Browsing Category

ଓଡିଶା

୨୦ ହଜାର ଲାଞ୍ଚ ନେବା ବେଳେ ଏଏସଆଇଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଶନିବାର ବିଳମ୍ବିତ ରାତିରେ ଲହୁଣୀପଡ଼ା ଥାନାର ଜଣେ ASI ମଦନ ମୋହନ ପ୍ରଧାନଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକଙ୍କ ସହିତ ଜଣେ ଭୋଜନାଳୟ ମାଲିକଙ୍କଠାରୁ ୨୦,୦୦୦ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଏକ ଅଭିଯୋଗ ପରେ ଭିଜିଲାନ୍ସ ଟିମ୍ ଅଗଷ୍ଟ ୨୯

କେବିକେ ଅଞ୍ଚଳର ଭିତ୍ତିଭୂମି ବିକାଶ ପାଇଁ ୧୩୦ କୋଟି, ପ୍ରକଳ୍ପ ପ୍ରସ୍ତାବ ଦାଖଲ ପାଇଁ ବିଭିନ୍ନ ବିଭାଗକୁ ଚିଠି

ଭୁବନେଶ୍ୱର: କେବିକେ ଅଞ୍ଚଳରେ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଭିତ୍ତିଭୂମି ବିକାଶ ପାଣ୍ଠି (ଇନ୍‌ଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡ-ଆଇଡିଏଫ୍‌)ରେ ୧୩୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହି ପାଣ୍ଠିରେ ଜଳସେଚନ, ଆନ୍ତଃଜିଲ୍ଲା ରାସ୍ତା,

ଦନ୍ତ ଚିକିତ୍ସକଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ମିଳିବ ମାସିକ ୨୦,୦୦୦ ଟଙ୍କାର ପ୍ରୋତ୍ସାହନ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କ ପାଇଁ ଏକ ବଡ଼ ପ୍ରୋତ୍ସାହନ ଘୋଷଣା କରାଯାଇଛି।ସରକାରଙ୍କ ନୂତନ ନିଷ୍ପତ୍ତି ଅନୁଯାୟୀ, ଏନଏମସି ଦ୍ୱାରା ସ୍ୱୀକୃତ

DGP-IGP ସମ୍ମିଳନୀରେ ପୋଲିସକୁ ୧୦ଟି ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ, ଅପରାଧ ପ୍ରତି ଜିରୋ ଟଲରାନ୍ସ

ଭୁବନେଶ୍ୱର : DGP-IGP ସମ୍ମିଳନୀ। ଫୋକସ୍ ରେ ଆଇନଶୃଙ୍ଖଳା । ଆଇନଶୃଙ୍ଖଳାରୁ ସାଇବର ଅପରାଧ, ମାଓ ଦମନ ପର୍ଯ୍ୟନ୍ତ ବିସ୍ତୃତ ଆଲୋଚନା ହୋଇଥିବା ଜଣାପଡିଛି । ପୋଲିସ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ DGP-IGP ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ପୋଲିସକୁ ୧୦

ଏଣିକି ଯୁକ୍ତ ୨ ଏକ୍ସ-ରେଗୁଲାର ପରୀକ୍ଷାର୍ଥୀ ବି ଦେବେ ଇଣ୍ଟରନାଲ ପରୀକ୍ଷା

ଭୁବନେଶ୍ୱର: ଯୁକ୍ତ ୨ ପରୀକ୍ଷା ବ୍ୟବସ୍ଥାରେ ଆସିଲା ନୂଆ ନିୟମ। ଏଣିକି ଏକ୍ସ-ରେଗୁଲାର ପରୀକ୍ଷାର୍ଥୀମାନେ ମଧ୍ୟ ଇଣ୍ଟରନାଲ ପରୀକ୍ଷା ଦେବେ। ଥରେ ଇଣ୍ଟରନାଲ ପରୀକ୍ଷା ଦେଇଥିଲେ, ସେହି ମାର୍କକୁ ତିନି ବର୍ଷ ପର୍ଯ୍ୟନ୍ତ ବୈଧ ରଖାଯିବ। ତେବେ ତିନି ବର୍ଷ ମଧ୍ୟରେ ପରୀକ୍ଷାର୍ଥୀ କୃତକାର୍ଯ୍ୟ ନ

ସୁଭଦ୍ରା ଟଙ୍କା ପାଇଁ ସ୍ତ୍ରୀକୁ ମାରି ପୋତିଦେଲା ସ୍ୱାମୀ

ଢେଙ୍କାନାଳ : ସୁଭଦ୍ରା ଟଙ୍କା ନଦେବାରୁ ସ୍ତ୍ରୀକୁ ମାରି ପୋତିଥିଲା ନିଷ୍ଠୁର ସ୍ୱାମୀ । ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ବାଡି ଓ ଶାବଳରେ ପିଟିପିଟି ହତ୍ୟା କଲା ମଦ୍ୟପ ସ୍ଵାମୀ । ହତ୍ୟା କରିବା ପରେ ଘର ପଛ ପଟ ପାଇଖାନା ଟାଙ୍କିରେ ନେଇ ପୋତି ଦେଲା ନିଷ୍ଠୁର

ଦୁବାଇ ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ସେପ୍ଟେମ୍ବର ୮–୯ରେ ଦୁବାଇ ଇନଭେଷ୍ଟର୍ସ ମିଟ୍ । ଯୋଗଦେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାକୁ ଅଧିକ ବିଦେଶୀ ପୁଞ୍ଜି ଆଣିବା ପାଇଁ ପୁଣି ଏକ ବଡ଼ ପ୍ରୟାସ। ଆସନ୍ତା ସେପ୍ଟେମ୍ବର ୮ ଓ ୯ ତାରିଖରେ ୟୁଏଇର ଦୁବାଇରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ

ଚିଲିକାରେ ବେଆଇନ୍ ଚିଙ୍ଗୁଡ଼ି ଘେରିରେ ବୁଲିଲା ବୁଲଡୋଜର

ବ୍ରହ୍ମଗିରି : ଚିଙ୍ଗୁଡ଼ି ଘେରିରେ ବୁଲିଲା ବୁଲଡୋଜର ।  ଦୀର୍ଘ ୨୦ଦିନ ହେଲା ଚିଲିକାରେ ବେଆଇନି ଚିଙ୍ଗୁଡ଼ି ଘେରି ଉଚ୍ଛେଦ ଜାରି ରହିଛି । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ଚଢ଼ାଉ କରାଯାଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଧେଶକ୍ରମେ କୃଷ୍ଣପ୍ରସାଦ ତହସିଲିଦାର ସହଦେଵ ସାହୁଙ୍କ

ଏଥର ବାଲିଯାତ୍ରାରେ ବ୍ୟାନ୍ ହେବ “ହାମର’ ଦୋଳି ଓ “ସିଙ୍ଗଲ ଟାୱାର”, ଦୋଳିର ମାନ ଯାଞ୍ଚ କରିବ ସ୍ୱତନ୍ତ୍ର ବୈଷୟିକ ଟିମ୍

କଟକ : ଏଥର ବାଲିଯାତ୍ରାରେ ମିଳିବନି ଦୋଳିର ମଜା । ଲାଗିବନି ବିପଦଜ୍ଜନକ ଦୋଳି । “ହାମର’ ଦୋଳି ଓ “ସିଙ୍ଗଲ ଟାୱାର” ଦୋଳି ଉପରେ ବ୍ୟାନ୍ ପାଇଁ ମୀନାବଜାର ମହାସଂଘ ନିଷ୍ପତ୍ତି ନେଇଛି । ଅଧିକ ପୁରୁଣା ଦୋଳି ନ ଲଗାଇବାକୁ ମହାସଂଘର ନିଷ୍ପତ୍ତି ନେଇଛି । ଅନ୍ୟ ଦୋଳିର ମାନ ଯାଞ୍ଚ ପାଇଁ

ଗାଡ଼ି ସୋ’ରୁମ୍ ରେ ନିଆଁ, ଜଳିକଲା ସମସ୍ତ କାର୍

ବ୍ରହ୍ମପୁର: ଗାଡ଼ି ସୋ’ରୁମ୍ ରେ ଭୟାବହ ଅଗ୍ନିକାଣ୍ଡ । ବ୍ରହ୍ମପୁରର ହଳଦିଆପଦରରେ ଥିବା ଗାଡ଼ି ସୋ’ରୁମ୍ ରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଦେଖୁ ଦେଖୁ ନିଆଁର ପ୍ରକୋପ ବଢ଼ିବା ସହ ସୋରୁମ୍‌ରୁ ଧୂଆଁର କଳା ଆସ୍ତରଣ ବାହାରୁଥିବା ଦେଖିବାକୁ ମିଳିଛି । ସୋ’ରୁମ୍ ରେ ଥିବା ସମସ୍ତ କାର୍ ପୋଡ଼ି