Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
‘ମୋନ୍ଥା’ ମୁକାବିଲାର ପ୍ରସ୍ତୁତି ସମୀକ୍ଷା କଲେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ
ଭୁବନେଶ୍ୱର : ବାତ୍ୟା ମୋନ୍ଥା ମୁକାବିଲାର ପ୍ରସ୍ତୁତି ସମୀକ୍ଷା କଲେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ । ଏସଆରସିଙ୍କ କାର୍ଯ୍ୟାଳୟରେ ଉଚ୍ଚ ସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । ମୋନ୍ଥା ମୁକାବିଲା ପାଇଁ ସରକାରୀ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି!-->…
ସଶସ୍ତ୍ର ଡକାୟତି: ମାଡ ମାରି ଲୁଟି ନେଲେ ଏକ କୋଟିରୁ ଉର୍ଦ୍ଧ୍ଵ ସମ୍ପତ୍ତି
ବଣାଇ : ସୁନ୍ଦରଗଡ ଜିଲ୍ଲା ବଣାଇ ମୁଖ୍ୟ ସହରରେ ପ୍ରଥମ ଥର ହୋଇଛି ଡକାୟତି । ଚାରିଜଣ ମୁଖା ଧାରି ସଶସ୍ତ୍ର ଡକାୟତ ମାଡ ମାରି ଲୁଟିନେଲେ ଏକ କୋଟିରୁ ଉର୍ଦ୍ଧ୍ଵ ସମ୍ପତ୍ତି । ବଣାଇ ଥାନା ରୁ 500 ମିଟର ଦୁରରେ ଥିବା ରଶ୍ମି ଇଲେକ୍ଟ୍ରିକାଲ!-->…
ବାତ୍ୟା ନ ଆସୁଣୁ ମାର୍କେଟରେ ମିଳୁନି ଆଳୁ, କଳାବଜାରୀ ନ କରିବାକୁ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ବତ୍ୟା ନ ଆସୁଣୁ ବଜାରରୁ ଆଳୁ ଗାୟବ ହୋଇଯାଇଥିବା ଦେଖିବାକୁ ମିଳିଛି । ଶନିବାର ସକାଳୁ ନେଇ ବର୍ତ୍ତମାନ ସୁଦ୍ଧା କୋଲକାତାରୁ ଭୁବନେଶ୍ୱରକୁ କୌଣସି ଆଳୁ ଗାଡ଼ି ଆସିନି । ଫଳରେ ଆଳୁର ଅଭାବ ଚିନ୍ତା ସମସ୍ତଙ୍କୁ ଘାରିଛି ।
ରବିବାର କିଛି ହାଟରେ ଆଳୁ କିଲୋ ପ୍ରତି ୨୫ ଟଙ୍କା ଓ!-->!-->!-->…
ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା
ଭୁବନେଶ୍ୱର: ଫେବ୍ରୁଆରୀ ୮ରେ ସିଟିଇଟି ପରୀକ୍ଷା। ଆସନ୍ତା ୨୦୨୬ ଫେବ୍ରୁଆରୀ ୮ରେ ଅନୁଷ୍ଠିତ ହେବ କେନ୍ଦ୍ରୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ସିଟିଇଟି)। ଏନେଇ କେନ୍ଦ୍ରୀୟ ମାଧ୍ୟମି ଶିକ୍ଷା ପରିଷଦ (ସିବିଏସ୍ଇ )ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଦେଶର ୧୩୨ଟି ସହରରେ ପରୀକ୍ଷା ଅନୁଷ୍ଠିତ!-->…
ବାତ୍ୟାର ମୁକାବିଲା: ଶ୍ରୀକାକୁଲମ ଓ ଭାଇଜାଗ୍ ଗଲା ଏନଡିଆରଏଫର ୩ଟି ଟିମ୍
ଭୁବନେଶ୍ବର: ବଙ୍ଗୋପସାଗରେ ଗଭୀର ଅବପାତ ରୂପ ନେଇଛି ବାତ୍ୟା ‘ମୋନ୍ଥା’ । ଘଣ୍ଟାପ୍ରତି ୧୫କିମି ବେଗରେ ମାଡି ଆସୁଛି ଏହି ସାମୁଦ୍ରିକ ଝଡ । ଗଞ୍ଜାମ ଓ ଗଜପତି ଜିଲାରେ ସକାଳୁ ପ୍ରବଳ ବର୍ଷା ହେଉଛି । ବାତ୍ୟା ମୋନ୍ଥା ପାଇଁ ୩ ରାଜ୍ୟ ଆନ୍ଧ୍ରପ୍ରଦେଶ, ଓଡ଼ିଶା ଓ ତାମିଲନାଡୁରେ ରେଡ୍ ଆଲର୍ଟ!-->…
ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ: ଇଣ୍ଡିଆ ମେରିଟାଇମ୍ ସପ୍ତାହ ୨୦୨୫ ସମ୍ମିଳନୀରେ ଦେବେ ଯୋଗ
ଭୁବନେଶ୍ୱର: ମୁମ୍ବାଇରେ ଅକ୍ଟୋବର ୨୭ ରୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଇଣ୍ଡିଆ ମେରିଟାଇମ୍ ସପ୍ତାହ ୨୦୨୫ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆଜି ମୁମ୍ବାଇ ଗସ୍ତ କରୁଛନ୍ତି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ!-->…
ଚିତାବାଘ ଚମଡ଼ା ଜବତ, ୨ ଗିରଫ
ସୋନପୁର: ରବିବାର ଦିନ ସୋନପୁର ଜିଲ୍ଲାରେ ଏକ ଚିତାବାଘ ଚମଡ଼ା ଜବତ କରିବା ପରେ ସ୍ପେଶାଲ୍ ଟାସ୍କ ଫୋର୍ସ (STF) ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ ବ୍ୟକ୍ତିମାନେ ଟୁନିଖାମର ଗ୍ରାମର ପ୍ରକାଶ କନହର ଏବଂ ବୌଦ୍ଧ ଜିଲ୍ଲାର ବୁଡିଖାମର ଗ୍ରାମର ରଞ୍ଜିତ ଭୋକ୍ତା ବୋଲି !-->…
ଏମକେସିଜି ମେଡିକାଲକୁ ୩୨ତମ ଶରୀର ଦାନ
ବ୍ରହ୍ମପୁର : ଚିକିତ୍ସା ବିଜ୍ଞାନର ଉନ୍ନତି ଓ ଛାତ୍ର ଛାତ୍ରୀଙ୍କ ଗବେଷଣାତ୍ମକ ଜ୍ଞାନର ବୃଦ୍ଧି ଲାଗି ଆଜି ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ଆନାଟୋମି ବିଭାଗକୁ ମୃତ୍ୟୁ ପରେ ୩୨ ତମ ଶରୀର ଦାନ ମିଳିଛି l ବ୍ରହ୍ମପୁର ଶାନ୍ତି ନଗର ନିଵାସୀ ୫୫ ବର୍ଷୀୟା କେ.ଭାଗ୍ୟଲକ୍ଷ୍ମୀ ଗତକାଲି!-->…
ନିଃସର୍ତ୍ତ ରେ ଖବର ପ୍ରକାଶ ପରେ ପରିଚାଳନା ବୈଠକ ରେ ୯୯ ବର୍ଷିଆ ଲିଜ ଆଲୋଚନା ସ୍ଥଗିତ ….!
ACMPCS ର ସମ୍ପତ୍ତି ବ୍ରହ୍ମପୁର ଗୁରୁକୁଲ ଶିକ୍ଷା ଅନୁଷ୍ଠାନ ନାମରେ ୯୯ ବର୍ଷିଆ ଲିଜ ନ ଦେବା ପାଇଁ ସମବାୟ ପ୍ରେମୀ ମାନଙ୍କ ପକ୍ଷରୁ ସରକାର ଙ୍କୁ ନିବେଦନ….!
ବ୍ରହ୍ମପୁର: ଏସିଆ ମହାଦେଶରେ ସମବାୟ ସୂତ୍ରରେ ପରିଚାଳିତ ହୋଇ ପ୍ରଥମ ସ୍ଥାନରେ ରହି ଆସିଛି ଆସିକା ବହୁ ମୁଖି ସମବାୟ ସମିତି!-->!-->!-->…
ମହିଳାଙ୍କୁ ଧମକାଇ ଲୁଟିନେଲେ ସୁନାଗହଣା
ସୋର : ବାଲେଶ୍ଵର ଜିଲ୍ଲା ସୋର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି, ରାହାଜାନୀ ଭଳି ଅପରାଧିକ ଘଟଣାମାନ ବୃଦ୍ଧି ପାଇବାରେ ଲାଗିଛି। ଆଜି ଅନନ୍ତପୁର ପଞ୍ଚାୟତ ବେଲପୁରବସ୍ତିରେ ସେକ ଏଲାଉଦ୍ଦିନ ଘରେ ନ ଥିବାବେଳେ କିଛି ଡକାୟତ ତାଙ୍କ ଘରେ ପଶି ତାଙ୍କ ପତ୍ନୀ ଆମିନା ବିବିଙ୍କୁ ଭୁଜାଲି ଦେଖାଇ!-->…