Browsing Category

ଓଡିଶା

ମହିଳା ଥାନାରେ ହାଜର ହେଲେ OAS ବାବୁ, ଦୁଇ ଦିନ ତଳେ ଏତଲା ଦେଇଥିଲେ ପତ୍ନୀ

ଭୁବନେଶ୍ବର: ଭୁବନେଶ୍ବର ମହିଳା ଥାନାରେ ହାଜର ହେଲେ OAS ବାବୁ । OSDMA ରେ କାର୍ଯ୍ୟରତ DGM ସାର୍ଥକ ସୌରଭ ମହାପାତ୍ର ହାଜର ହୋଇଛନ୍ତି । ଦୁଇ ଦିନ ତଳେ ଓଏଏସ୍ ବାବୁଙ୍କ ପତ୍ନୀ ମହିଳା ଥାନାରେ ଏତଲା ଦେଇଥିଲେ । ଏନେଇ ମହିଳା ଥାନା ମାମଲା ରୁଜୁ କରି ନୋଟିସ୍ ପଠାଇବା ପରେ ଆଜି ଥାନାରେ

ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ୍ ମନ୍ତ୍ରୀଙ୍କ ସୂଚନା, ୨ ଜଣ ବିଶେଷଜ୍ଞଙ୍କୁ ମନୋନୀତ କଲା ଆରବିଆଇ

ଭୁବନେଶ୍ୱର: ରତ୍ନଭଣ୍ଡାର ଗଣତିମଣତି ନେଇ ଆଇନ୍ ମନ୍ତ୍ରୀଙ୍କ ସୂଚନା। ୨ ଜଣ ଏକ୍ସପର୍ଟ ଦେବା ପାଇଁ RBIକୁ ଚିଠି ଲେଖିଛନ୍ତି ସରକାର। RBI ୨ ଜଣ ଏକ୍ସପର୍ଟଙ୍କ ନାଁ ମଧ୍ୟ ଦେଇଛନ୍ତି। ଖୁବଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବ। କମିଟି ଅନୁମତିରେ ରତ୍ନ ସବୁ ଭିତର ରତ୍ନଭଣ୍ଡାରକୁ

ହେଲମେଟ୍ ବିନା ପେଟ୍ରୋଲ ଦେବା ମହଙ୍ଗା ପଡ଼ିଲା; ପେଟ୍ରୋଲ ପମ୍ପକୁ ସିଲ୍ କଲେ ଜିଲ୍ଲାପାଳ

ଇନ୍ଦୋର: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ଜିଲ୍ଲାପାଳ ହେଲମେଟ୍ ବିନା ପେଟ୍ରୋଲ ଉପରେ ରୋକ ଲଗାଇବା ପାଇଁ ଏକ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଗତଶୁକ୍ରବାର ଏହି ନିର୍ଦ୍ଦେଶ ଉଲ୍ଲଂଘନ ଉପରେ ପ୍ରଶାସନ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ହେଲମେଟ୍ ବିନା ପେଟ୍ରୋଲ ଦେବା ଘଟଣାକୁ

OTET ପ୍ରଶ୍ନପତ୍ର ଲିକ୍‌ ଘଟଣାରେ ଶିକ୍ଷକଙ୍କ ରହିଛି ସଂପୃକ୍ତି , ପ୍ରେସମିଟରେ କ୍ରାଇମବ୍ରାଞ୍ଚ DIGଙ୍କ ସୂଚନା

କଟକ : ସ୍ବତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଜଣେ ଗିରଫ । ଗିରଫ କଳାହାଣ୍ଡିର ଜଣେ ଶିକ୍ଷକ । ସପ୍ତମ ଗିରଫ ଅଭିଯୁକ୍ତ ହେଉଛନ୍ତି ପ୍ରଶାନ୍ତ କୁମାର ଖମାରୀ । ପ୍ରଶ୍ନପତ୍ର ଲିକ୍ ରେ ଶିକ୍ଷକଙ୍କ ହାତ ରହିଥିବା ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ DIG ବି ଗଙ୍ଗାଧର ।

ଇଞ୍ଜିନିୟରଙ୍କୁ ପରିସ୍ରା ପିଆଇବା ଘଟଣା: ଗିରଫ ହେଲେ ଅଭିଯୁକ୍ତ ପିଅନ

ଗଜପତି: ଆର. ଉଦୟଗିରି ପୋଲିସ ଆରଡବ୍ଲୁଏସଏସ କାର୍ଯ୍ୟାଳୟରେ କନିଷ୍ଠ ଇଞ୍ଜିନିୟର ସଚିନ ଗୌଡ଼ଙ୍କୁ ପରିସ୍ରା ପରିବେଷଣ କରିବା ଅଭିଯୋଗରେ ପିଅନ ଶିବ ନାରାୟଣ ନାୟକଙ୍କୁ ଗିରଫ କରିଛି । ଜନସାଧାରଣରେ ଅସନ୍ତୋଷ ସୃଷ୍ଟି କରିଥିବା ଏହି ଆଶ୍ଚର୍ଯ୍ୟଜନକ ମାମଲାରେ, ଗଜପତି ଜିଲ୍ଲାର ଗ୍ରାମୀଣ ଜଳ

ସୀମାନ୍ତରେ ମାଓବାଦୀଙ୍କ ସହିଦ ସପ୍ତାହରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ରାଜ୍ୟ ବିଜାପୁର ଜିଲ୍ଲାର ବାସାଗୁଡ଼ା ଥାନା ଅନ୍ତର୍ଗତ ମାଓବାଦୀଙ୍କ ସହିଦ ସପ୍ତାହରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଡିଆରଜି (ଜିଲ୍ଲା ରିଜର୍ଭ ଗାର୍ଡ) ଏବଂ କୋବ୍ରା ବାଟାଲିୟନ-୨୧୦ ଯବାନଙ୍କ ଏକ ମିଳିତ ଦଳ ଜୁଲାଇ ୨୯

ଶରଧାବାଲି ଦଳାଚକଟା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ତଦନ୍ତ ରିପୋର୍ଟ

ଭୁବନେଶ୍ବର: ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ସମୟରେ ପୁରୀ ଶରଧାବାଲିରେ ଦଳାଚକଟା ଘଟଣା ଘଟିଥିଲା। ଏହି ଘଟଣାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉନ୍ନୟନ କମିସନର ଅନୁ ଗର୍ଗ ରିପୋର୍ଟ ଦାଖଲ କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଉନ୍ନୟନ କମିସନର ଅନୁ

‘ବିଜେପି ସରକାରରେ ମହିଳାମାନେ କୌଣସି କ୍ଷେତ୍ରରେ ସୁରକ୍ଷିତ ନାହାନ୍ତି’

ଭୁବନେଶ୍ୱର: ନାରୀ ନିର୍ଯାତନାକୁ ନେଇ ସମଗ୍ର ରାଜ୍ୟ ଉଦ୍ବିଗ୍ନ ଥିଲାବେଳେ ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ମହିଳାଙ୍କୁ ଧର୍ମଶାଳା ବିଧାୟକଙ୍କ ଅସଦାଚରଣ ଘଟଣାରେ ପୁଲିସ୍ ଏତଲା ଗ୍ରହଣ ନ କରିବା ଉଦ୍‌ବେଗଜନକ ବୋଲି ବିଜୁ ଜନତା ଦଳ (ବିଜେଡି) କହିଛି। ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ

ଗାଡ଼ି ଚାଳକ ସାବଧାନ, ଚାଲାଣ ପୈଠ ନ କଲେ ବାତିଲ୍ ହେବ ଗାଡ଼ିର ରେଜିଷ୍ଟ୍ରେସନ

କଟକ: ରାଜ୍ୟ ସଡକ ପରିବହନ ବିଭାଗ ପକ୍ଷରୁ ଗ୍ରହଣ କରାଯିବ କଡ଼ା ଆଭିମୁଖ୍ୟ । ଚାଲାଣ ଖିଲାପକାରୀଙ୍କ ବିରୋଧରେ ନିଆଯିବ ବଡ଼ ଆକ୍ସନ । ୫ରୁ ଅଧିକ ଚାଲାଣ କଟିଥିବା ହାଲୁକା ଯାନ ଓ ଭାରି ଯାନ ଗାଡ଼ି ମାଲିକ ଯଦି ଫାଇନ ପୈଠ ନକରନ୍ତି ତେବେ ସଂପୃକ୍ତ ଗାଡ଼ିର ରେଜିଷ୍ଟ୍ରେସନକୁ ବାତିଲ୍ କରାଯିବ।

ଜେଲ୍‌ରୁ ମୁକୁଳିଲେ ଆଇଏଏସ ଧୀମାନ ଚକମା, ୧୦ ଲକ୍ଷ ଲାଞ୍ଚ ନେଇ ଗିରଫ ହୋଇଥିଲେ

ଭବାନୀପାଟଣା: ଲାଞ୍ଚ ମାମଲାରେ ଗିରଫ ଆଇଏଏସ ଧୀମାନ ଚକମା ଜେଲ୍‌ରୁ ବାହାରିଛନ୍ତି l ଦୀର୍ଘ ୪୦ ଦିନ ଜେଲରେ ରହିବା ପରେ ଆଜି ଭବାନୀପାଟଣା ଜେଲରୁ ବାହାରିଲେ ଧୀମାନ ଚକମା l ଗତ ୨୪ ତାରିଖ ଦିନ ମାନ୍ୟବର ହାଇକୋର୍ଟ ୫ ଲକ୍ଷ ଟଙ୍କାର ଦୁଇ ଜାମିନଦାରଙ୍କ ବଦଳରେେ ଚମକାଙ୍କୁ ସର୍ତ୍ତ