Browsing Category

ଓଡିଶା

୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା, ନୋଡାଲ ସେଣ୍ଟରକୁ ଗଲା ପ୍ରଶ୍ନପତ୍ର

କଟକ : ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା । ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର । ଫେବ୍ରୁଆରି ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୪ରୁ ୬ ଯାଏଁ ଦ୍ବିତୀୟ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍ ଗୁଡିକୁ ପ୍ରଶ୍ନପତ୍ର ପଠାଯିବ । ଆଜି ଦୂରଦୂରାନ୍ତ…

ଭିତରକନିକାରେ କମିଲା ଡଲଫିନ ସଂଖ୍ୟା

ରାଜନଗର : ଗହୀରମଥା ଓ ଭିତରକନିକାରେ କମିଲା ଡଲଫିନ ସଂଖ୍ୟା । ବିଶ୍ୱପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ କମିଛି ଡଲଫିନ ସଂଖ୍ୟା । ଗତବର୍ଷ ତୁଳନରେ ଚଳିତବର୍ଷ ୧୧ଟି ଡଲଫିନ ସଂଖ୍ୟା ହ୍ରାସ ପାଇଛି । ଗତବର୍ଷ ଭିତରକନିକା ଜାତୀୟ ଉଦ୍ୟାନ ଓ…

ପାରାଦୀପ ହେବ ବ୍ଲୁ ଫ୍ଲାଗ ବିଚ୍: ସେପ୍ଟେମ୍ବର ସୁଦ୍ଧା ସରିବ କାମ !

ପାରାଦୀପ: ପାରାଦୀପ ହେବ ବ୍ଲୁ ଫ୍ଲାଗ୍ ବିଚ୍। ପର୍ଯ୍ୟଟନ କ୍ଷେତ୍ରରେ ସୃଷ୍ଟି କରିବ ନୂଆ ଅଧ୍ୟାୟ। ଏହା ସହିତ ପାରାଦୀପକୁ ବିଭିନ୍ନ କ୍ଷେତ୍ରରେ କିପରି ବିକାଶ କରାଯାଇପାରିବ ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ ହୋଇଛି ସମସ୍ତ ପ୍ରୟାସ। ପାରାଦୀପରେ ଆଜି ସକାଳୁ ମୁଖ୍ଯ ଶାସନ ସଚିବ ଅନୁ…

କେନାଲ ଭିତରକୁ ପଶିଗଲା ଟ୍ରାକ୍ଟର; ୩ ମୃତ, ୩ ଗୁରୁତର

ମୟୁରଭଞ୍ଜ: ଭାରସାମ୍ୟ ହରାଇ କେନାଲ ଭିତରକୁ ପଶିଗଲା ଟ୍ରାକ୍ଟର । ଦୁର୍ଘଟଣାରେ ୩ ମୃତ ୩ ଗୁରୁତର ଜଣାପଡିଛି । ମୃତକଙ୍କ ମଧ୍ୟରେ ୨ ନାବାଳକ ରହିଥିବା ବେଳେ ଦୁର୍ଘଟଣାରେ ଟ୍ରାକ୍ଟର ଡ୍ରାଇଭର ମଧ୍ୟ ମୃତ । ଏଭଳି ଦୁଃଖଦ ଘଟଣା ଘଟିଛି କରଞ୍ଜିଆ ଥାନା ଅନ୍ତର୍ଗତ ମୁର୍ଗାସାହି ନିକଟରେ । …

ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ; ଚାଳକ ମୃତ, ୧୪ ଗୁରୁତର

ବାଲେଶ୍ୱର: ଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବଜାର ଉପରେ ତୀର୍ଥ ଯାତ୍ରୀ ବସ ଦୁର୍ଘଟଣା ଘଟିଛି । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ, ବସରେ ୫୦ଜଣ ଯାତ୍ରୀ ଥିବା ବେଳେ ୧୪ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତର ଆହତଙ୍କୁ ଖନ୍ତାପଡ଼ା ଗୋଷ୍ଠୀ…

ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ; ଲୋକେ ଭୟଭୀତ

ମୁନିଗୁଡ଼ା : ମୁନିଗୁଡା ବନଖଣ୍ଡ ଅନ୍ତର୍ଗତ ଜଗଦଲପୁର ପଞ୍ଚାୟତର ଡିମିରିଗୁଡା ଗ୍ରାମ ନିକଟରେ ବାଘ ପାଦଚିହ୍ନ ଦେଖିବାକୁ ମିଳିଛି। ଗତକାଲି ରାତିରେ ଏକ ବାଛୁରୀକୁ ବାଘ ଖାଇଥିବା ସନ୍ଦେହ। ରାୟଗଡ଼ା ଜିଲ୍ଲା ଡିମିରିଗୁଡା ଗ୍ରାମ ନିକଟରେ ବାଘ ଆତଙ୍କ। ଗ୍ରାମ ନିକଟରେ ବାଘ ପାଦଚିହ୍ନ…

କଟକରେ ଲେଜର ଲାଇଟ ବ୍ୟାନ କଲେ ହାଇକୋର୍ଟ

କଟକ : ଲେଜର ଲାଇଟ ଉପରେ ବ୍ୟାନ ଲଗାଇଲେ ହାଇକୋର୍ଟ । କଟକ ସହରରେ ହୋଇ ପାରିବ ନାହିଁ ଲେଜର ଲାଇଟ ବ୍ୟବହାର । ରାତି ୧୦ ଟା ପରେ ବିବାହ ରୋଷଣୀ ସଂପୂର୍ଣ୍ଣ ମନା । ରୋଷଣୀ ଆଦିରେ ଡିଜେ ବ୍ୟବହାର ନେଇ ମଧ୍ୟ ଲାଗିଲା କଟକଣା । ବିକଟାଳ ଶବ୍ଦ ଯୁକ୍ତ ଡିଜେ ବ୍ୟବହାର ହୋଇ ପାରିବ ନାହିଁ । ୬୫…

ଖରାଦିନ ନ ହେଉଣୁ ଜଳିଲାଣି ଜଙ୍ଗଲ

ବାଙ୍କି : ଖରାଦିନ ଆସିନି । ଏବେଠୁ ଜଳିଲାଣି ଜଙ୍ଗଲ । କଟକ ଜିଲ୍ଲା ବାଙ୍କୀ ବ୍ଲକ ଗୋପବନ୍ଧୁ ନଗରଠାରୁ ଖଏରପଙ୍ଗା ରାସ୍ତା କଡ଼ରେ ଥିବା ପଟାଶ ଜଙ୍ଗଲରେ ନିଆଁ ଲାଗିଛି । ହୁ ହୁ ହୋଇ ଜଳୁଛି ୪ ଏକରରୁ ଅଧିକ ଜଙ୍ଗଲ। ଅଗ୍ନିଶମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଛନ୍ତି। ନିଆଁରେ ପଟାଶ ଗଛ…

ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର। ଗଞ୍ଜାମ ଜିଲା ବେଲଗୁଣ୍ଠା ତହସିଲ କାର୍ଯ୍ୟାଳୟରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣେ ବାଲି ବ୍ୟବସାୟଙ୍କ ବାଲି ଗାଡ଼ି ଛାଡ଼ିବା ପାଇଁ ରସିଦ୍ ଠାରୁ ଅଧିକ ଟଙ୍କା ମାଗି ନେଇଥିବା ଅଭିଯୋଗରେ ଅତିରିକ୍ତ ତହସିଲଦାରଙ୍କ ସମେତ ଆଉ…

୩ ମାସ ମଧ୍ୟରେ ରତ୍ନଭଣ୍ଡାର ଗଣତିମଣତି ଶେଷ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି ପାଇଁ ହାଇକୋର୍ଟଙ୍କ ୩ ମାସର ଡେଡ୍ ଲାଇନ । ୧୯୭୮ର ​ଗଣତି ମଣତି ସହିତ ବର୍ତ୍ତମାନର ଗଣତି ମଣତି ମେଳ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ସେହିପରି ରତ୍ନ ଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ…