Browsing Category

ଓଡିଶା

ସହରାଞ୍ଚଳରେ ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର : ସହରାଞ୍ଚଳରେ ରହୁଥିବା ଗରିବଙ୍କୁ ଭଡ଼ାରେ ଘର ଦେବେ ସରକାର ା ସହରାଂଚଳରେ ବସବାସ କରୁଥିବା ସ୍ବଳ୍ପଆୟକାରୀ ବର୍ଗର ଲୋକଙ୍କୁ ଘର ଭଡ଼ା ଦେବେ ସରକାର । ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ । ସରକାରୀ ଘର ଚିହ୍ନଟ ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗର ଚିଠି।…

ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ ପାଲଟିବ ସାତକୋଶିଆ ଆଭୟାରଣ୍ୟ

ଅନୁଗୋଳ: ବଦଳିବ ଅନୁଗୋଳ ଜିଲ୍ଲାରେ ଥିବା ସାତକୋଶିଆ ଅଭୟାରଣ୍ୟର କଳେବର । ବିଶ୍ୱସ୍ତରୀୟ ଇକୋ ଟୁରିଜମ୍ ହବ୍ ପାଲଟିବ ସାତକୋଶିଆ ଆଭୟାରଣ୍ୟ । ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟରେ ତିଆରି ହେବ ଅତ୍ୟାଧୁନିକ ଭିତ୍ତିଭୂମି । ଏନେଇ ସୂଚନା ଦେଇଛନ୍ତି ସାତକୋଶିଆ ବନ୍ୟ ପ୍ରାଣୀ ଅଭୟାରଣ୍ୟର DFO…

ଛାତ୍ରୀନିବାସରୁ ଦୁଇ ଅନ୍ତେବାସୀ ନିଖୋଜ

ମୟୂରଭଞ୍ଜ: ହଷ୍ଟେଲରୁ ଗାଏବ ଦୁଇ ଅନ୍ତେବାସିନୀ । ୧୪ ଘଣ୍ଟା ପରେବି ମିଳୁନି ପତ୍ତା । ମୟୂରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ରାଢୋ କେଜିବିଭି ବିଦ୍ୟାଳୟର ଘଟଣା । ଷଷ୍ଠରୁ ଯୁକ୍ତ ଦୁଇ ପର୍ଯ୍ୟନ୍ତ ୧୫୮ ଜଣ ଛାତ୍ରୀ ହଷ୍ଟେଲରେ ରୁହନ୍ତି । ସେଥି ମଧ୍ୟରୁ ୨ ଷଷ୍ଠ ଶ୍ରେଣୀ ଛାତ୍ରୀ ଗତକାଲି ରାତିରୁ…

ନାବାଳିକାକୁ ଅସଦାଚରଣ ପରେ ହତ୍ୟା

ରାଉରକେଲା : ରାଉରକେଲା ସହରର ପୁଣି ଲଜ୍ଜ୍ୟା । ନାବାଳିକାକୁ ଅସଦାଚରଣ ପରେ ହତ୍ୟା । ରାଉରକେଲା ବିଶ୍ରା ଥାନା ଅଞ୍ଚଳର ଜଣେ ୧୦ମ ଶ୍ରେଣୀ ଛାତ୍ରୀଙ୍କୁ ହତ୍ୟା ଅଭିଯୋଗ ହୋଇଛି । ଗତକାଲି ସ୍କୁଲକୁ ଯାଇ ଆଉ ଫେରିନଥିଲେ ଛାତ୍ରୀ ଜଣକ। ବହୁ ଖୋଜାଖୋଜି ପରେ ନିକଟସ୍ଥ ଜଙ୍ଗଲରୁ ମୁର୍ମୁଷୁ…

ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, ୩ ଗୁରୁତର

ବରଗଡ଼: ବରଗଡ଼ ହାଟପଦା ସାଇ ମନ୍ଦିର ନିକଟରେ ଗୋଷ୍ଠୀ ସଂଘର୍ଷ । ଜଣେ ମୃତ, ୩ ଜଣ ଗୁରୁତର । ଗୋଷ୍ଠୀ ସଂଘର୍ଷର କାରଣ ଅସ୍ପଷ୍ଟ ରହିଛି। ଗତକାଲି୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଭୁଜାଲି ଆକ୍ରମଣରେ ଜଣେ ଗୁରୁତର ଦୁଇ ଆହତ ହୋଇଥିଲେ। ମୃତକ କଲେଜ…

ଡ୍ରାଗନ ଦୋଳି ଛିଡ଼ି ୪ ଗୁରୁତର

ପୋଲସରା: ଛିଡ଼ିଲା ମୀନାବଜାରର ଡ୍ରାଗନ ଦୋଳି। ଦୁର୍ଘଟଣାରେ ଚାରିରୁ ଉର୍ଦ୍ଧ୍ବ ଗୁରୁତର। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଦେଓଗାଁରେ ଚାଲିଥିବା ନାମଯଜ୍ଞରେ ଅଘଟଣ । ଯାତ୍ରାରେ ଲାଗିଥିବା ମୀନାବଜାର ଡ୍ରାଗନ ଟ୍ରେନ ଦୋଳିର ଗୋଟିଏ ବଗି ଛିଣ୍ଡିଯାଇ ୭ଜଣ ଆହତ…

ପୋଲିସ ଗୁଳିରେ ଟଳିଲା କୁଖ୍ୟାତ ମାଓବାଦୀ

ମାଲକାନଗିରି: ପୋଲିସ ଗୁଳିରେ କୁଖ୍ୟାତ ମାଓବାଦୀ ନିହତ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲା ତରେମ ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ପୋଲିସ ଏନକାଉଣ୍ଟରରେ ଦକ୍ଷିଣ ବସ୍ତର ମାଓ ସଂଗଠନର DVCM କ୍ୟାଡର କୁଖ୍ୟାତ ମାଓବାଦୀ…

ଇ-ମେଲ ରେ ଫୁଲବାଣୀ କୋର୍ଟକୁ ବୋମା ଧମକ…

କନ୍ଧମାଳ, ତା, ୦୬/୦୨ : ରାଜ୍ୟର ୩ଟି କୋର୍ଟକୁ ବୋମା ଧମକ ମିଳିଛି । ଏହି ଧମକ ଫୁଲବାଣୀ,ପୁରୀ ଓ କଟକ ଜିଲା ଦୌରା ଜଜ୍ କୋର୍ଟକୁ ଆସିଛି । ଏହି ଧମକ ଅଜଣା ଇ-ମେଲ୍ ଜରିଆରେ ଦିଆଯାଇଛି। ଫୁଲବାଣୀ କୋର୍ଟକୁ ଧମକ ମିଳିବା ପରେ ସମଗ୍ର କନ୍ଧମାଳ ଜିଲ୍ଲା ରେ ଭୟର ବାତାବରଣ ସୃଷ୍ଟି ହୋଇଛି ।ଧମକ…

୪ ଜଣ ଛତିଶଗଡି ମାଓବାଦୀ ଙ୍କ ଆତ୍ମ ସମର୍ପଣ : ବନ୍ଧୁକ, ଜୀବନ୍ତ ଗୁଳି ଏବଂ ବହୁ ମାଓ ସାମଗ୍ରୀ ଜବତ

କନ୍ଧମାଳ,ତା, ୦୬/୦୨ : ଅତି ଶୀଘ୍ର ହେବ କନ୍ଧମାଳ ମାଓ ମୁକ୍ତ ଜିଲ୍ଲା। ଏନେଇ ଜୋର ଯାର ପ୍ରସ୍ତୁତି ଚଳାଇଛନ୍ତି କନ୍ଧମାଳ ପୋଲିସ, ସିଆରପିଏଫ ଓ ବି ଏସ ଏଫ ଯବାନ ମାନେ। ଏହି କ୍ରମ ରେ ଶୁକ୍ରବାର ଦକ୍ଷିଣାଞ୍ଚଳ ଆଇଜି ପୋଲିସ ନୀତି ଶେଖର ଓ କନ୍ଧମାଳ ଏସପିଙ୍କ ନିକଟରେ 4 ଅଣଓଡ଼ିଆ କେକେବିଏନ…

ଆଇଏଏସ ସ୍ତରରେ ବଡ଼ ଅଦଳବଦଳ

ଭୁବନେଶ୍ୱର : ଆଇଏଏସ ସ୍ତରରେ ବଡ଼ ଅଦଳବଦଳ । ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂହଙ୍କୁ ଷ୍ଟିଲ ଓ ମାଇନ୍ସ ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି । …