Browsing Category

ଓଡିଶା

ଅନ୍ୟ କୌଣସି ଜିଲାରୁ ଆସିନାହିଁ ଇଭିଏମ୍‌: ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଇଭିଏମ୍‌ ଚୋରି ଅଭିଯୋଗରେ ସାମ୍ବାଦିକ ସମ୍ମିଳନୀ କରି ଅନ୍ୟ କୌଣସି ସ୍ଥାନରୁ ଇଭିଏମ ଆସିନଥିବା ନେଇ ସ୍ପଷ୍ଟୀକରଣ ରଖିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ନୂଆପଡା ଉପନିର୍ବାଚନରେ ମତଦାନ ପାଇଁ ଅନ୍ୟ କୌଣସି ଜିଲାରୁ ଇଭିଏମ୍‌ ଆସିନାହିଁ । ଗତକାଲି ବିଜେଡି ପକ୍ଷରୁ

ଟ୍ରକ୍ ଚକା ତଳେ ଚାପି ହୋଇଗଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଭୁବନେଶ୍ୱର: ପାହାଳ ଓଭରବ୍ରିଜ ଉପରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସ୍କୁଟିରେ ସ୍ଵାମୀ ସ୍ତ୍ରୀ କଟକରୁ ଭୁବନେଶ୍ଵର ଅଭିମୁଖେ ଆସୁଥିବା ବେଳେ ପାହାଳ ଓଭରବ୍ରିଜ ଉପରେ ବସ ସାଇଡ୍ ମାରିବାରୁ ଉଭୟ ଟ୍ରକ୍ ଚକା ତଳେ ଚାପି ହୋଇଯାଇଥିଲେ । ଘଟଣା ସ୍ଥଳରେ ସ୍ତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ

ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିବେ ରାଷ୍ଟ୍ରପତି !

ଭୁବେନଶ୍ବର: ଓଡ଼ିଶା ବିଧାନସଭାକୁ ସମ୍ବୋଧନ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି । ଏନେଇ ସୂଚନା ଦେଇଛନ୍ତି ବିଜେପି ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ । ରାଷ୍ଟ୍ରପତି ଶୀତ ଅଧିବେଶନରେ ବିଧାନସଭାକୁ ସମ୍ବୋଧନ କରିବେ ।

ଜାତୀୟ ଫସଲ ଯୋଜନାରେ ଉତ୍ପାଦନ ବୃଦ୍ଧି କରି ଚାଷୀଙ୍କୁ ଆତ୍ମନିର୍ଭର କରିବା ସରକାରଙ୍କ ଲକ୍ଷ୍ୟ: କେନ୍ଦ୍ର କୃଷି ମନ୍ତ୍ରୀ

କଟକ: ଜାତୀୟ ଫସଲ ଯୋଜନାରେ କୃଷିଭିତ୍ତିକ ଉତ୍ପାଦନ ବୃଦ୍ଧି କରି ଚାଷୀମାନଙ୍କୁ ଆତ୍ମନିର୍ଭର କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ। ସୋମବାର କଟକ ବିଦ୍ୟାଧରପୁରସ୍ଥିତ ରାଷ୍ଟ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଆୟୋଜିତ କୃଷି ଓ

ସମ୍ବେଦନଶୀଳ ବୁଥ୍‌ରେ ସୁରକ୍ଷା କଡ଼ାକଡ଼ି କରିବାକୁ ଦାବୀ କଲା ବିଜେଡି

ଭୁବନେଶ୍ବର: ଆସନ୍ତାକାଲି ନୂଆପଡ଼ାରେ ଉପନିର୍ବାଚନ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ପ୍ରସ୍ତୁତି ସରିଛି । କିନ୍ତୁ ଏହାରି ଭିତରେ ନିର୍ବାଚନ ଅଧଇକାରୀଙ୍କ ନିକଟକୁ ଅଭିଯୋଗ ଆଣିଛି ବିରୋଧି ବିଜୁ ଜନତା ଦଳ । ସମ୍ବେଦନଶୀଳ ବୁଥ୍‌ରେ ସୁରକ୍ଷା କଡ଼ାକଡ଼ି କରିବାକୁ

ଜଙ୍ଗଲରେ ଶିଶୁ କନ୍ୟାକୁ ଛାଡ଼ିଲା ମା’

ଝାରସୁଗୁଡ଼ା : ମା’ ମୁଁ ଝିଅ ବୋଲି କଣ ମୋତେ ବାପା ମା’ର ସ୍ନେହ ମିଳିବନି ? କଣ ମୋର ଏ ଦୁନିଆକୁ ଆସିବା ଭୁଲ ହୋଇଗଲା ? ମୁଁ କାହିଁକି ତମ ପାଇଁ ଅଲୋଡ଼ା ହୋଇଗଲି ? ମୋତେ ୧୦ ମାସ ଗର୍ଭରେ ରଖି ଏତେ କଷ୍ଟ ପାଇବା ପରେ ମୁହଁ ଫେରାଇ ନେଲ କେମିତି ? ମୋର ଭୁଲ ବା କଣ ? ହୁଏତ ଏ ଶିଶୁଟି

ସାଇଲେନ୍ସ ପିରିୟଡର ଉଲ୍ଲଂଘନ ଅଭିଯୋଗ, ଇସିଆଇଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ

ଭୁବନେଶ୍ୱର : ନୂଆପଡ଼ା ଉପନିର୍ବାଚନରେ ଇସିଆଇଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ ପଟ୍ଟନାୟକ ।  କହିଲେ ନୂଆପଡାରେ ସାଇଲେନସ ପିରିୟଡର ଉଲ୍ଲଂଘନ ହେଉଛି ।  ନୂଆପଡ଼ା ବାହାରୁ ଭାରତୀୟ ଜନତା ପାର୍ଟିର ନେତା ଏବଂ କର୍ମୀମାନେ ଅବାଧରେ ବୁଲୁଛନ୍ତି। ଅନୁଚିତ ଉପାୟରେ ଭୋଟରମାନଙ୍କୁ ପ୍ରଭାବିତ କରିବାକୁ

ଟ୍ରଲରକୁ ଧକ୍କା ଦେଲା ବସ୍, ଜଣେ ମୃତ ଓ ୧୦ ଆହତ

ରେଢାଖୋଲ: କଟକ ୫୫ନଂ ଜାତୀୟ ରାଜପଥର ରେଢାଖୋଲ ଲୁହାପଙ୍କ ଛକ ନିକଟରେ ଦୁର୍ଘଟଣା । ଟ୍ରଲରକୁ ଧକ୍କା ଦେଲା ଘୋରଇ ବସ୍ । ଜଣେ ମୃତ ହୋଇଥିବା ବେଳେ ବସରେ ବସିଥିବା ୧୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି । ଲୁହାପଙ୍କ ଛକରେ ବିଳମ୍ବିତ ରାତିରେ ଟ୍ରଲର ପଛକୁ ଧକ୍କା ଦେଲା ଘୋରଇ ବସ୍

ହାଇକୋର୍ଟରେ ହାଜର ହେଲେ ବ୍ରହ୍ମପୁର ଏସପି, ଆସନ୍ତାକାଲି ଶୁଣାଣୀ

ବ୍ରହ୍ମପୁର : ହାଇକୋର୍ଟ ଗଲେ ବ୍ରହ୍ମପୁର ଏସପି । ବ୍ୟକ୍ତିଗତ ଭାବେ ହାଜର ହେବେ ସର୍ବଣା ବିବେକ ଏମ । ୭ ତାରିଖରେ ଦେଇଥିବା ଉତ୍ତରରେ ସନ୍ତୁଷ୍ଟ ନ ହୋଇ ଆଜି ସୁଦ୍ଧା ବ୍ୟକ୍ତିଗତ ଭାବେ ହାଜର ହୋଇ ଆଫିଡେଭିଟ ମାଧ୍ୟମରେ ଉତ୍ତର ରଖିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ । ଏନେଇ ଆଜି

ସକ୍ଷମ ରାଷ୍ଟ୍ରୀୟ କାର୍ଯ୍ୟକାରୀ ପରିଷଦ ବୈଠକରେ ଓଡିଶା ପଶ୍ଚିମ ପ୍ରାନ୍ତ ପ୍ରତିନିଧିଙ୍କ ଯୋଗଦାନ…

ରାୟଗଡା : ତା ୧୦/୧୧/୨ ହରିଆଣା ପ୍ରଦେଶ ପାନିପତ ଜ଼ିଲ୍ଲାର ସମଲଖାରେ ସେବା ସାଧନା କେନ୍ଦ୍ର ଠାରେ ୨ ଦିନ ଚାଲିଥିବା ରାଷ୍ଟ୍ରୀୟ କାର୍ଯ୍ୟକାରୀ ପରିଷଦ ବୈଠକରେ ସକ୍ଷମ, ଓଡିଶା ପଶ୍ଚିମ ପ୍ରାନ୍ତର ପ୍ରତିନିଧି ଦଳ ଯୋଗଦେଇଛନ୍ତି | ସୂଚନା ଥାଉକି ଯେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ