। ଏହି ନୀତିକୁ ଚ୍ୟାଲେଞ୍ଜ କରି କିଛି ଶିକ୍ଷକ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ପରେ ଅଦାଲତ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରିଛନ୍ତି। ଏଥିସହ!-->…
ଡେଲିଭରୀ ବଏଙ୍କ ପାଇଁ ଆଡଭାଇଜରୀ ଜାରି କଲା ପରିବହନ ବିଭାଗ
ଭୁବନେଶ୍ବର: ଡେଲିଭରୀ ବଏଙ୍କ ପାଇଁ ଆସିବ ଆଡଭାଇଜରି । ଦୃତ ଗତିରେ ଗାଡ଼ି ଚଳାଇବାକୁ ନେଇ ଏଭଳି ନିଷ୍ପତ୍ତି ନେଇଛି ପରିବହନ ବିଭାଗ । ଜଲଦି ପାର୍ସଲ ପହାଞ୍ଚାଇବା ପାଇଁ ଡେଲିଭରି ବଏଙ୍କ ମଧ୍ୟରେ ରିତିମତ ପ୍ରତିଯୋଗିତା ଚାଲିଛି । ତାହା ଦିନକୁ ଦିନ ବଢ଼ିବାରେ ଲାଗିଛି । ଫଳରେ ଗାଡ଼ି ଚଳାଇବା!-->…
୫ ଆଇଏଏସ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ବ ଦେଲେ ସରକାର
ଭୁବନେଶ୍ୱର: ରାଜ୍ୟ ସରକାର ଗୁରୁବାର ଆଇଏଏସ୍ କ୍ୟାଡରରେ ଏକ ଛୋଟ ପ୍ରଶାସନିକ ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ପାଞ୍ଚ ଜଣ ଅଧିକାରୀଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।
ଶିଳ୍ପ ନିର୍ଦ୍ଦେଶକ ଆବୋଲି ସୁନୀଲ ନରଭାଣେ ଓଡ଼ିଶା କ୍ଷୁଦ୍ର ଶିଳ୍ପ ନିଗମର ପରିଚାଳନା ନିର୍ଦ୍ଦେଶକ ଏବଂ!-->!-->!-->…
ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣାରେ ବନ୍ଧା ହେଲେ ୬ ଜଣ
ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହେଲେ ୬ ଜଣ । ପ୍ରେସ୍ମିଟ୍ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି । ଏହି ଲିକ୍ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କ ଜରିଆରେ ହୋଇଛି। ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଟଙ୍କା ଆସିଥିବାର ପ୍ରମାଣ!-->…
ଆର୍ଆଇ ଅମିନ ପରୀକ୍ଷା ବାତିଲ, ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଉ ଥରେ ହେବ ପରୀକ୍ଷା
ଭୁବନେଶ୍ବର: ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା । ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରୀକ୍ଷା ଆଉ ଥରେ କରାଯିବ ବୋଲି ନିର୍ଦ୍ଦେଶ ହୋଇଛି । ୨୮୯୫ ପଦବି ଖାଲି ଥିଲା । ପରୀକ୍ଷା ଦେବା ପାଇଁ ଆବେଦନ କରିଥିଲେ ୫!-->…
ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ, ଭୟରେ ଫୋପାଡି ଦେଇଥିଲେ ଟଙ୍କା ଭର୍ତ୍ତି ବ୍ୟାଗ
ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସହକାରୀ ଇଞ୍ଜିନିୟର। କାଲି ଓଡ଼ିଶା ଭିଜିଲାନ୍ସ ଅଧିକାରୀ ଭୁବନେଶ୍ୱରର ଆର୍ ଆଣ୍ଡ ବି ଡିଭିଜନ-୩ର ସହକାରୀ ଇଞ୍ଜିନିୟର ରାଜା କିଶୋର ଜେନାଙ୍କ ଘର ରେଡ୍ କରିଥିଲେ। ଆଉ ମିଳିତ ମାଲିକାନା ସାମ୍ନାକୁ ଆସିବାରୁ ସେହି ବିଭାଗର ସହକାରୀ ଯନ୍ତ୍ରୀ ଅଶୋକଙ୍କ!-->…
ସବୁ ବିଭାଗ ସହ ସମନ୍ୱୟ ରକ୍ଷା କର, ସିଡିପିଓଙ୍କୁ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର : ସବୁ ବିଭାଗ ସହ ସମନ୍ୱୟ ରକ୍ଷା କରି ଗ୍ରାଉଣ୍ଡରେ କାମ କର । ଗ୍ରାଉଣ୍ଡରେ ସମସ୍ୟା ରହୁଛି କିନ୍ତୁ ଜାଣିଶୁଣି ଅଣ୍ଡର ରିପୋର୍ଟିଂ କରାଯାଉଛି । ତେଣୁ ଗ୍ରାଉଣ୍ଡରେ ଯାହା ସମସ୍ୟା ହେଉଛି ତାକୁ ସରକାରଙ୍କ ପାଖକୁ ଆଣନ୍ତୁ ବୋଲି ସିଡିପିଓମାନଙ୍କୁ କହିଛନ୍ତି!-->…
ହୀରାକୁଦରେ ବନ୍ଦ ହେଲା ୪ଟି ଗେଟ୍
ଜଳସ୍ତର କମିବା ପରେ ହୀରାକୁଦରେ ବନ୍ଦ ହେଲା ୪ଟି ଗେଟ୍ । ଫଳରେ ୧୪ଟି ଗେଟ୍ ଦେଇ ବର୍ତ୍ତମାନ ବନ୍ୟା ଜଳ ନିଷ୍କାସନ ହେଉଛି । ବାମ ପାଶ୍ୱର୍ର ୯ଟି ଗେଟ୍ ଓ ଡାହାଣ ପାଶ୍ୱର୍ର ୫ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଏବେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୧୨.୫୨ଫୁଟ୍ ରହି ଥିବାବେଳେ ଜଳଭଣ୍ଡାରକୁ!-->…
ମାଛଗାଁ କେନାଲ ବନ୍ଧରେ ୧୦ ଫୁଟର ଘାଇ ସୃଷ୍ଟି
ଜଗତସିଂହପୁର : ମାଛଗାଁ କେନାଲରେ ୧୦ ଫୁଟର ଘାଇ । ଲୋକଙ୍କ ଘରେ ପଶିଲା ପାଣି । ଜଗତସିଂହପୁର-କଟକ ରାସ୍ତାର ତରିକୁନ୍ଦ ନିକଟ ମାଛଗାଁ କେନାଲ ବନ୍ଧରେ ୧୦ଫୁଟର ଘାଇ ସୃଷ୍ଟି ହୋଇଛି । ଫଳରେ ଲୋକଙ୍କ ଘର ଓ ଦୋକାନ ଘରେ ପଶିଛି ଆଣ୍ଠୁଏ ଆଣ୍ଠୁଏ ପାଣି ।
ଏପରିକି!-->!-->!-->…