Browsing Category

ଓଡିଶା

ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ମାଡ଼ ମାରିବା ଘଟଣା: ୫ ଅଭିଯୁକ୍ତଙ୍କୁ ମିଳିଲା ଜାମିନ୍

ଭୁବନେଶ୍ୱର: ବିଏମ୍‌ସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ ଘଟଣାରେ ୫ ‌ଅଭିଯୁକ୍ତଙ୍କୁ ଜାମିନ। ଗିରଫ ୫ ଅଭିଯୁକ୍ତଙ୍କୁ ଜାମିନ୍ ପ୍ରଦାନ କଲେ ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌। ୨୯ ନଂ ୱାର୍ଡ କର୍ପୋରେଟର ଅପରୂପ ନାରାୟଣ ରାଉତ, ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ, ସଚିକାନ୍ତ

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଦୁଃଖପ୍ରକାଶ କଲେ ନବୀନ, କହିଲେ ଏହା ଏକ ଯୋଜନାବଦ୍ଧ ଅନ୍ୟାୟ

ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀଙ୍କ ଦେହାନ୍ତକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏମସରେ ଚିକିତ୍ସିତ ହେଉଥିବା ବାଲେଶ୍ବର ଏଫଏମ କଲେଜ ପୀଡ଼ିତାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ ଓ ମର୍ମାହତ । ମନକୁ ଏହା ବିଚଳିତ କରୁଛି ଯେ, କିପରି ଗୋଟିଏ

ଆସନ୍ତା ୩ ମାସ ଭିତରେ ଇ-କେୱାଇସି ନକଲେ ରାଶନ କାର୍ଡ କଟାଯିବ : ମନ୍ତ୍ରୀ

ଭୁବନେଶ୍ୱର: ରାଶନ କାର୍ଡକୁ ନେଇ ବଡ ଘୋଷଣା କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ୩ ମାସ ମଧ୍ୟରେ । ଇ-କେୱାଇସି କରିବାକୁ । ଯଦି ନକରନ୍ତି ତେବେ ରାଶନ କାର୍ଡ କଟାଯିବ । ରାଜ୍ୟରେ ରାସନ କାର୍ଡ ପାଇବା ପାଇଁ ୨୦ଲକ୍ଷ ୫୮ହଜାର ଲୋକ ଇ-କେୱାଇସି

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା । ବାଲେଶ୍ବର ଫକୀରମୋହନ କଲେଜ ଛାତ୍ରୀ ଜୀବନ ହାରିବା ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସାମ୍ବାଦିକ

ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ

ପୁରୀ: ପୁରୀ ମହାନଗର ନିଗମରେ ମିଶିବ ୮ ପଞ୍ଚାୟତର ୪୪ ଗାଁ। ତେବେ ମହାନଗର ନିଗମ ହେବା ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ପୁରୀ ସହରକୁ ଲାଗିଥିବା ୮ ପଞ୍ଚାୟତର ୪୪ଟି ଗାଁର ନାମକୁ ପୁରୀ ପୌରସଂସ୍ଥା ପ୍ରସ୍ତାବରେ ଯୋଡ଼ି ସରକାରଙ୍କୁ ପଠାଇଛି। ଏନେଇ ନଗର ଉନ୍ନୟନ ବିଭାଗ ପ୍ରସ୍ତାବ ମିଳିଛି।

ପଞ୍ଚଭୂତରେ ଲୀନ ସୌମ୍ୟାଶ୍ରୀ, ମୁଖ୍ୟମନ୍ତ୍ରୀ ଘୋଷଣା କଲେ ୨୦ ଲକ୍ଷର ସହାୟତା ରାଶି

ବାଲେଶ୍ବର: ପଞ୍ଚଭୂତରେ ଲୀନ ହେଲେ ଏଫଏମ କଲେଜ ପୀଡିତା ସୌମ୍ୟାଶ୍ରୀ ବିଶି । ଗତକାଲି ରାତିରେ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ବାଲେଶ୍ବର ଜିଲ୍ଲା ଭୋଗରାଇ ସ୍ଥିତ ତାଙ୍କ ପୈତୃକ ଗାଁ ପଳାସିଆ ମଶାଣିରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା: ଦୋଷୀକୁ ମିଳିବ କଠୋର ଦଣ୍ଡ

ଭୁବନେଶ୍ୱର : ମୃତ୍ୟୁ ସହ ସଂଗ୍ରାମ କରି ବାଲେଶ୍ୱର ଏଫଏମ୍ କଲେଜର ପୀଡିତାଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ୧୧.୪୬ରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା

ଡାକ୍ତରୀ ଏକ ବୃତ୍ତି ନୁହେଁ, ଏକ ପବିତ୍ର ଶପଥ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ସୋମବାର ଦିନ ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ ଉତ୍ସବରେ ଉଦବୋଧନ ଦେଇ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି ଯେ 'ଡାକ୍ତରୀ କେବଳ ଏକ ବୃତ୍ତି ନୁହେଁ, ଏହା ଏକ ଶପଥ'। ରାଷ୍ଟ୍ରପତି ମୁର୍ମୁ ସ୍ନାତକ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କର ସମର୍ପଣ ଏବଂ ସଫଳତା ପାଇଁ ଆନ୍ତରିକ

ବାଲେଶ୍ବର ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ଭୁବନେଶ୍ବର: ସମାବର୍ତ୍ତନ ଉତ୍ସବ ଶେଷ ହେବା ପରେ ଏମ୍ସ ବର୍ଣ୍ଣ ୱାର୍ଡରେ ବାଲେଶ୍ବର ପୀଡିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭେଟିଛନ୍ତି। ତାଙ୍କର ସ୍ୱାସ୍ଥ୍ୟବସ୍ଥା ଦେଖିବା ସହିତ ରାଷ୍ଟ୍ରପତି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହା ସହିତ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଶାନ୍ତ୍ବନା