Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦଳବିରୋଧୀ କାର୍ଯ୍ୟ ପାଇଁ କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷ ବିଜେଡିରୁ ନିଲମ୍ବିତ
ବ୍ରହ୍ମଗିରି : ବିଜେଡିରୁ ନିଲମ୍ବିତ ହେଲେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା । ଦଳବିରୋଧୀ କାର୍ଯ୍ୟ ପାଇଁ ନିଲମ୍ବିତ ହୋଇଛନ୍ତି ସରୋଜିନୀ ତରାଇ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରୋଜିନୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ବିଜେଡି ମୁଖ୍ୟାଳୟ!-->…
କାର୍ ଦୁର୍ଘଟଣାରେ ୨ ମୃତ, ୪ ଲକ୍ଷ ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ବ୍ରହ୍ମପୁର : ଚିକିଟି ସୁନପୁରରୁ ବିଶାଖାପାଟଣା ଗଲାବେଳେ ଭୟଙ୍କର ଦୁର୍ଘଟଣା । ଆଇଚରରେ ପିଟିହେଲା କାର୍ । ଦୁର୍ଘଟଣାରେ ପରିବାରର ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ୫ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୁନପୁରରୁ ରୋଗୀଙ୍କୁ ଅଧିକ ଚିକିତ୍ସା!-->…
ଜମାକାରୀଙ୍କ ଦେଢ଼ କୋଟି ଟଙ୍କା ହଡ଼ପ କରି ପୋଷ୍ଟ ମାଷ୍ଟର ଚମ୍ପଟ
ଜଳେଶ୍ବର: ଜମାକାରୀଙ୍କ ଭରସା ଭାଙ୍ଗି ଦେଲା ପୋଷ୍ଟ ଅଫିସ । ଜମାକାରୀଙ୍କ ଟଙ୍କା ଲୁଟ୍ କରି ଚମ୍ପଟ ମାରିଛି ପୋଷ୍ଟ ମାଷ୍ଟର । ବର୍ଷ ବର୍ଷର ପରିଶ୍ରମ ଅର୍ଥକୁ ଫେରି ପାଇବା ପାଇଁ ମୁଣ୍ଡ ବାଡେଇ କାନ୍ଦୁଛନ୍ତି ଜମାକାରୀ । ଡାକଘର ଜମାଖାତାରୁ ଦେଢ଼ କୋଟିରୁ ଅଧିକ ଟଙ୍କା ପୋଷ୍ଟ ମାଷ୍ଟର!-->…
ଶିିମିଳିପାଳରୁ ମିଳିଲା କ୍ୟାନସର ଔଷଧ ତିଆରି ପାଇଁ ଗୁଳ୍ମ
ମୟୂରଭଞ୍ଜ : ମୟୂରଭଞ୍ଜରୁ ବଡ଼ ଖବର । ଶିିମିଳିପାଳରୁ ମିଳିଲା କ୍ୟାନସର ରୋଗ ଚିକିତ୍ସା ପାଇଁ ଔଷଧୀୟ ଗୁଣ! ଥିବା ବୃକ୍ଷଲତା। ଓଡ଼ିଶାରେ ପ୍ରଥମ ଥର ପାଇଁ ୧୪୮ ପ୍ରଜାତିର ‘ଲାଇକେନ୍’ ଚିହ୍ନଟ ହୋଇଛି । ବିଶ୍ୱକୁ ଏହା ନୂଆ ଦିଶା ଦେବ । ଭାରତରେ ପ୍ରଥମ ଥର ମିଳିଲା!-->…
ବରଯାତ୍ରୀ ବେଶରେ ଆସି ଗିଫ୍ଟ ଓ ୩ ଲକ୍ଷ ଟଙ୍କା ଲୁଟିନେଲେ
ଭୁବନେଶ୍ୱର : ରାଜଧାନୀରେ ହାଇଟେକ ଚୋର । ବରଯାତ୍ରୀ ବେଶରେ ଆସିଲେ, କଳାକନା ବୁଲାଇ ଚାଲିଗଲେ । ଭୁବନେଶ୍ୱରର ଏକ ତାରକା ହୋଟେଲରେ ବାହାଘର ଚାଲିଥିବା ବେଳେ ହୋଇଛି ଲୁଟ୍ । ବରଯାତ୍ରୀ ବେଶରେ ଆସି ଦୁର୍ବୃତ୍ତମାନେ ପ୍ରଥମେ ଭୋଜି ଖାଇଥିଲେ । ପରେ ସୁଯୋଗ ଦେଖି କନ୍ୟାକୁ ମିଳିଥିବା ଗିଫ୍ଟ ଓ!-->…
ପୀତବାସ ପଣ୍ଡା ହତ୍ୟା ଘଟଣା: ଅଭିଯୁକ୍ତ ବିକ୍ରମ ପଣ୍ଡା ଅସୁସ୍ଥ..
ବ୍ରହ୍ମପୁର: ବିକ୍ରମ ପଣ୍ଡା ଅସୁସ୍ଥ । ଚିକିତ୍ସା ପାଇଁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି । କଡ଼ା ସୁରକ୍ଷା ବଳୟରେ ବ୍ରହ୍ମପୁର ଜେଲରୁ ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । ଉଚ୍ଚ ରକ୍ତଚାପ ଯୋଗୁଁ ଅସୁସ୍ଥ ହୋଇପଡିଥିଲେ ବିକ୍ରମ । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା!-->…
ହତ୍ୟା ପରେ ଅଖାରେ ମୃତଦେହ ବାନ୍ଧି ପୋଖରୀକୁ ଫିଙ୍ଗିଦେଲେ
ମୟୂରଭଞ୍ଜ : ଅଖା ଭିତରେ ମୃତଦେହ । ହତ୍ୟା ପରେ ଅଖା ଭିତରେ ପୁରାଇ ପୋଖରୀକୁ ଫିଙ୍ଗିଦେଲେ ଦୁର୍ବୃତ୍ତ। ମୟୂରଭଞ୍ଜ ଜିଲ୍ଲା ବେତନଟୀ ଉପକଣ୍ଠ ସଠିଲୋ ପଞ୍ଚାୟତ ପୁରୁଣାପାଣିରେ ଘଟଣା ଘଟିଛି । ଅଖା ଭିତରେ ଜଣେ ବୃଦ୍ଧାଙ୍କ ମୃତଦେହ ରହିଛି । ପୋଖରୀରେ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ ।!-->…
ମଣ୍ଡିରେ ଉତ୍ତେଜନା, ୩ଟି ଧାନ ବୋଝେଇ ଟ୍ରକକୁ ଅଟକ ରଖିଲେ ଚାଷୀ
ଭୁବନେଶ୍ୱର : ଧାନମଣ୍ଡିରେ ଉତ୍ତେଜନା । ୩ଟି ଧାନ ବୋଝେଇ ଟ୍ରକ ଅଟକ ରଖିଲେ ଚାଷୀ । କେନ୍ଦ୍ରାପଡା ଜିଲ୍ଲା ଆଳି ବ୍ଲକ ନିଆଳ ପ୍ରାଥମିକ କୃଷି ସେବା ସମବାୟ ସମିତିର ଦୃଶ୍ୟ । ବିଭିନ୍ନ ଆଳ ଦେଖାଇ ଧାନ ନନେବା ସହ ଚାଷୀଙ୍କୁ ଅଯଥା ହଇରାଣ କରାଯାଉଥିବା ଅଭିଯୋଗ କରିଛନ୍ତି ଚାଷୀ ।!-->…
ଯୁକ୍ତ ୨ ଓ ମାଟ୍ରିକ ପରୀକ୍ଷା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା, ୧୯ରୁ ହେବ ମାଟ୍ରିକ ପରୀକ୍ଷା । ପରୀକ୍ଷାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନେଇ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ପରୀକ୍ଷା ପରିଚାଳନାରେ କୌଣସି ଅବହେଳାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ମୁଖ୍ୟ!-->…
ଅତ୍ୟାଧୁନିକ ବନ୍ଧୁକ ସହ ଆତ୍ମସମର୍ପଣ କଲେ ୨୧ ମାଓବାଦୀ
ମାଲକାନଗିରି : ଛତିଶଗଡ଼ରେ ଆତ୍ମସମର୍ପଣ କଲେ ଓଡିଶାରେ ସକ୍ରିୟ ଥିବା ୨୧ ମାଓବାଦୀ। ଅତ୍ୟାଧୁନିକ ବନ୍ଧୁକ ସହ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମୁଣ୍ଡରେ ଥିଲା ୭୬ ଲକ୍ଷ ଟଙ୍କାର ପୁରସ୍କାର ରାଶି। ଛତିଶଗଡ଼ ସୁକମା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏମାନେ ସମସ୍ତେ ମାଲକାନଗିରିରେ!-->…