Browsing Category

ଓଡିଶା

୨ ଆଇପିଏସଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି 

ଭୁବନେଶ୍ୱର: ମହାନିର୍ଦ୍ଦେଶକ (ଡିଜି) କିମ୍ବା ସେହି ସମକକ୍ଷ ପଦରେ କେନ୍ଦ୍ରୀୟ ଡେପୁଟେସନ ପାଇଁ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ ଅଫିସର ଆର ପି କୋଚେ ଏବଂ ଯଶୱନ୍ତ ଜେଠୱାଙ୍କୁ ତାଲିକାଭୁକ୍ତ କରାଯାଇଛି। ୧୯୯୩ ବ୍ୟାଚର ଅଧିକାରୀ ଆର ପି କୋଚେ ବର୍ତ୍ତମାନ ଡାଇରେକ୍ଟର ଅଫ

ସରୁନି ଦାଦନ ଦୁଃଖ, ଭିଡିଓ ଜାରି କରି ଉଦ୍ଧାର ପାଇଁ କଲେ ନିବେଦନ

କେନ୍ଦ୍ରାପଡା: ଅଭାବ ଅନଟନ ଦୁଃଖରେ ଚାଲିଥିଲା ଜୀବନ । କିନ୍ତୁ ଅଭାବରେ ଜୀବନ କାଟିବା ମୁସ୍କିଲ ହୋଇପଡ଼ିଲା । ତେଣୁ ଘରେ ବାପା ମା’ ସ୍ତ୍ରୀ ପେଟରେ ଦି ମୁଠା ଦାନା ଯୋଗାଇବା ପାଇଁ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇଥିଲେ । ହେଲେ ଏବେ ସେଠାରୁ ଫେରିବା ପାଇଁ ଭିଡିଓ ମାଧ୍ୟମରେ

ବନ୍ୟାରେ ପ୍ରଭାବିତ ଲୋକଙ୍କୁ ୭ ଦିନ ମିଳିବ ରନ୍ଧା ଖାଦ୍ୟ, ରିପୋର୍ଟ ଆସିବା ପରେ ମିଳିବ କ୍ଷତିପୂରଣ

ଭୁବନେଶ୍ୱର : ବନ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଜିଲ୍ଲାର ବନ୍ୟାଞ୍ଚଳ ବୁଲି କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି । ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା ବିଶେଷ ଭାବେ

ଶିଶୁଭବନର ବିରଳ ସଫଳତା: ବିନା ଅସ୍ତ୍ରୋପଚାରରେ ଶିଶୁର ଶ୍ବାସନଳୀରୁ ବାହାରିଲା ଲୁହା କଣ୍ଟା

କଟକ: ଶିଶୁଭବନ ଡାକ୍ତରୀ ଟିମ୍ ବିରଳ ସଫଳତା ହାସଲ କରିଛନ୍ତି । ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ଶିଶୁଭବନ ଡାକ୍ତରୀ ଟିମ୍ ଏକ ଶିଶୁର ଶ୍ବାସନଳୀରୁ କଳଙ୍କି ଲଗା ଏକ ଦେଢ଼ ଇଞ୍ଚ ଲମ୍ବା କଣ୍ଟାକୁ

ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ

ଭୁବନେଶ୍ୱର : ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ନୂଆ ଫର୍ମାଟରେ ମଗାଯାଇଥିବା ସମସ୍ତ ତଥ୍ୟ ରିପୋର୍ଟ କାର୍ଡରେ ରହିଛି । ସମବାୟ, ହସ୍ତଶିଳ୍ପ ବିଭାଗର ବର୍ଷକରେ ହାତକୁ ନିଆଯାଇଥିବା

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ…

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ପାର୍ଲାମେଣ୍ଟ/ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ

ଆକାଶ ମାର୍ଗରୁ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆକାଶ ମାର୍ଗରୁ ଉତ୍ତର-ଓଡିଶାର ବନ୍ୟା ସ୍ଥିତିକୁ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ସର୍ଭେ କରୁଥିବା ବେଳେ ତାଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଓ

ଅଗଷ୍ଟ ୯ରେ କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି

କୋରାପୁଟ: ଆସନ୍ତା ୯ ତାରିଖ ଅର୍ଥାତ୍ ରକ୍ଷାବନ୍ଧନରେ ମହିଳା ପାଇବେ ଉପହାର। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସି ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ। ଉପମୁଖ୍ୟମନ୍ତ୍ରୀ

ଅଗଷ୍ଟ ୯ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ, ୨୧ ବର୍ଷ ହୋଇଥିବା ଯୁବତୀ ଓ ମହିଳା କରିପାରିବେ ଆବେଦନ

ଭୁବନେଶ୍ଵର : ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ । ଅଗଷ୍ଟ ୯ରେ ତୃତୀୟ କିସ୍ତି ମିଳିବା ପରେ ସୁଭଦ୍ରା ପୋର୍ଟାଲ ଖୋଲିବ । ବାଦ୍ ପଡିଥିବା ୨ଲକ୍ଷ ହିତାଧିକାରୀଙ୍କୁ ଯୋଡିବା ପାଇଁ ଆଉ ଥରେ ସର୍ଭେ ହେବ । ୨୧ ବର୍ଷ ହୋଇଥିବା ଯୁବତୀ ଓ ମହିଳା ଆବେଦନ କରିପାରିବେ ବୋଲି କହିଛନ୍ତି

ବ୍ୟାଘ୍ର ଦିବସ ଅବସରରେ ବାଘଙ୍କ ସୁରକ୍ଷା ଚିନ୍ତା ; ସେମାନଙ୍କ ସଂଖ୍ୟା ବୃଦ୍ଧି ପାଇଁ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର : ଆଜି ବିଶ୍ବ ବ୍ୟାଘ୍ର ଦିବସ। ବ୍ୟାଘ୍ର ଦିବସ ଅବସରରେ ବାଘଙ୍କ ସୁରକ୍ଷା ଓ ସେମାନଙ୍କ ସଂଖ୍ୟା ବୃଦ୍ଧି ପାଇଁ ବିଭିନ୍ନ ସ୍ଥାନରେ ବ୍ୟାଘ୍ର ଦିବସ ପାଳନ କରାଯାଉଛି। ଏମିତି ସୁଯୋଗକୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କେମିତି ବା ହାତ ଛଡ଼ା କରିବ। ମଙ୍ଗଳବାର ଦିନ ନନ୍ଦନକାନନ ପ୍ରାଣୀ