Browsing Category

ଓଡିଶା

ବାଣ ଫୁଟି ପୁଅ ମୃତ, ବାପା ଗୁରୁତର

ଅନୁଗୁଳ : ବାଣ ଫୁଟି ପୁଅ ମୃତ, ବାପା ଗୁରୁତର । ଅନୁଗୁଳ ଜିଲ୍ଲା ସମଲ ଥାନା ସିପୁର ଗାଁରେ ଏହି ଅଘଟଣ ଘଟିଛି । ମୃତ ପୁଅ ସରୋଜ ପ୍ରଧାନ, ଗୁରୁତର ବାପା ପ୍ରମୋଦ ପ୍ରଧାନ । ପ୍ରମୋଦଙ୍କ ହାତ ଛିଣ୍ଡି ଯାଇଛି । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ସରୋଜ ଓ ତାଙ୍କ ଭାଇଙ୍କ

ଟ୍ରକ୍‌-କାର୍‌ ଧକ୍କା: BSF ଯବାନ ମୃତ, ୬ ଗୁରୁତର

ମାଲକାନଗିରି: ଆନ୍ଧ୍ର ସୀମାନ୍ତ ଚିନ୍ତୁରରେ ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ଜଣେ BSF ଯବାନ ମୃତ, ୬ ଜଣ ଗୁରୁତର। ମୃତ ଯବାନ ୧୪୨ ବାଟାଲିୟନ୍‌ର ଗୌରବ ପାଣ୍ଡେ ସୂଚନା। ଛୁଟି ସାରି ମାଲକାନଗିରି ଫେରୁଥିବା ବେଳେ ବିଳମ୍ବିତ ରାତିରେ ଟ୍ରକକୁ ପିଟିଲା ଇନୋଭା କାର। ୧୪୨

ସରିଲା ନାମାଙ୍କନ, ଏଥର ଜମିବ ପ୍ରଚାର

ନୂଆପଡା: ନୂଆପଡା ବିଧାନସଭା ଉପନିର୍ବାଚନ ପାଇଁ ଶେଷ ହେଲା ନାମାଙ୍କନ ପତ୍ର ଦାଖଲ। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜିଠୁ ନୂଆପଡ଼ାରେ ଜମିବ ପ୍ରଚାର। ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ୧୯ ଜଣ

ସୌର ବିପ୍ଳବରେ ସାମିଲ ହେଲା ଭାଟକୁମରଡ଼ା ଗାଁ

ବ୍ରହ୍ମପୁର, ଅକ୍ଟୋବର: ସ୍ୱଚ୍ଛ ଶକ୍ତିକୁ ପ୍ରୋତ୍ସାହନ ଯୋଗାଇବା ଏବଂ ଗ୍ରାମୀଣ ଉପଭୋକ୍ତାଙ୍କୁ ସଶକ୍ତ କରିବାର ଲକ୍ଷ୍ୟ ନେଇ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍) ତରଫରୁ ନିଆଯାଇଛି ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ। ପିଏମ୍ ସୂର୍ଯ୍ୟ ଘର ମୁଫ୍ତ ବିଜୁଳି

ଲୋକନାଟକ ଗ୍ରାମୀଣ ଜନଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ : ମହାସଚିବ ରୋଶନ୍

ବ୍ରହ୍ମପୁର : କଳା ଓ କଳାକାର ହିତୈଷୀ ମହାମଞ୍ଚ "ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ" ମହାସଚିବ ସୁବାସ ଚନ୍ଦ୍ର ସାହୁ ସୁରଙ୍ଗୀ-ସୁମାଣ୍ଡି ଠାରେ ଆୟୋଜିତ ସାଂସ୍କୃତିକ ମହୋତ୍ସବରେ ମୂଖ୍ୟ ଅତିଥି ଭାବେ ଯୋଗଦେଇ ଉପସ୍ଥିତ କଳାକାର ତଥା ଶ୍ରଦ୍ଧାଳୁଙ୍କୁ ଲୋକନାଟକ ଗ୍ରାମୀଣ ଜନଜୀବନର ଏକ

କାର୍ଯ୍ୟକାରୀ ହୋଇପାରୁନି ସରକାରଙ୍କ ଶିକ୍ଷକ ବଦଳି ଆଦେଶ

ଚିକିଟୀ : ଏହି ବ୍ଲକ ରେ କାର୍ଯ୍ୟକାରୀ ହୋଇପାରୁନି ଶିକ୍ଷକ ବଦଳି ଆଦେଶ।ଗଞ୍ଜାମ ଜିଲ୍ଲାର ବିଭିନ୍ନ ବ୍ଲକରେ ସରକାରଙ୍କ ନିୟମାନୁସାରେ ଶିକ୍ଷକ ମାନଙ୍କ ବଦଳି ଆଦେଶ ବାହାରିଛି। ଏହି ପରିପ୍ରେକ୍ଷିରେ ଚିକିଟୀ ବ୍ଲକର ୨୭ ଜଣ ଶିକ୍ଷକଙ୍କୁ ମଧ୍ୟ ବଦଳି କରାଯାଇଛି। ଏନେଇ ୧୩. ୧୦. ୨୫ ରେ

କର୍ଣ୍ଣାଟକ ସରକାରଙ୍କୁ ଝଟକା: ଆରଏସଏସ ପଦଯାତ୍ରାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ: କର୍ଣ୍ଣାଟକରେ ଆରଏସଏସର ଏକ କାର୍ଯ୍ୟକ୍ରମକୁ ନେଇ ବିଜେପି ଏବଂ କଂଗ୍ରେସ ମଧ୍ୟରେ ବୟାନବାଜି ଦେଖିବାକୁ ମିଳିଛି । ମନ୍ତ୍ରୀ ପ୍ରିୟାଙ୍କ ଖଡ଼ଗେଙ୍କ ନିର୍ବାଚନମଣ୍ଡଳୀ ଚିତ୍ତପୁରରେ, ଶାନ୍ତି ଏବଂ ଆଇନ ଶୃଙ୍ଖଳା ଭଙ୍ଗ ହେବାର ସମ୍ଭାବନା ଦର୍ଶାଇ କର୍ତ୍ତୃପକ୍ଷ ରବିବାର ଦିନ

୪୭୧ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୪୭୧ ନୂତନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ରବିବାର ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରିମୋଟ ବଟନ ଚିପି ଏସବୁ କାର୍ଯ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,

ନାବାଳିକାଙ୍କୁ ଅସଦାଚରଣ, ବାବା ଗିରଫ

ଭୁବନେଶ୍ୱର : ଆଶ୍ରମରେ ବାବାଙ୍କ ବ୍ୟାଡ଼ ଟଚ୍ ଅଭିଯୋଗ । ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗରେ ମହିମା ବାବା ଅମର ଦାସ ଗିରଫ । ନନ୍ଦନକାନନ ଥାନା କେନ୍ଦୁପାଟଣା ଦାଢ଼ରେ ଘଟଣା ଘଟିଛି । ପୂଜା ପାଇଁ ଯାଇଥିବାବେଳେ ନାବାଳିକାଙ୍କୁ ବାବା ଅସଦାଚରଣ କରିବା ଅଭିଯୋଗ ହୋଇଛି । ପୋକ୍ସୋ ମାମଲା

ଟ୍ରାକ ଉପରେ ଧସିଲା ପଥର, କିରଣ୍ଡୁଲ-ବିଶାଖାପାଟଣା ପାସେଞ୍ଜର ଟ୍ରେନ୍ ବାତିଲ

ଜୟପୁର: ରେଳପଥ ଉପରେ ପଡିଲା ପଥର। ରେଳ ଚଳାଚଳ ବନ୍ଦ। ଆନ୍ଧ୍ର-ଓଡିଶା ଛତିଶଗଡକୁ ସଂଯୋଗ କରୁଥିବା ବିଶାଖାପାଟଣା-କିରାଣ୍ଡୁଲ କେକେ ରେଳପଥରେ ଅଘଟଣ ଘଟିଛି। ଭୋର୍ ୪ଟା ସମୟରେ ଆନ୍ଧ୍ର ପ୍ରଦେଶର ଟ୍ୟାଡା-ଚିପୁପାଲି ରେଳପଥ ଉପରେ ବିରାଟ ପଥର ଖସିପଡିଥିଲା। ପଥର ସହ ଧକ୍କା ହୋଇ ମାଲଗାଡି ଟ୍ରେନ୍