Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସତ୍ୟସାଇ ଜ୍ଞାନ ବିକାଶ ବିଦ୍ୟାଳୟ ହଷ୍ଟେଲରେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ଆତ୍ମହତ୍ୟା
କୁଜଙ୍ଗ: କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ସ୍ଥିତ ସତ୍ୟସାଇ ଜ୍ଞାନ ବିକାଶ ବିଦ୍ୟାଳୟରେ ଆଜି ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ରଶିରେ ଫାଶିହୋଇ ଆତ୍ମହତ୍ଯା କରିଥିବା ଜଣାପଡିଛିା ଘଟଣାରୁ ପ୍ରକାଶ ଯେ,ରଘୁନାଥ ପୁର ଅଂଚଳର ଆଶୁତୋଷ ବେହେରା (୧୪) ପଙ୍କପାଳସ୍ଥିତ ଜ୍ଞାନ ବିକାଶ!-->…
ସ୍କୁଲ ପରିସରରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ
ନବରଙ୍ଗପୁର : ସ୍କୁଲ ସମୟରେ ନବମ ଶ୍ରେଣୀ ଛାତ୍ରୀଙ୍କୁ ଜୋରଜବରଦସ୍ତ ଦୁଷ୍କର୍ମ ଅଭିଯୋଗ । ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳରୁ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ । ଘଟଣାକୁ ନେଇ ପୀଡ଼ିତାଙ୍କ ପରିବାର ପକ୍ଷରୁ ପୋଲିସରେ ଅଭିଯୋଗ ପରେ ଦୁଷ୍କର୍ମ ଓ ପୋକ୍ସୋ!-->…
ଅପଦସ୍ତ କଲେ, ଜାଳିକି ସଫା କରିଦେବି : କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ
ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ବିଷୋଦଗାର । କହିଲେ, ରାଉରକେଲାରେ ଅନ୍ୟ ଦଳରୁ ଆସି କିଛି ଲୋକ ପଇସାପତ୍ର ଖର୍ଚ୍ଚ କରି ବଦନାମ କରିବାକୁ ଚେଷ୍ଟା କରୁଛନ୍ତି । ଭାବୁଛନ୍ତି ଜୁଏଲ ଓରାମ ଡ୍ରପ୍ ହୋଇଗଲେ କେନ୍ଦ୍ର ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇବେ । ମୁଁ ଦଳକୁ ରକ୍ତ ମାଂସ!-->…
ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ
ରାୟଗଡା : ନାବାଳିକା ଦୁଷ୍କର୍ମ ମାମଲାରେ ଦୋଷୀକୁ୨୦ ବର୍ଷ ଜେଲ । ୧୦ ହଜାର ଟଙ୍କା ଜରିମାନା। ନାବାଳିକା ଦୁଷ୍କର୍ମ ମାମଲାରେ ଅଦାଲତଙ୍କ ରାୟ। ଅଭିଯୁକ୍ତ ଚିତ୍ରସେନ ପାଲକାଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜୋରିମାନା ହୋଇଛି । ଜୋରିମାନା ଅନାଦାୟ ଅତିରିକ୍ତ!-->…
ଆଧାର ଲିଙ୍କ୍ ନହେଲେ ଆଉ ମିଳିବନି ଟଙ୍କା, ରାଜ୍ୟରେ DBT ପେମେଣ୍ଟରେ ପରିବର୍ତ୍ତନ
ଭୁବନେଶ୍ୱର : ଏଣିକି ଆଧାର ସିଡ୍ ବ୍ୟାଙ୍କ ଆକାଉଣ୍ଟକୁ ଯିବ DBT ଟଙ୍କା, ସବୁ ବିଭାଗକୁ ଅର୍ଥ ବିଭାଗର ନିର୍ଦ୍ଦେଶ । ସରକାରୀ ଯୋଜନାରେ ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର ବା DBT ବ୍ୟବସ୍ଥାକୁ ଆହୁରି ସ୍ୱଚ୍ଛ ଓ ସୁରକ୍ଷିତ କରିବାକୁ ପଦକ୍ଷେପ ନେଇଛନ୍ତି ଓଡ଼ିଶା ସରକାର। ଏଣିକି କେବଳ!-->…
ସୁଭଦ୍ରା ହିତାଧିକାରୀଙ୍କୁ ମିଳିଲା ପଞ୍ଚମ କିସ୍ତି, କୋଟିଏରୁ ଅଧିକ ହିତାଧିକାରୀଙ୍କ ଖାତାକୁ ପଠାଗଲା ଟଙ୍କା
ଭୁବନେଶ୍ବର: ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କରାଯାଇଛି। ନୟାଗଡ଼ ଜିଲ୍ଲା ଲାଠିପଡ଼ା ଟାଙ୍ଗି ପଡ଼ିଆସ୍ଥିତ ସୁଭଦ୍ରା ମଞ୍ଚରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଅର୍ଥରାଶି ହିତାଧିକାରୀଙ୍କ ଖାତାକୁ ହସ୍ତାନ୍ତର!-->…
SCB ମେଡିକାଲ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ, ୧.୪ କୋଟି ହେରଫେର ଅଭିଯୋଗ
କଟକ : SCB ମେଡିକାଲ କଲେଜର ଡାଟା ଏଣ୍ଟ୍ରି ଅପରେଟର ଗିରଫ । ଏସସିବି ମେଡିକାଲ କଲେଜରେ ଆର୍ଥିକ ହେରଫେର ଅଭିଯୋଗରେ ଗିରଫ କରାଯାଇଛି । ପୂର୍ବରୁ ଏସସିବି ଅଧୀକ୍ଷକଙ୍କ କାର୍ଯ୍ୟାଳୟର ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ମଙ୍ଗଳାବାଗ ଥାନା ପୋଲିସ । ୧କୋଟି ୪୦!-->…
ବଟି ନଦେବାରୁ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ
ଭୁବନେଶ୍ବର: ଗଣେଶ ପୂଜା ପୂର୍ବରୁ ରାଜଧାନୀ ଭୁବନେଶ୍ବରରେ ଦାଦାବଟି ଆତଙ୍କ । ବଟି ନଦେବାରୁ ଖଣ୍ଡାରେ ଆକ୍ରମଣ । ଭରତପୁର ଥାନା ଅଞ୍ଚଳରେ ଦୋକାନୀଙ୍କଠାରୁ ବଟି ମାଗୁଥିବା ଅଭିଯୋଗ ହୋଇଛି । ରାସ୍ତାରେ ଯାଉଥିବା ଗାଡ଼ିକୁ ଅଟକାଇ ମଧ୍ୟ ଟଙ୍କା ମାଗୁଛନ୍ତି । ନଦେଲେ ଧମକ ଦେବା ସହ ଗୋଡ଼ାଇ!-->…
ନେପାଳ ବନ୍ୟାରେ ୫ ଓଡ଼ିଆ ନିଖୋଜ, ଜଣେ ଉଦ୍ଧାର
ଭୁବନେଶ୍ୱର : ନେପାଳ ପ୍ରଳୟଙ୍କରୀ ବନ୍ୟାରେ ଫସିଛନ୍ତି ଅନେକ ଓଡ଼ିଆ । ଓଡ଼ିଶାରୁ ବର୍ତ୍ତମାନ ସୁଦ୍ଧା ୫ ଜଣ ନିଖୋଜ ଥିବା ବେଳେ ଜଣଙ୍କ ପତ୍ତା ମିଳିଛି । ନେପାଳକୁ ଯାଇଥିବା ଖୋର୍ଦ୍ଧାର ଜେମାଦେଇ ଅଞ୍ଚଳର ସନ୍ଦୀପ ମହାପାତ୍ର ଓ ତାଙ୍କ ପତ୍ନୀ ସିଦ୍ଧାର୍ଥୀ କୁମାରୀ ସାହୁଙ୍କ ସହ!-->…
ସାମୂହିକ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପକ, କଳା ବ୍ୟାଜ୍ ପିନ୍ଧି ପ୍ରତିବାଦ
କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟ ସହିତ ଜଡିତ ବିବାଦ ଆହୁରି ବଢ଼ିବାରେ ଲାଗିଛି। କାରଣ ଶୁକ୍ରବାର ଦିନ ଶିକ୍ଷକମାନେ କ୍ୟାମ୍ପସରେ ରାଜନୈତିକ ହସ୍ତକ୍ଷେପ ଅଭିଯୋଗ କରି ମିଳିତ ଭାବେ ପ୍ରତିବାଦ ଆରମ୍ଭ କରିଛନ୍ତି। ସୂଚନା ଅନୁସାରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ଶିକ୍ଷକ ସଂଘର ସଦସ୍ୟମାନେ!-->…