Browsing Category

ଓଡିଶା

୨୮ ନବ ଗଠିତ ଏନ୍‌ଏସି ଓ ୭ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାରେ ନୂତନ ଭାବେ ଗଠିତ ପୌର ପରିଷଦ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ନୂଆ ୨୮ ଏନଏସି ଓ ୭ ପୌରପାଳିକାରେ ସୀମା ପୁନଃ ନିର୍ଦ୍ଧାରଣ, ସଂରକ୍ଷଣ ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ଚିଠି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି…

ପଙ୍କୋଦ୍ଧାର ଏକାଦଶୀରେ ଲୋକନାଥଙ୍କ ପୀଠରେ ମଧ୍ୟାହ୍ନ ୧୨ରୁ ସାଧାରଣ ଦର୍ଶନ

ପୁରୀ: ଫେବୃଆରୀ ୧୩ ତାରିଖରେ ପଙ୍କୋଦ୍ଧାର ଏକାଦଶୀ ଓ ୧୫ ତାରିଖରେ ଶିବରାତ୍ରି । ଭକ୍ତଙ୍କ ଭିଡରେ କମ୍ପିବ ପ୍ରଭୁ ଶ୍ରୀ ଲୋକନାଥଙ୍କ ପୀଠ । ରବିବାର ଶ୍ରୀଲୋକନାଥଙ୍କ ମହାଶିବରାତ୍ରି ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁରୀ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା । ବିଗତ ବର୍ଷ ତୁଳନାରେ ଚଳିତ…

ସରକାରୀ, ଅର୍ଦ୍ଧ-ସରକାରୀ ଓ ପିଏସୟୁ ନିଯୁକ୍ତିରେ କମ୍ପ୍ୟୁଟର ଯୋଗ୍ୟତା ବାଧ୍ୟତାମୂଳକ

ଭୁବନେଶ୍ୱର: ରାଜ୍ୟରେ ସରକାରୀ, ଅର୍ଦ୍ଧ-ସରକାରୀ ଓ ପିଏସୟୁ ନିଯୁକ୍ତିରେ କମ୍ପ୍ୟୁଟର ଯୋଗ୍ୟତା ସମ୍ପର୍କିତ ନିୟମକୁ ସଠିକ୍ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ, ରେଭେନ୍ୟୁ ଡିଭିଜନାଲ୍ କମିଶନର ଓ ଜିଲ୍ଲାପାଳମାନଙ୍କୁ ଏହି…

ବଜେଟ ପ୍ରସଙ୍ଗରେ ବଡ ସୂଚନା ଦେଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ବର: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଉପସ୍ଥାପିତ କରାଯାଇଥିବା ଚଳିତ ୨୦୨୬-୨୦୨୭ ଆର୍ଥିକ ବର୍ଷର ବଜେଟ ପ୍ରସଙ୍ଗରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋମବାର ଏକ ସାମ୍ବାଦିକ ସମ୍ମିଳନୀ କରି ବଡ଼ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରୀ କହିଛନ୍ତି, ବଜେଟ୍‌ରେ ଓଡ଼ିଶା…

ବଦଳିବ ଡ୍ରେସ୍ କୋର୍ଡ, ନୂଆ ରୂପ ପାଇବ ମିଶନ ଶକ୍ତି

ଭୁବନେଶ୍ୱର : ନୂଆ ରୂପ ପାଇବ ମିଶନ ଶକ୍ତି ।  ବଦଳିବ ଡ୍ରେସ୍ କୋର୍ଡ ।  ୭୦ଲକ୍ଷ ମହିଳା ପାଇବେ ନୂଆ ଡ୍ରେସ୍ ।  ଉତ୍କଳ ଦିବସରୁ ନୂଆ ଡ୍ରେସ୍ କୋର୍ଡ ଲାଗୁ ହେବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।  ଏହାସହ ମହିଳାଙ୍କୁ ମିଳିବ ନୂଆ ସ୍ମାର୍ଟଫୋନ ଓ ନୂଆ ଆଇଡି କାର୍ଡ  । …

ମହାନଦୀ ପ୍ରସଙ୍ଗ: ବିଜେଡ଼ିକୁ ନିଶାଣ କଲେ ମନ୍ତ୍ରୀ ସୁରେଶ ପୂଜାରୀ

ସମ୍ବଲପୁର : ମହାନଦୀ ପ୍ରସଙ୍ଗରେ ବିଜେଡ଼ିକୁ ନିଶାଣ କରିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ସମସ୍ୟା ସେମାନେ ତିଆରି କରିଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ । ମହାନଦୀ ସମସ୍ୟା ପ୍ରସଙ୍ଗରେ ବିରୋଧୀ ବିଜୁ ଜନତା ଦଳକୁ ନିଶାଣ କରିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି ମହାନଦୀ…

ପୀତବାସ ହତ୍ୟା ମାମଲା: ବିକ୍ରମ ପଣ୍ଡାଙ୍କ ସମେତ ୧୫ ଅଭିଯୁକ୍ତ କୋର୍ଟରେ ହାଜର…

ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା। ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ସମେତ ୧୫ ଜଣ ଅଭିଯୁକ୍ତ ଆଜି ବ୍ରହ୍ମପୁର ଜିଲ୍ଲା କୋର୍ଟରେ ହାଜର ହୋଇଛନ୍ତି। ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ଥିବା ବିଜେଡି ନେତା ମଦନ ଦଳାଇ ଅସୁସ୍ଥତା କାରଣରୁ ଆଜି ଅଦାଲତରେ ହାଜର ହୋଇପାରିନଥିଲେ।…

ଆସନ୍ତାକାଲି ଯାଜପୁର ପୌରାଞ୍ଚଳରେ ସବୁ ସ୍କୁଲ୍‌ ଛୁଟି

ଯାଜପୁର : ଆଜିଠାରୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସେ ଯାଜପୁର, ବାଲେଶ୍ବର, ପୁରୀ, ମୟୂରଭଞ୍ଜ ଏବଂ ଭୁବନେଶ୍ବରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେ‌ବେ। ମହାମହିମଙ୍କ ଗସ୍ତକୁ ଆଖି ଆଗରେ ରଖି ଆସନ୍ତାକାଲି ଯାଜପୁର ପୌରାଞ୍ଚଳରେ ସବୁ ସ୍କୁଲ୍‌ ଛୁଟି…

ଭୁବନେଶ୍ବରରେ ପହଞ୍ଚିିଲେ ମହାମହିମ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ସେ ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ମହାମହିମଙ୍କ ସ୍ବାଗତ ପାଇଁ ରାଜ୍ୟପାଳ ହରିବାବୁ କମ୍ଭବପାଟି,…

ହତ୍ୟାକାରୀଙ୍କ ଗିରଫ ଦାବିରେ ରାସ୍ତାକୁ ଓହ୍ଲାଇଲା କିନ୍ନର ସଂଗଠନ

ଭୁବନେଶ୍ୱର : ରାଜଧାନୀରେ କିନ୍ନରଙ୍କୁ ବୀଭତ୍ସ ହତ୍ୟା । ହତ୍ୟାକାରୀଙ୍କ ଗିରଫ ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ କିନ୍ନର ସଂଗଠନ । ଏୟାରପୋର୍ଟ ଏଜି ଛକରେ ରାସ୍ତା ରୋକ କରିବା ସହ କ୍ୟାପିଟାଲ ହସ୍ପିଟାଲ ଛକରେ ଆନ୍ଦୋଳନ କରିଛନ୍ତି । ପୋଷ୍ଟମର୍ଟମ ପରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି କିନ୍ନର…