Browsing Category

ଓଡିଶା

ନକ୍ସଲମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାରଙ୍କ ନୂଆ ରୋଡ୍ ମ୍ୟାପ୍, ବନ୍ଧୁକ ବଦଳରେ ମିଳିବ କୋଟିଏ ଟଙ୍କାର ପ୍ୟାକେଜ

ଭୁବନେଶ୍ୱର : ମାଓବାଦୀଙ୍କ ପାଇଁ କୋଟି କୋଟିର ପ୍ୟାକେଜ । ବନ୍ଧୁକ ବଦଳରେ ମିଳିବ ଟଙ୍କା । ନକ୍ସଲମୁକ୍ତ ପାଇଁ ଓଡ଼ିଶା ସରକାରଙ୍କ ନୂଆ ରୋଡ୍ ମ୍ୟାପ୍ । ସଂଶୋଧିତ ହେଲା ଥଇଥାନ ଯୋଜନା । ଏଣିକି ନକ୍ସଲ ଆତ୍ମସମର୍ପଣର ୬୦ ଦିନ ଭିତରେ ମିଳିବ ଥଇଥାନ ସୁବିଧା । ଏନେଇ ରାଜ୍ୟ ଗୃହ…

ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ

ଅନୁଗୁଳ : ଭିଜିଲାନ୍ସ ଜାଲରେ କୋଟିପତି କିରାଣୀ । ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କୋଟିପତି କିରାଣୀ ସୁବ୍ରତ ବେହେରାଙ୍କ ଘରେ ରେଡ୍ ।  ସୁସୁଡା ସ୍ଥିତ ବାସଭବନରେ ରେଡ୍ କରୁଛି ଭିଜିଲାନ୍ସ । ଗତକଲି ସୁବ୍ରତଙ୍କ ମାରାଥନ୍ ଜେରା ପରେ ଛଡାଯାଇଥିଲା । ଆଜି ୩ଟି ଟିମ୍ ରେଡ୍ କରୁଛନ୍ତି ।…

ବଢ଼ିଲା ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଜାତୀୟ ସ୍ବାସ୍ଥ୍ୟ ମିଶନ ଅଧୀନରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତର ମାନଙ୍କ ଦରମା ବୃଦ୍ଧି ପାଇଁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆୟୁଷ ଡାକ୍ତର ମାନଙ୍କ ଅବଦାନ ପ୍ରତି ଗୁରୁତ୍ବଦେଇ ତଥା…

୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକ: ୨୩ଟି ଶିଳ୍ପ ବିନିଯୋଗକୁ ଅନୁମୋଦନ

ଭୁବନେଶ୍ୱର: ୨୩ଟି ଶିଳ୍ପ ବିନିଯୋଗ ପ୍ରସ୍ତାବକୁ ସିଙ୍ଗିଲ୍‌ ୱିଣ୍ଡୋ ଅନୁମୋଦନ ମିଳିଛି । ୧୪୪ତମ ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ପ୍ରଦାନ କରାଯାଇଛି । ପ୍ରସ୍ତାବଗୁଡିକର ମୋଟ ବିନିଯୋଗ ପରିମାଣ ୪,୧୧୧,୮୦ କୋଟି ଟଙ୍କା ରହିଛି । ଏହା ଦ୍ୱାରା ୯,୯୨୪ଟି ନିଯୁକ୍ତି…

ପିୟୁସିସି ପାଇବାକୁ ହେଲେ ପୈଠ କରିବାକୁ ହେବ ବକେୟା ଚାଲାଣ

କଟକ: ପ୍ରଦୂଷଣ ପ୍ରମାଣ ପତ୍ର ପାଇବାକୁ ହେଲେ ବକେୟା ଚାଲାଣ ପୈଠ କରିବାକୁ ହେବ। ଆଜି ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇବା ସହିତ ଏସମ୍ପର୍କିତ ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ସେଣ୍ଟ୍ରାଲ ମୋଟର ଭେହିକିଲ ରୁଲ ୧୬୭ ସବ କ୍ଲଚ୍‌ ୧୨ ଅନୁସାରେ ବକେୟା ଚାଲାଣ ଥିଲେ…

ଆଉ ୨୫୦ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ନୂଆ ୨୫୦ ଆମ୍ବୁଲାନ୍ସ । ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ୨୫୦ଟି ନୂଆ ଆମ୍ବୁଲାନ୍ସର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି । ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି…

ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାରେ କପି ରୋକିବାକୁ AI ଏବଂ QR କୋଡର ହେବ ବ୍ୟବହାର

ଭୁବନେଶ୍ୱର : ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ହୋଇଛି । କପି ରୋକିବାକୁ ବ୍ୟବହାର ହେବ AI ଏବଂ QR କୋଡ୍ । AI କ୍ୟାମେରା ନଜରରେ ରହିବ ପରୀକ୍ଷା କେନ୍ଦ୍ର । ପ୍ରଶ୍ନପତ୍ରରେ ରହିବ QR କୋଡ୍ ଆସନ୍ତା ଫେବୃଆରୀ ୧୮ରୁ ଯୁକ୍ତ ଦୁଇ ଏବଂ ଫେବୃଆରୀ ୧୯ରୁ…

୩ ମହିଳାଙ୍କୁ ଦଳିଦେଲା ଦନ୍ତା

ଢେଙ୍କାନାଳ : ଦଳିଦେଲା ଦନ୍ତା ୩ ମହିଳା ମୃତ ।  ଢେଙ୍କାନାଳ ସଦର ରେଞ୍ଜ କାଇମାଟି ଲୁଚାପଲି ଗାଁରେ ହାତୀ ଆକ୍ରମଣରେ ୩ ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି ।  ଗୁରୁତରଙ୍କୁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।  ୬ ଜଣ ମହିଳା କାଠ ସଂଗ୍ରହ…

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଦ୍ୱିତୀୟ ପଞ୍ଜିକା ସମୀକରଣ ବୈଠକ

ପୁରୀ : ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଦ୍ୱିତୀୟ ପଞ୍ଜିକା ସମୀକରଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବୈଠକ ଅନୁଷ୍ଠିତ । ଗତ ମାସ ୨୯ ତାରିଖରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୮ ଜଣ ପଞ୍ଜିକାରଙ୍କୁ ଡକାଯାଇଥିଲା ମଧ୍ୟ ୫ ଜଣ ପଞ୍ଜିକାର…

ମାଟ୍ରିକ ପରୀକ୍ଷା ପାଇଁ ନୋଡାଲ ସେଣ୍ଟରକୁ ପଠାଗଲା ପ୍ରଶ୍ନପତ୍ର

କଟକ : ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ନୋଡାଲ ସେଣ୍ଟରକୁ ପଠାଗଲା ପ୍ରଶ୍ନପତ୍ର । କଟକ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟ ଷ୍ଟ୍ରଙ୍ଗରୁମରୁ ପ୍ରଶ୍ନପତ୍ର ନୋଡାଲ୍ ସେଣ୍ଟରକୁ ପଠାଯାଇଛି । ପ୍ରଥମ ଦିନ ଦୂରଦୂରାନ୍ତରେ ଥିବା ୪ଟି ଜିଲ୍ଲାକୁ ପ୍ରଶ୍ନପତ୍ର ପଠାଯାଇଛି । ବୋର୍ଡ…