Browsing Category

ଓଡିଶା

ଭିଜିଲାନ୍ସ ଜାଲରେ ଏସସିବି ଡାକ୍ତର

କଟକ : ଭିଜିଲାନ୍ସ ଜାଲରେ ଏସସିବି ଡାକ୍ତର । ୨ ଲକ୍ଷ ୬୩ ହଜାର ଟଙ୍କା ସହିତ ଧରିଲା ଭିଜିଲାନ୍ସ । ଡାକ୍ତର ହେଲେ ହେପାଟୋଲୋଜି ଆସୋସିଏଟ ପ୍ରଫେସର ଡାକ୍ତର ସନାତନ ବେହେରା । ଏହି ଟଙ୍କା ବେନିୟମରେ ଆଦାୟ କରିଥିଲେ ଡାକ୍ତର ସନାତନ ବେହେରା । ଏ ନେଇ ଖବର ପାଇ ଭିଜିଲାନ୍ସ ଟିମ ପ୍ରସ୍ତୁତ ଥିଲା…

ଉତ୍ତର ଘୁମୁସର ବନଖଣ୍ଡରେ କୃଷ୍ଣସାର ମୃଗ ଗଣନା

ଭଂଜନଗର : ଗଂଜାମ ଜିଲ୍ଲା ଭଂଜନଗର – ଉତ୍ତର ଘୁମୁସର ବନଖଣ୍ଡରେ ବିଶ୍ବ ବିରଳ ବନ୍ୟପ୍ରାଣୀ କୃଷ୍ଣସାର ମୃଗ ଗଣନା ଆରମ୍ଭ ହୋଇଛି । ବିଭାଗୀୟ ଅଧିକାରୀଙ୍କ ତତ୍ତ୍ୱାବଧାନରେ ବନଖଣ୍ଡର ମୁଜାଗଡ, ତାରାସିଙ୍ଗି, ଜଗନ୍ନାଥପ୍ରସାଦ ଏବଂ କେନ୍ଦ୍ରୀୟ ବନାଞ୍ଚଳରେ ୧୮ଟି ଟିମକୁ ନେଇ ଗଣନା ଆରମ୍ଭ ହୋଇଛି ।…

ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ…

ବ୍ରହ୍ମପୁର : ଏକ ଗଣଦୁଷ୍କର୍ମ ମାମଲାର ବିଚାର କରି ବ୍ରହ୍ମପୁର ପୋକ୍ସୋ ସ୍ୱତନ୍ତ୍ର ଜଜ୍ ପ୍ରଣତି ପଟନାୟକ ୬ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ।  ଅଭିଯୁକ୍ତମାନେ ହେଲେ ରୁତୁନ୍ କୁମାର ଦାସ, ରୁଦ୍ର ଜେନା, ଅଭିଳାଶ ପଲେଇ, ଜୁମନ୍ ଗୌଡ଼, ଆକାଶ ନାୟକ ଓ ଓଁମକାର । …

ବିଚ୍ ରାସ୍ତାରେ ଯୁବକଙ୍କ ଆତଙ୍କରାଜ, ଖଣ୍ଡା ଧରି ମାଗୁଛନ୍ତି ଟଙ୍କା

ବ୍ରହ୍ମପୁର: ବିଚ୍ ରାସ୍ତାରେ ଖଣ୍ଡା ଧରି ଯୁବକଙ୍କ ଆତଙ୍କରାଜ । ଟଙ୍କା ମାଗୁଛନ୍ତି ନହେଲେ ହାଣିବେ ବୋଲି ଧମକ ଦେଉଛନ୍ତି । ବ୍ରହ୍ମପୁର ସୁବାରାଓ ଛକ ନିକଟରେ ଏପରି ଏକ ଘଟଣାର ଭିଡ଼ିଓ ସିସିଟିଭିରେ କଏଦ ହୋଇଛି । ଯେଉଁଥିରେ ଦେଖିବାକୁ ମିଳିଛି ଏକ ଲଜ ସମ୍ମୁଖର ୩ଜଣ ଦୁର୍ବୁତ୍ତ ଗୋଟିଏ…

ଡାହାଣୀ ସନ୍ଦେହରେ ମା’କୁ ହତ୍ୟା କଲା ପୁଅ

ମୟୂରଭଞ୍ଜ: ଅନ୍ଧ ବିଶ୍ୱାସର କରୁଣ ପରିଣତି । ଡାହାଣୀ ସନ୍ଦେହରେ ଜନ୍ମକଲା ମା’କୁ କଟୁରୀରେ ହାଣି ହତ୍ୟା କଲା ଜହ୍ଲାଦ ପୁଅ । ମୟୂରଭଞ୍ଜ ଜିଲ୍ଲା ବେତନଟୀ ଥାନା ଭଳିଆଡ଼ିହା ପଞ୍ଚାୟତ କଲରାଫୁଲିଆ ଗାଁରେ ଏହି ଘଟଣା ଘଟିଛି । ଅଭିଯୁକ୍ତ ପୁଅ ତପନ ସିଂ ଗିରଫ । ମୃତ ମାଆ ହେଲେ ରାଇମଣି ସିଂ…

ଆସିବେ ରାଷ୍ଟ୍ରପତି, ୪ରୁ ୬ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ

ଭୁବନେଶ୍ବର: ରାଷ୍ଟ୍ରପତି ଗସ୍ତକୁ ଆଖିଆଗରେ ରଖି ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଦୁଇ ଦିନ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା ଫେବୃଆରୀ ୪ରୁ ୬ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ…

୩​‌ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭୁବନେଶ୍ବର: ଆସନ୍ତା ମାସ ୩ତାରିଖ​ରେ ବା​‌ଲେଶ୍ଵର ଗସ୍ତ କରିବେ ରାଷ୍ଟ୍ରପତି। ଏହା ପୂର୍ବରୁ ଜିଲା ଏସିପି କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି କ୍ରାଇମବ୍ରାଞ୍ଚ ଡିଜି।ଏହି ବୈଠକରେ ପୂର୍ବାଞ୍ଚଳ ଡିଆଇଜି, ଏସିପିଙ୍କ ସହ ଜିଲାର ବରିଷ୍ଠ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।…

ବେଆଇନ LPG ଗ୍ୟାସ ସିଲିଣ୍ଡର କାରଖାନା ଉପରେ ଚଢ଼ାଉ

ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଭୋଗରାଇ ବ୍ଲକ ଶୁଆଶୁନିରେ ଥିବା ବେଆଇନ ଏଲପିଜି ଗ୍ୟାସ ଟାଙ୍କି କାରଖାନା ଠାବ ହୋଇଛି। ଏହି ବେଆଇନ କାରଖାନା ଉପରେ ଯୋଗାଣ ବିଭାଗ ରେଡ୍ କରିଛି। ରେଡ୍ ବେଳେ କାରଖାନାରୁ ୫୦୦ରୁ ଅଧିକ ଚୋରା ଗ୍ୟାସ୍ ଟାଙ୍କି ଜବତ ହୋଇଛି। ଗୋଦାମରୁ ଏକ ଗ୍ୟାସ କନଭର୍ଟର ମେସିନ…

ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ଆହୁରି ବଢ଼ିବ ତାପମାତ୍ରା, କୁହୁଡି ପାଇଁ ୬ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆହୁରି ବଢ଼ିବ ରାତି ତାପମାତ୍ରା ଏବଂ କମିଯିବ ଶୀତ। ଆସନ୍ତା ୨ଦିନରେ ୨ରୁ ୩ ଡିଗ୍ରୀ ତାପମାତ୍ରା ଆହୁରି ବଢ଼ିବ। ଫେବ୍ରୁଆରୀ ୧ ଯାଏ ରାଜ୍ୟର ଅନେକ ସ୍ଥାନରେ କୁହୁଡ଼ି ରହିବା ସହ କାକର ପଡ଼ିବ। ଆଜି ୬ ଜିଲ୍ଲାରେ ଘନ କୁହୁଡ଼ି ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।…

ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ ଯୋଗାଣ ମନ୍ତ୍ରୀଙ୍କ ତାଗିଦ

ଭୁବନେଶ୍ଵର: ଯେଉଁ ରାସନକାର୍ଡ ଉପଭୋକ୍ତା ମାନେ ମୃତ ବ୍ୟକ୍ତିଙ୍କ ନାଁରେ ଚାଉଳ ଉଠାଉଥିବେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ । ସେ କହିଛନ୍ତି ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ,ତାହା ଦେଢ଼ଗୁଣା ସେହି ବ୍ୟକ୍ତିଙ୍କ…