Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ବଡ ନିଷ୍ପତ୍ତି ନେବେ ମୁଖ୍ୟମନ୍ତ୍ରୀ: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ୱର: ବାଲେଶ୍ବର ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାରେ ମଙ୍ଗଳବାର ଲୋକସେବା ଭବନରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଏନେଇ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରୁ ଫେରିବା ପରେ ବଡ ନିଷ୍ପତ୍ତି ନେବେ । ଘଟଣା ପଛରେ ଯିଏ ବି ଥିବେ କଡା!-->…
ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି-ବଜ୍ରପାତ ସମ୍ଭାବନା
ଭୁବନେଶ୍ବର: ଗତକାଲି ଠାରୁ ସକ୍ରିୟ ଥିବା ଅବପାତ ଦୁର୍ବଳ ହେଇ ଝାଡ଼ଖଣ୍ଡ ଏବଂ ବିହାର ଉପରେ ଅବସ୍ଥିତ ଅଛି। ଏହାରି ପ୍ରଭାବରେ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଆକଳନ କରାଯାଇଛି।
ପାଣିପାଗ ବିଭାଗ!-->!-->!-->…
ଏଫ୍ଏମ୍ ଛାତ୍ରୀ ମୃତ୍ୟୁ ଘଟଣା: ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ସହ ବିଚାର ବିଭାଗୀୟ ତଦନ୍ତ ଦାବି…
ଭୁବନେଶ୍ୱର: ଏଫଏମ ସ୍ୱୟଂଶାସିତ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପୀଡ଼ିତାଙ୍କ ମୃତ୍ୟୁ ପରେ ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ବିଜେଡି ମୁଖ୍ୟମନ୍ତ୍ରୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହିତ ଏହି ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ବିଜୁ ଛାତ୍ର!-->…
ସୌମ୍ୟାଶ୍ରୀ ମୃତ୍ୟୁ ମାମଲା: ୭ଦିନ ଭିତରେ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ
ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ବିଶ୍ବବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଦ୍ବାରା ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ ହୋଇଛି। ୟୁଜିସି ପକ୍ଷରୁ ଏନେଇ ମଙ୍ଗଳବାର ନିର୍ଦ୍ଦେଶନାମା ଜାରି ହୋଇଛି।
!-->!-->!-->…
ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ
ସମ୍ବଲପୁର: ସମ୍ବଲପୁର, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲ୍ଲାକୁ ନେଇ ହୀରାକୁଦ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରାଯାଇଛି । କେନ୍ଦ୍ର ସରକାରଙ୍କ ଏସଏଏସସିଆଇ ଯୋଜନାରେ ବହୁ କୋଟି ଟଙ୍କାର ପ୍ରକଳ୍ପ ତିଆରି ହେବ । ବିଶ୍ୱସ୍ତରୀୟ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳୀରେ ପରିଣତ ହେବ ହୀରାକୁଦ । ହୀରାକୁଦ!-->…
ରେଭେନ୍ସା ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ, ଭାରତୀୟ ମୂଲ୍ୟବୋଧକୁ ଜୀବନର ଦୀକ୍ଷା ଭାବେ ଗ୍ରହଣ କର : ରାଷ୍ଟ୍ରପତି
କଟକ : କଟକର ଭିନ୍ନ ଭିନ୍ନ ଜାଗାରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି ମହାମହିମ ରାଷ୍ଟ୍ରପତି । ପ୍ରଥମେ ରେଭେନ୍ସା ବିଶ୍ବବିଦ୍ୟାଳୟରେ ପହଞ୍ଚି ବିଶ୍ଵବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେଇଥିଲେ । ପରେ ପରେ ରେଭେନ୍ସା ବାଳିକା ବିଦ୍ୟାଳୟରେ!-->…
ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି
ଭୁବନେଶ୍ୱର : ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ ବିଜେଡି। ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି । ଆଜି ସନ୍ଧ୍ୟାରେ ଦଳ ପକ୍ଷରୁ candle rally କରାଯିବ। ସିଟିଂ ଜଜଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ!-->…
ସୌମ୍ୟାଶ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ, କହିଲେ ଦାୟୀ ବ୍ୟକ୍ତିଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ
ଭୁବନେଶ୍ୱର : କଠୋର କାର୍ଯ୍ୟାନୁଷ୍ଠାନ ହେବ । ଛାତ୍ରୀ ମୃତ୍ୟୁ ଘଟଣାରେ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ । ଏଫଏମ କଲେଜ ଛାତ୍ରୀଙ୍କ ଦେହାନ୍ତକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ସେସିଆଲ ମିଡିଆରେ ପୋଷ୍ଟ କରି ରାଜ୍ୟପାଳ!-->…
ରାଜନୀତି କରନି, ସରକାରଙ୍କ ଉପରେ ବିଶ୍ୱାସ ଅଛି: ମୃତ ସୌମ୍ୟାଶ୍ରୀଙ୍କ ବାପା
ଭୁବନେଶ୍ୱର: ବାଲେଶ୍ଵର ଏଫଏମ କଲେଜ ଛାତ୍ରୀଙ୍କ ମୃତ୍ୟୁ ପରେ ମଙ୍ଗଳବାର ଦିନ ଶୋକାକୁଳ ପରିବେଶରେ ପୈତୃକ ଗ୍ରାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।
ଯୌନ ନିର୍ଯାତନାର ଅଭିଯୋଗରେ ନ୍ୟାୟ ପାଇବା ପାଇଁ ଆତ୍ମଦାହ କରିଥିବା ସୌମ୍ୟାଶ୍ରୀ ବିସି ସୋମବାର ବିଳମ୍ବିତ ରାତିରେ!-->!-->!-->…
ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା: ରାଜ୍ୟ ସରକାରଙ୍କୁ ରାହୁଲ ଗାନ୍ଧୀଙ୍କ ଟାର୍ଗେଟ
ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ରାହୁଲ ଗାନ୍ଧୀ। ସୋସିଆଲ ମିଡିଆ Xରେ ପୋଷ୍ଟ କରି ରାହୁଲ ଉଲ୍ଲେଖ କରିଛନ୍ତି ଯେ ନ୍ୟାୟ ପାଇଁ ଲଢୁଥିବା ଝିଅକୁ ସିଧା ବିଜେପି ସିଷ୍ଟମ ଦ୍ବାରା ହତ୍ୟା କରାଯାଇଛି । ଯୌନଶୋଷଣ ବିରୋଧରେ!-->…