Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଏଣିକି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
ଭୁବନେଶ୍ୱର : ହ୍ବାଟସଆପରେ ମିଳିବ ରାଜସ୍ବ ସେବା । ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ୨୪ ଘଣ୍ଟିଆ ସେବା ଯୋଗାଇବ ରାଜସ୍ୱ ବିଭାଗ । ଜମି ଜମା ବାବଦରେ ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ । ଏହାସହ ସମୟ ସୀମା ମଧ୍ୟରେ ସମସ୍ୟାର ସମାଧାନ କରାଯିବ । ଏହାଦ୍ବାରା!-->…
ଜିଲ୍ଲା ଘୋଷଣା ଦାବିରେ ୧୨ ଘଣ୍ଟିଆ ଆଠଗଡ ବନ୍ଦ
ଆଠଗଡ: ଜିଲ୍ଲା ମାନ୍ୟତା ଦାବିରେ ଆଠଗଡରେ୧୨ ଘଣ୍ଟିଆ ବନ୍ଦର ପ୍ରଭାବ । ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ଠପ ହୋଇଛି । ଆଠଗଡ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ରୁ ସଂନ୍ଧ୍ୟା ୬ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ୬୫ ନମ୍ବର ରାଜ୍ୟ ରାଜପଥର ଆଠଗଡ ଚାନ୍ଦବାଲି!-->…
ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କଲେ ମହାମହିମ
ପୁରୀ : ପୁରୀରେ ରାଷ୍ଟ୍ରପତି । ଶ୍ବେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି ଦ୍ରୌପଦୀ ମୁର୍ମୁ । ସକାଳ ୭ଟା ୪୦ ମିନିଟରେ ସିଂହଦ୍ବାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ । ଅରୁଣ ସ୍ତମ୍ଭରେ ମୁଣ୍ଡିଆ ମାରି ଭିତରେ ପ୍ରବେଶ କରିଥିଲେ । ମହାପ୍ରଭୁଙ୍କୁ!-->…
ଫାଷ୍ଟଫୁଡ଼ ଦୋକାନୀଙ୍କୁ ପିଟିପିଟି ହତ୍ୟା
ଭଞ୍ଜନଗର : ସାମାନ୍ୟ ବଚସାରୁ ନୃଶଂସ କାଣ୍ଡ । ଫାଷ୍ଟଫୁଡ଼ ବ୍ୟବସାୟୀଙ୍କୁ ପିଟିପିଟି ହତ୍ୟା । ଭଞ୍ଜନଗର ଥାନା ଅନ୍ତର୍ଗତ ବାଉଁଶଲୁଣ୍ଡି ଗାଁ ନିକଟରେ ଘଟିଛି ଅଘଟଣ । ମୃତ ବ୍ୟବସାୟୀ ହରେକୃଷ୍ଣ ସ୍ବାଇଁ । ଗତକାଲି ଜଣେ ଯୁବକ ହରେକୃଷ୍ଣଙ୍କ ଦୋକାନକୁ ଆସିଥିବାବେଳେ ମାଡ଼ ମାରି ଲହୁଲୁହାଣ!-->…
କୋଣାର୍କ ଉପକୂଳରେ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ
କୋଣାର୍କ: କୋଣାର୍କ ସମୁଦ୍ର ଉପକୂଳରେ ବିରଳ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ଫେବୃୟାରୀ ୨ ତାରିଖ ପର୍ଯ୍ୟନ୍ତ ୧୯ଟି ବସାରେ ସମୁଦାୟ ୨୦୭୭ ଅଣ୍ଡା ସଂଗୃହିତ କରାଯାଇ ଅସ୍ଥାୟୀ ପ୍ରଜନନ କେନ୍ଦ୍ରରେ ରଖାଯାଇଛି । ଏହି ଅଣ୍ଡାଗୁଡିକ ୪ଟି ଅସ୍ଥାୟୀ ପ୍ରଜନନ କେନ୍ଦ୍ରର!-->…
୧୫ ସୁଦ୍ଧା ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ଯୋଗାଇ ଦିଆଯିବ ମାଗଣା ପୋଷାକ
ଭୁବନେଶ୍ୱର: ରାଜ୍ୟର ପ୍ରାକ୍-ପ୍ରାଥମିକ ଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ଆକର୍ଷଣୀୟ କରିବା ପାଇଁ ଓଡ଼ିଶା ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ଏଣିକି ସରକାରୀ ବିଦ୍ୟାଳୟରେ ପଢୁଥିବା ‘ଶିଶୁ ବାଟିକା’ର ଛାତ୍ରଛାତ୍ରୀଙ୍କୁ ମଧ୍ୟ ମାଗଣା ପୋଷାକ ଓ ଆନୁଷଙ୍ଗିକ ସାମଗ୍ରୀ ଯୋଗାଇ ଦିଆଯିବ!-->…
ଆତ୍ମସମର୍ପଣ କଲା କ୍ୟାଡର ମାଓବାଦୀ ସୁକରାମ
ମାଲକାନଗିରି: କ୍ୟାଡର ମାଓବାଦୀ ସୁକରାମର ଆତ୍ମସମର୍ପଣ। SLR ଓ ବିପୁଳ ମାଓ ସାମଗ୍ରୀ ସହ ଏସ୍ପିଙ୍କ ନିକଟରେ ଆତ୍ମସମର୍ପଣ। ଏରିଆ କମିଟି ମେମ୍ବର ସୁକରାମ ମୁଣ୍ଡ ଉପରେ ଥିଲା ୨୧ ଲକ୍ଷର ପୁରସ୍କାର। ଓଡ଼ିଶା, ଛତିଶଗଡ଼ରେ ବିଭିନ୍ନ ହିଂସାକାଣ୍ଡରେ ସାମିଲ ଥିଲା ସୁକରାମ।
ପଟେ ଆତ୍ମସମର୍ପଣ!-->!-->!-->…
ମହାନଦୀ ଟ୍ରିବ୍ୟୁନାଲ କାର୍ଯ୍ୟକାଳ ଆଉ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ରାଜ୍ୟର ଚିଠି
ଭୁବନେଶ୍ୱର: ମହାନଦୀ ଟ୍ରିବ୍ୟୁନାଲ କାର୍ଯ୍ୟକାଳ ଆଉ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ରାଜ୍ୟର ଚିଠି । କାର୍ଯ୍ୟକାଳ ବଢାଇଲେ ଚିଠି ଲେଖିଲେ ରାଜ୍ୟ ସରକାର। ମହାନଦୀ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ୯ ମାସ ବୃଦ୍ଧି କରିବାକୁ କେନ୍ଦ୍ରକୁ ଚିଠି ଲେଖିଲେ ରାଜ୍ୟ ସରକାର। ରାଜସ୍ୱ ମନ୍ତ୍ରୀ ସୁରେଶ!-->…
୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ପ୍ରକାଶିତ ହେଲା ସ୍ବତନ୍ତ୍ର ନିୟମାବଳୀ
ଭୁବନେଶ୍ବର: ପ୍ରକାଶ ପାଇଲା ଯୁକ୍ତ ୨ ନିୟମାବଳୀ । ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା । ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି । ହେଲେ ପରୀକ୍ଷା କେନ୍ଦ୍ରକୁ ମୋବାଇଲ ସମେତ ଅନ୍ୟ ବୈଦ୍ୟୁତିକ ସରଞ୍ଜାମ ମନା । କେବଳ ପରୀକ୍ଷାର୍ଥୀ ଆଡମିଟ୍ କାର୍ଡ ଦେଖାଇ!-->…
ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଆସନ୍ତାକାଲି ଶ୍ଵେତଗଙ୍ଗାରେ କରିବେ ପିଣ୍ଡଦାନ
ପୁରୀ: ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ।ଆଜି ପୁରୀରେ ରାତ୍ରି ଯାପନ କରିବା ନେଇ ସୂଚନା ରହିଛି। ବୁଧବାର ସକାଳ ୭ଟା ସମୟରେ ପୁରୀର ବାଲିସାହି ଶ୍ଵେତଗଙ୍ଗା ଠାରେ ପିଣ୍ତ ଦାନ କରିବାର କାର୍ଯ୍ୟକ୍ରମ ରହିଛି। ପିଣ୍ତଦାନ କରିବା ପରେ ୭ଟା ୪୦ ମିନିଟ୍ ସମୟରେ!-->…