Browsing Category

ଓଡିଶା

ପ୍ରଦୂଷଣ ପ୍ରମାଣପତ୍ର ଥିଲେ ଛାଡ଼ ହେବ ପୂର୍ବ ଜରିମାନା

ଭୁବନେଶ୍ୱର: ପ୍ରଦୂଷଣ ପ୍ରମାଣପତ୍ର ଥିଲେ ପୂର୍ବ ଜରିମାନା ଛାଡ଼ କରାଯିବ। ଗାଡ଼ିର ପ୍ରଦୂଷଣ ପ୍ରମାଣପତ୍ର ବାହାର କରିବା ବେଳେ ପୂର୍ବରୁ ଥିବା ପ୍ରଦୂଷଣ ନିୟମ ଉଲ୍ଲଂଘନଜନିତ ଜରିମାନାକୁ ସରକାରଙ୍କ ପକ୍ଷରୁ କ୍ଷମା କରି ଦିଆଯାଉଛି। କେବଳ ଥରେ କି ଦୁଇଥର ନୁହେଁ ପୂର୍ବରୁ ଯେତେଥର ବି…

‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଆଜି ଷଷ୍ଠ ରାଜ୍ୟ ଅର୍ଥ କମିଶନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ପୋର୍ଟାଲ ରାଜ୍ୟ ଅର୍ଥ କମିଶନ (SFC) ଏବଂ କେନ୍ଦ୍ର…

ମୁଖ୍ୟମନ୍ତ୍ରୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ବେତନ କମିସନ

ଭୁବନେଶ୍ୱର: ଷଷ୍ଠ ରାଜ୍ୟ ଅର୍ଥ କମିସନର ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି। କିଛି ଦିନ ପୂର୍ବରୁ ଏହି ରିପୋର୍ଟ ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କୁ ପ୍ରଦାନ କରାଯାଇଥିଲା। ଆଜି ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ…

‘ୱିଙ୍ଗସ ଇଣ୍ଡିଆ’ରେ ଅଂଶଗ୍ରହଣ କଲେ ଓଡ଼ିଶା ସରକାର; ଦକ୍ଷତା ବିକାଶ ଆଭିମୁଖ୍ୟକୁ ଆଗକୁ ବଢ଼ାଇବା ପାଇଁ ବୁଝାମଣାପତ୍ର…

ଭୁବନେଶ୍ବର: ଇଦ୍ରାବାଦର ବେଗୁମପେଟ୍ ଠାରେ ଆୟୋଜିତ ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ କାର୍ଯ୍ୟକ୍ରମ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ରେ ଓଡ଼ିଶା ସରକାର ଅଂଶଗ୍ରହଣ କରିଛନ୍ତି। ଭାରତର ବିମାନ ଚଳାଚଳ କ୍ଷେତ୍ରରେ ରାଜ୍ୟର ବଢୁଥିବା ଭୂମିକାକୁ ପ୍ରତିଫଳିତ କରି ଏହି ପାଭିଲିୟନର ବିଷୟବସ୍ତୁ…

ଓମଫେଡ୍ ବୁଥରେ ଗୁଟଖା ବିକିଲେ ଲାଇସେନ୍ସ ବାତିଲ ନେଇ ବିଏମସିର ଚେତାବନୀ

ଭୁବନେଶ୍ବର: ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଭେଣ୍ଡିଂ ଜୋନ୍, ଓମଫେଡ୍ ବୁଥରେ ଗୁଟଖା ବିକିଲେ ଆକ୍ସନ । ଲାଇସେନ୍ସ ବାତିଲ ନେଇ ଚେତାବନୀ ଦେଇଛି ବିଏମସି| ବିଏମସି ଅଞ୍ଚଳରେ ଗୁଟଖା ବିକ୍ରି ହେବ ସମ୍ପୂର୍ଣ୍ଣ ନିଷେଧ । ଜୋରଦାର୍ ହେବ ଗୁଟୁଖା ଏନଫୋର୍ସମେଣ୍ଟ…

ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଭଞ୍ଜସେନା

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲାରେ ବେକାରୀ ସମସ୍ୟାକୁ ନେଇ ରାଜରାସ୍ତାରେ ଗର୍ଜିଲା ଯୁବଛାତ୍ର ସଂଗଠନ ଭଞ୍ଜସେନା । ରୋଜଗାର ଦିଅ ନାରା ଦେଇ ବାରିପଦା ମଧୁବନ ଠାରୁ ବିଶାଳ ଶୋଭାଯତ୍ରାରେ ବାହାରି ସହର ପରିକ୍ରମା କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଛି…

କୋଇଲା ଖଣି ବନ୍ଦ କଲା କମ୍ପାନୀ, ଜିଲ୍ଲାପାଳଙ୍କ ଅଫିସ ଘେରିଲେ ଶ୍ରମିକ

ସମ୍ବଲପୁର: ବିଭିନ୍ନ ସମସ୍ୟା ନେଇ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ । ଖିଣ୍ଡା ଅଞ୍ଚଳରେ ଥିବା ଏନଏଲସି କମ୍ପାନୀର କାର୍ଯ୍ୟ କରୁଥିବା ଶ୍ରମିକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଅଭିଯୋଗ କମ୍ପାନୀ ୨ ନମ୍ବର ଓ ୩ ନମ୍ବର କୋଇଲା ଖଣି ବନ୍ଦ କରି…

ଗୋପାଳପୁର ବେଳାଭୂମି ମହୋତ୍ସବ ଉଦଘାଟନ କଲେ ରାଜ୍ୟପାଳ…

ବ୍ରହ୍ମପୁର : ଗୋପାଳପୁର କେବଳ ଏକ ଆକର୍ଷଣୀୟ ବେଳାଭୂମି ଗନ୍ତବ୍ୟସ୍ଥଳ ନୁହେଁ, ଏହା ଏପରି ଏକ ସ୍ଥାନ ଯେଉଁଠାରେ ଇତିହାସ ବର୍ତ୍ତମାନ ସହିତ ମିଶିଛି ଏବଂ ପରମ୍ପରା ପ୍ରଗତି ସହିତ ହାତରେ ହାତ ମିଳାଇ ଚାଲିଛି । ଆମର ଉପକୂଳ କେବଳ ଏକ ଭୌତିକ ସୀମା ନୁହେଁ, ବରଂ ଜୀବିକା ଏବଂ ଆକାଂକ୍ଷାର ପ୍ରତୀକ…

‘ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ପାଇଁ ଆମ ସରକାର ସଂକଳ୍ପବଦ୍ଧ’

ଭୁବନେଶ୍ବର: ଆମ ସରକାରଙ୍କ ନୀତି-ଭିତ୍ତିକ ଆଭିମୁଖ୍ୟ ଓଡ଼ିଶାରେ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବା ସହ ଏକ ସୁଦୃଢ଼ ଶିଳ୍ପ ପରିବେଶ ସୃଷ୍ଟି କରିବା ପାଇଁ ସଂକଳ୍ପବଦ୍ଧ। ଆଜି ରାଉରକେଲାଠାରେ ଆୟୋଜିତ ‘ଏଣ୍ଟରପ୍ରାଇଜ୍ ଓଡ଼ିଶା’ କାର୍ଯ୍ୟକ୍ରମରେ ବିଭିନ୍ନ ଶିଳ୍ପଦ୍ୟୋଗୀ ଓ ଅଂଶୀଦାରମାନଙ୍କ ସହ…

ବିସ୍ଫୋରଣରେ ମହିଳା ମୃତ, ୨ ଗୁରୁତର

ବାଲିପାଟଣା: ମଙ୍ଗଳବାର ବିଳମ୍ବିତ ରାତିରେ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ଥାନା ନରିଶୋରେ ବେଆଇନ ଭାବେ ଚାଲିଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ତିନି ଜଣ ଗୁରୁତର ହୋଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଘରଟି…