Browsing Category

ଓଡିଶା

ରାଜ୍ୟ ସଭା ନିର୍ବାଚନରେ ପ୍ରାର୍ଥୀ ଦେବ କଂଗ୍ରେସ: ଭକ୍ତ ଦାସ

ଭୁବନେଶ୍ବର: ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ସେଥିମଧ୍ୟରୁ ଓଡ଼ିଶାର ୪ଟି ଆସନ ଖାଲି ହେବାକୁ ଯାଉଛି । ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଭକ୍ତ କହିଛନ୍ତି, ହାର୍‌ ଜିତ୍‌କୁ ଭୟ ନାହିଁ,…

ପରାକ୍ରମ ଦିବସରେ ଯୋଗଦେଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍

ଭୁବନେଶ୍ୱର: ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ୍ ଶୁକ୍ରବାର ସକାଳେ ଭୁବନେଶ୍ୱରରେ ପହଞ୍ଚିଥିଲେ। ଓଡ଼ିଶା ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ଉଷ୍ମ ସ୍ୱାଗତ ଜଣାଇଥିଲେ। ତାଙ୍କ ଆଗମନ ପରେ, ଉପରାଷ୍ଟ୍ରପତି…

ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ

ରାଉରକେଲା: ଭାଙ୍ଗୁଛି ମାଓଗଡ଼। ମାଓ ସଂଗଠନକୁ ଆଉ ଏକ ବଡ଼ ଝଟକା। ଏନକାଉଣ୍ଟରରେ ଟଳିଲେ ୧୫ ମାଓବାଦୀ। ଏମାନଙ୍କ ମଧ୍ୟରେ ୧ କୋଟି ପୁରସ୍କାର ଘୋଷଣା ହୋଇଥିବା ଜଣେ କୁଖ୍ୟାତ ମାଓନେତା ଅନଲଦା ବି ନିହତ ହୋଇଛି। ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ସରଣ୍ଡା ଜଙ୍ଗଲକୁ ନକ୍ସଲମୁକ୍ତ କରିବାକୁ ଝାଡ଼ଖଣ୍ଡ…

ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ

ଭୁବନେଶ୍ବର: ମୋଟର ଯାନ ସଂଶୋଧନ ଆଇନକୁ ଘରୋଇ ବସ ମାଲିକ ସଂଘର ବିରୋଧ। ଏନେଇ ଘରୋଇ ବସ ମାଲିକ ସଂଘର ସମ୍ପାଦକ ଦେବେଦ୍ର ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ସଂଶୋଧିତ ଆଇନକୁ ଜିଜିଆ କର ସହ ସମାନ ବୋଲି ତୁଳନା କରିଛନ୍ତି।ଏହା ସହ ସାଧାରଣ ଚାଳଙ୍କଙ୍କ ଆର୍ଥିକ ମେରୁଦଣ୍ତ ଏହି ଆଇନ…

ସରଣ୍ଡା ଜଙ୍ଗଲରେ ଏନକାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ୧୨ ଦୁର୍ଦ୍ଦାନ୍ତ ମାଓବାଦୀ ମୃତ

ମାଲକାନଗିରି : ଲାଲବାହିନୀକୁ ବଡ଼ ଧକ୍କା ।  ଝାଡ଼ଖଣ୍ଡର ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ମାଓବାଦୀ ପତିରାମ ମାଝୀ ସମେତ ୧୨ ମୃତ । ସେଣ୍ଟ୍ରାଲ କ୍ୟାଡର ଶୀର୍ଷ ମାଓ ମାଓ ନେତା ପତିରାମ ମାଝୀ । ତା ମୁଣ୍ଡ ଉପରେ ଥିଲା ଏକ କୋଟି ଟଙ୍କା ପୁରସ୍କାର ।…

ରାଜ୍ୟରେ ବନ୍ଦ ହେଲା ତମାଖୁ ଏବଂ ନିକୋଟିନ୍‌ର ବ୍ୟବହାର, ଅମାନିଆ ହେଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟରେ ବନ୍ଦ ହେବ ଗୁଟଖା ବ୍ୟବସାୟ । ନା ହେବ ଉତ୍ପାଦନ, ନା ହେବ ବିକ୍ରି । ଚଳିତବର୍ଷ ଜାନୁୟାରୀ ୨୧ ତାରିଖରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି ହୋଇଛି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ।…

ଆସନ୍ତାକାଲି ଓଡ଼ିଶା ଆସିବେ ଉପରାଷ୍ଟ୍ରପତି, ପରାକ୍ରମ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର: ସଜେଇ ହେଲାଣି ନେତାଜୀଙ୍କ ଜନ୍ମସ୍ଥାନ । ଆସନ୍ତାକାଲି ଜନ୍ମ ଦିବସକୁ ପରାକ୍ରମ ଦିବସ ଭାବେ ପାଳନ କରିବେ ସରକାର। କାଲି ଆସୁଛନ୍ତି ଉପ ରାଷ୍ଟ୍ରପତି । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ତମ ଜନ୍ମ ବାର୍ଷିକୀ ପାଳନ ଅବସରରେ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ପରିଦର୍ଶନ କରିବେ…

ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର, କ୍ରିକେଟ ଦେଖିବାକୁ ଯାଇ ଘରକୁ ଫେରି ନଥିଲେ

ଦେବଗଡ଼ : ନିଖୋଜ ୪ ନାବାଳକ ସ୍କୁଲରୁ ଉଦ୍ଧାର । କ୍ରିକେଟ ଦେଖିବାକୁ ଯାଇ ଛାତ୍ରମାନେ ନିଖୋଜ ହୋଇଥିଲେ । ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଟିଂକବୀର ଗାଁରେ ଆୟୋଜିତ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଦେଖିବାକୁ ଯାଇ ୪ ଜଣ ନାବାଳକ ଆଉ ଘରକୁ ଫେରିନଥିଲେ । ପରିବାର ଲୋକେ ବହୁ ଖୋଜାଖୋଜି ପରେ…

ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ ବିଜେଡ଼ିକୁ ଖୋଲା ଆହ୍ୱାନ ଦେଲେ ଅରବିନ୍ଦ ମହାପାତ୍ର

ଭୁବନେଶ୍ବର: ନିଲମ୍ବନ ପରେ ଦଳର ଅଭିଯୋଗକୁ ଖୋଲା ଆହ୍ୱାନ ଦେଲେ ବିଧାୟକ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଅଭିଯୋଗକୁ ନେଇ କଲେ ଖୋଲା ଆହ୍ୱାନ କରିବା ସହ ଅତନୁ ସବ୍ୟସାଚୀଙ୍କୁ ନିଶାଣ କଲେ ।ଅରବିନ୍ଦ କହିଛନ୍ତି , ମୁଁ ଆଶ୍ଚର୍ଯ୍ୟ ଯେ ଜାନୁଆରୀ ୧୫ ସନ୍ଧ୍ୟାରେ ଦଳରୁ ନିଳମ୍ବନ ହେଲି । କାରଣ…

ଜମାକାରୀଙ୍କ ଟଙ୍କା ଆତ୍ମସାତ ଅଭିଯୋଗ: ଗ୍ରାହକସେବା କେନ୍ଦ୍ର ପରିଚାଳକଙ୍କୁ ମାଡ଼

ବାଲିଆପାଳ : ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ଆତ୍ମସାତ ଅଭିଯୋଗରେ ଭାରତୀୟ ଷ୍ଟେଟବ୍ୟାଙ୍କର ଗ୍ରାହକ ସେବା କେନ୍ଦ୍ର ଦାୟିତ୍ୱରେ ଥିବା ପରିଚାଳକ ରଞ୍ଜନ ରଣାଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ନିର୍ଦ୍ଧୁମ ପିଟିଛନ୍ତି ଉତ୍ୟକ୍ତ ଜମାକାରୀ ।ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା…