Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କଂଗ୍ରେସ ଭବନରେ ହାଇଡ୍ରାମା, ପୁଣି ବିବାଦରେ ଛନ୍ଦି ହେଲେ ନାଣ୍ଡୁ ଧଳ
ଭୁବନେଶ୍ବର: ଆଜି ଭୁବନେଶ୍ବରରେ ତୁଳସୀ ଗଣନାଟ୍ୟ ମାଲିକ ଅନନ୍ତ ନାରାୟଣ ଧଳ ବା ନାଣ୍ଡୁ ଧଳଙ୍କ ଲାଗି ତମ୍ବିତୋଫାନ । ପୁଣି ବିବାଦରେ ଛନ୍ଦି ହୋଇ ପଡ଼ିଛନ୍ତି ପାଣ୍ଡୁ ବାବୁ । କଂଗ୍ରେସ ଭବନକୁ ଆସିଥିଲେ ହେଲେ ତାଙ୍କୁ ଭିତରେ ପ୍ରବେଶ କରାଇ ଦିଅଗଲା ନାହିଁ ବୋଲି କହିଛନ୍ତି ନାଣ୍ଡୁ ଧଳ । କିଛି!-->…
ସ୍କୁଲ ବସ୍-ବାଇକ ମୁହାଁମୁହିଁ: ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ
ଉମରକୋଟ : ସ୍କୁଲ ବସ୍ ଓ ବାଇକ ମୁହାଁମୁହିଁ ଧକ୍କା । ବାଇକ ଚାଳକ ମୃତ, ୩ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲା ଗଞ୍ଜାପାର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକ ହେଲେ ତୁରୁଡି ଗାଁର ସମାରୁ ଗଣ୍ଡ । ବସଟି ପ୍ରାୟ ୨୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯିବା ବେଳେ ବାଇକ ସହ!-->…
ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର
ପୁରୀ: ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହେବ ବ୍ୟବସ୍ଥା। ଭକ୍ତମାନେ ଟିକେଟ୍ କରି ଦର୍ଶନର ସୁଯୋଗ ପାଇବେ। ଖୁବ୍ଶୀଘ୍ର ଏ ସଂକ୍ରାନ୍ତରେ ନିଷ୍ପତ୍ତି ନିଆଯିବ। ଏଥିସହ ଗୁଣ୍ଡିଚା ମନ୍ଦିରର ଅନ୍ୟ ତିନି ପାର୍ଶ୍ବର ଉନ୍ନତୀକରଣ କରାଯିବ। ଗୁଣ୍ଡିଚା!-->…
ପୂର୍ବତନ ବିଧାୟକ ହେମେନ୍ଦ୍ର ମହାପାତ୍ରଙ୍କ ଦେହାନ୍ତ
ସୁନ୍ଦରଗଡ଼: ବରିଷ୍ଠ ନେତା ତଥା ପୂର୍ବତନ ଓଡ଼ିଶା ବିଧାୟକ ହେମେନ୍ଦ୍ର ପ୍ରସାଦ ମହାପାତ୍ର ଦୀର୍ଘଦିନରୁ ଅସୁସ୍ଥ ଥିଲେ। ୯୨ ବର୍ଷ ବୟସରେ ବୁଧବାର ଦିନ ତାଙ୍କର ଦେହାନ୍ତ ହୋଇଛି।
ପରିବାର ସୂତ୍ରରୁ ଜଣାପଡ଼ିଛି ଯେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ହେମେନ୍ଦ୍ର ମହାପାତ୍ର ସୁନ୍ଦରଗଡ଼ର!-->!-->!-->…
ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର
ଭୁବନେଶ୍ୱର: କେନ୍ଦୁଝରର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ୨ୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର(Regional Plant Resource Centre)। ଏ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଏବଂ କେନ୍ଦୁଝର ପ୍ରଶାସନ!-->…
ହଷ୍ଟେଲ ବର୍ଦ୍ଧିତ ଫି’ ହ୍ରାସ ଦାବିରେ ଛାତ୍ରଛାତ୍ରୀଙ୍କ ଧାରଣା
ଗୋପାଳପୁର: ଛାତ୍ରାବାସର ବର୍ଦ୍ଧିତ ଫି’ ହ୍ରାସ ଦାବିରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ ପ୍ରଦର୍ଶନ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ମଙ୍ଗଳବାର ପ୍ରଶାସନିକ କୋଠା ସମ୍ମୁଖରେ ଧାରଣା ଦେଇ ଫି’ ବୃଦ୍ଧିର ପ୍ରତିବାଦ କରିଥିଲେ। ଶେଷରେ କୁଳପତି ପ୍ରଫେସର!-->…
ବିଜେପି କର୍ମୀଙ୍କୁ ଘରୁ ଡାକି ହତ୍ୟା କଲେ ମାଓବାଦୀ
ମାଲକାନଗିରି: ଛତିଶଗଡ଼ ବିଜାପୁରରେ ପୁଣି ମାତିଲେ ମାଓବାଦୀ। ମାଓବାଦୀମାନେ ଜଣେ ବିଜେପି କର୍ମୀଙ୍କୁ ଘରୁ ଡାକି ନେଇ ହତ୍ୟା କରିଛନ୍ତି। ପୁଲିସ୍ ଇନ୍ଫର୍ମର ସନ୍ଦେହରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡିଛି। ମୃତକ ହେଲେ ସତ୍ୟମ ପୁନେମ। ସେ ବିଜାପୁରରେ ଭାଜପାର ମଣ୍ଡଳସ୍ତରୀୟ କର୍ମୀ।!-->…
ମହିଳାଙ୍କୁ କାର୍ ପାଇଁ ଋଣ ଦେବେ ମୋହନ ସରକାର
ଭୁବନେଶ୍ଵର: ରାଜ୍ୟରେ ମହିଳା ମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଆତ୍ମନିର୍ଭର ମହିଳା ଆମ ସୁବାହକ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ସେ କହିଛନ୍ତି ୪ ବର୍ଷରେ ୧୧୦୦ ମହିଳାଙ୍କୁ କାର!-->…
ଶ୍ରୀମନ୍ଦିରରେ ହେବ ଓ୍ବାକିଟକି ବ୍ୟବସ୍ଥା
ପୁରୀ : ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ଭାବେ ବାରଣ ହେବ ମୋବାଇଲ ଫୋନ୍। କୌଣସି ପୁଲିସ୍ କର୍ମଚାରୀ କିମ୍ବା ସେବାୟତ ମନ୍ଦିର ଭିତରକୁ ମୋବାଇଲ୍ ନେଇପାରିବେ ନାହିଁ। ଆଗକୁ ଓ୍ବାକିଟକି ବ୍ୟବସ୍ଥା ହେବ ବୋଲି କହିଛନ୍ତି ସୁରକ୍ଷା ସବ୍ କମିଟି ମୁଖ୍ୟ। ଆଜି ସୁରକ୍ଷା ସବ୍ କମିଟି ମୁଖ୍ୟ ଡଃ!-->…
ଇ-କେୱାଇସି କରିନଥିଲେ ଦିଆଯିବନି ଚାଉଳ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ଵର : ଇ-କେୱାଇସି କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ । ଏ ନେଇ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି ଏବେବି ରାଜ୍ୟର ୧୫ଲକ୍ଷ ୬୭ ହଜାର ହିତାଧିକାରୀ କେୱାଇସି କରିନାହାନ୍ତି । ଯେଉଁମାନେ ଇ-କେୱାଇସି କରିବେନି ସେମାନଙ୍କୁ ଚାଉଳ!-->…