Browsing Category

ଓଡିଶା

ରାଜ୍ୟରେ ୨୦ ଲକ୍ଷ ଗାଡ଼ିର RC ବାତିଲ୍

ଭୁବନେଶ୍ୱର : ଓଡ଼ିଶାରେ ୨୦ ଲକ୍ଷ ଗାଡ଼ିର RC ବାତିଲ୍, ଆଉ ୩୦ ଲକ୍ଷ ଗାଡ଼ି ଉପରେ ଝୁଲୁଛି ଖଣ୍ଡା । ଓଡ଼ିଶାର ଗାଡ଼ି ମାଲିକଙ୍କ ପାଇଁ ବଡ଼ ଖବର । ରାଜ୍ୟର ୨୦ ଲକ୍ଷ ଗାଡ଼ିକୁ ‘ପରମାନେଣ୍ଟ ଆର୍କାଇଭ୍ ’କୁ ପଠାଯାଇଥିବା ବେଳେ ସେଗୁଡ଼ିକର ରେଜିଷ୍ଟ୍ରେସନ୍ ସାର୍ଟିଫିକେଟ୍ ବା RC ବାତିଲ୍

ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧା ହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ନୃସିଂହ ସାହୁଙ୍କ ପୁଅକୁ ଗିରଫ କରିଛି ପୁଲିସ। ରାଜ୍ୟସଭା ସାଂସଦଙ୍କୁ ଠକି ବନ୍ଧାହେଲେ ପୂର୍ବତନ ମନ୍ତ୍ରୀଙ୍କ ପୁଅ ଅଜିତ ସାହୁ। ମନ୍ତ୍ରୀଙ୍କ ପୁଅକୁ ଗିରଫ କଲା ନୟାପଲ୍ଲୀ ପୋଲିସ। ଜାଗା ଦେବାକୁ କହି ଠକେଇ ଅଭିଯୋଗରେ ବନ୍ଧା

ବିଚ୍‌ ରାସ୍ତାରେ ମାଂସ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା

ବୁର୍ଲା: ଦୁର୍ବୃତ୍ତଙ୍କ ଗୁଳିରେ ମାଂସ ଦୋକାନୀ ମହମ୍ମଦ୍ ଅନିଶ(୩୬)ଙ୍କର ମୃତ୍ୟୁ। ଦୁର୍ବୃତ୍ତମାନେ ତାଙ୍କୁ ତିନିଟି ଗୁଳି ମାରିଛନ୍ତି। ସମ୍ବଲପୁରର ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି । ମୁଣ୍ଡ, ଛାତି ଓ

ଆର୍‌ଟିଓ ଅଫିସରେ ଅଗ୍ନିକାଣ୍ଡ, ଜଳିଗଲା ଗୁରୁତ୍ୱପୂର୍ଣ୍ଣ ଫାଇଲ୍ ଓ ଆସବାବପତ୍ର

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ। ଶନିବାର ପୂର୍ବାହ୍ଣ ପ୍ରାୟ ୯ଟା ୩୦ ସମୟରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ହଠାତ୍ ନିଆଁ ଲାଗିଥିଲା। ଅଗ୍ନିକାଣ୍ଡରେ କାର୍ଯ୍ୟାଳୟର ବହୁ ଅଂଶ

ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ, ୮ ଗୁରୁତର

ଭଦ୍ରକ: ଦୁଇ କିନ୍ନର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ । ୮ ଜଣ କିନ୍ନର ଗୁରୁତର । ଭଦ୍ରକର ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ । ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ ଅନ୍ୟ ଏକ କିନ୍ନର ଗୋଷ୍ଠୀର ୮ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୩ ଜଣଙ୍କ

ଅନୁଗୁଳରେ ସ୍କ୍ରବ୍ ଟାଇଫସ୍ ଆତଙ୍କ : ଜଣେ ମୃତ, ୧୦ରୁ ଅଧିକ ଆକ୍ରାନ୍ତ, ସ୍ଥିତି ଅନୁଧ୍ୟାନ କରୁଛି ୫ ଜଣିଆ ବିଶେଷଜ୍ଞ…

ଅନୁଗୁଳ : ଅନୁଗୁଳ ପାଲଲହଡ଼ାରେ ସ୍କ୍ରବ୍ ଟାଇଫସ୍ ଆତଙ୍କ, ଜଣଙ୍କ ମୃତ୍ୟୁ ଅଭିଯୋଗ । ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ୍ ସାନବାଘଧରି ଗାଁରେ ବ୍ୟାପିଲା ସ୍କ୍ରବ୍ ଟାଇଫସ୍ ଭୟ । ରୋଗରେ ଆକ୍ରାନ୍ତ ହୋଇ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ହେଲେ ଗାଁର ସୁମନ୍ତ ସେଠୀ ।

ବ୍ରାହ୍ମଣୀରେ ବୁଡି ଗଲେ ୩ ଯୁବକ, ୨ ଉଦ୍ଧାର, ଜଣେ ନିଖୋଜ

ଯାଜପୁର : ବ୍ରାହ୍ମଣୀ ନଦୀକୁ ଗାଧୋଇବାକୁ ଯାଇ ବୁଡିଗଲେ ୩ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ୨ଜଣ ଉଦ୍ଧାର ହୋଇଥିବା ବେଳେ ଜଣେ ନିଖୋଜ । ଏଭଳି ଘଟଣା ଘଟିଛି ଯାଜପୁର ଜିଲ୍ଲା ଜେନାପୁର – ଜାବରା ସେତୁ ନିକଟରେ। ସୂଚନା ମୁତାବକ ଜେନାପୁର ଅଞ୍ଚଳର ୩ଜଣ ଯୁବକ ଆଜି ଅପରାହ୍ନରେ

କଲେଜ ହଷ୍ଟେଲ ଓ କ୍ୟାଣ୍ଟିନ୍‌ରେ ଆଉ ହେବନି ପୁରି ଓ ବରା, ତେଲିଆ ଖାଦ୍ୟ କମାଇବାକୁ ପରାମର୍ଶ

ଭୁବନେଶ୍ୱର: ବିଶ୍ୱବ୍ୟାପୀ ଖାଦ୍ୟ, ସାର ଓ ଇନ୍ଧନ ଯୋଗାଣ ସଙ୍କଟର ପ୍ରଭାବକୁ ଦୃଷ୍ଟିରେ ରଖି ରନ୍ଧନ ତେଲର ବ୍ୟବହାର କମାଇବାକୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ କଲେଜକୁ ପରାମର୍ଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ ସମସ୍ତ କଲେଜର ଅଧ୍ୟକ୍ଷଙ୍କୁ ଚିଠି ଜାରି

ଶିମିଳିପାଳରେ ୪ ଶାବକ ଜନ୍ମ ଦେଲା ‘ଜିନ୍ନତ୍’, ଖୋଲାଯିବ ରେଡିଓ କଲାର

ବାରିପଦା : ଶିମିଳିପାଳ ପାଇଁ ଖୁସି ଖବର । ଶିମିଳିପାଳ ଅଭୟାରଣ୍ୟର ପରିବେଶ ସହ ସମ୍ପୂର୍ଣ୍ଣ ଭାବେ ଖାପଖୁଆଇ ନିଜ ବାସସ୍ଥଳୀ ଗଢ଼ିବା ସହ ୪ଟି ଶାବକଙ୍କୁ ଜନ୍ମ ଦେଇଥିବା ମହାବଳ ବାଘୁଣୀ ‘ଜିନ୍ନତ୍’ ଉପରୁ ଏବେ ନଜର ହଟାଇ ସମ୍ପୂର୍ଣ୍ଣ ମୁକ୍ତ କରିବା ପାଇଁ ନିଷ୍ପତ୍ତି ନେଉଛନ୍ତି ବନ ବିଭାଗ ।

ଭିଜିଲାନ୍ସ ଜାଲରେ କେନ୍ଦୁଝର ଜେଆର୍‌ଏ, ୬ ହଜାର ଟଙ୍କା ଲାଞ୍ଚ ନେଇ ଗିରଫ

ଭୁବନେଶ୍ବର: ଜମି ପଟ୍ଟା (ଆର୍‌ଓଆର୍‌) ପ୍ରଦାନ କରିବା ନିମନ୍ତେ କେନ୍ଦୁଝର ଜିଲ୍ଲା ପାଟଣା ତହସିଲର କନିଷ୍ଠ ରାଜସ୍ବ ସହାୟକ (ଜେଆର୍‌ଏ) ବିଏଚ୍‌ ଉମାଶଙ୍କର ହିତାଧିକାରୀଙ୍କ ଠାରୁ ୬ହଜାର ଟଙ୍କା ଲାଞ୍ଚ ନେଇ ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ (ଭିଜିଲାନ୍‌ସ) ହାତରେ ରଙ୍ଗେହାତ