Browsing Category

ଓଡିଶା

ବୃନ୍ଦାବତୀ ନିବାସରେ ହବିଷ୍ୟାଳୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ପୁରୀ : ହବିଷ୍ୟାଳୀଙ୍କ ଠାରୁ ଆଶୀର୍ବାଦ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏକ ମାସ ବ୍ୟାପୀ ଚାଲିଥିବା ମହାଧାର୍ମିକ କାର୍ତ୍ତିକ ମାସ ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର । ଆଜି ବୃନ୍ଦାବତୀ ନିବାସ ହବିଷ୍ୟାଳୀ ଶିବିରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପହଞ୍ଚି ହବିଷ୍ୟାଳୀ ମାଙ୍କ

ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର

କନ୍ଧମାଳ: ସକାଳୁ ସକାଳୁ ଜଙ୍ଗଲରୁ ଗାଁ ଭିତରକୁ ପଶି ଆସିଲା ଭାଲୁ l ପ୍ରଥମେ ଗାଈ ବଳଦକୁ ଆକ୍ରମଣ କରୁଥିଲା l ଠିକ୍ ଏତିକି ସମୟରେ ରୁଣ୍ଡ ହୋଇଗଲେ ଗାଁ ଲୋକେ l ଗାଁ ଲୋକଙ୍କ ପାଟି ଶୁଣି ଗାଈ ବଳଦଙ୍କ ନିକଟରୁ ପଳାଇବାକୁ ବାଟ ଖୋଜିଥିଲା ଭାଲୁ । ଭାଲୁ ଫେରି ଯାଉଥିଲା ହେଲେ ଦୁଭାର୍ଗ୍ୟକୁ

ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ପୀଡ଼ିତାଙ୍କୁ ଭେଟିଲେ ରାଜ୍ୟପାଳ

ଦୁର୍ଗାପୁରରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣାରେ ଚିନ୍ତା ପ୍ରକଟ କରିଛନ୍ତି ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ। ଗତକାଲି ସେ ହସ୍ପିଟାଲକୁ ଯାଇ ପୀଡ଼ିତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ଡାକ୍ତରଙ୍କଠାରୁ ପଚାରି ବୁଝିଥିଲେ ଏବଂ ତାଙ୍କ ପିତାମାତାଙ୍କୁ

ହରିଣ ଛାଲ ଓ ମୟୂର ପକ୍ଷୀ ଜବତ: ଅବସରପ୍ରାପ୍ତ ବନପାଳ ଗିରଫ

ଦେବଗଡ଼ : ଦେବଗଡ ବନଖଣ୍ଡରେ ଅବସରପ୍ରାପ୍ତ ବନପାଳଙ୍କୁ ଗିରଫ କରିଛି ବନବିଭାଗ। ବାରକୋଟ ଥାନା ଅକ୍ଷରଶିଳା ଗ୍ରାମର ଅବସରପ୍ରାପ୍ତ ଫରେଷ୍ଟର କିଶୋରଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରାଯାଇଛି। ଘରେ ଚିତ୍ତଲ ହରିଣ ଛାଲ ଏବଂ ମୟୂର ପକ୍ଷୀ ରଖିଥିବା ଅଭିଯୋଗରେ ଗିରଫ କରିବା ସହ ୭୪୫ ଟି ମୟୂର

ଏସଆଇ ପରୀକ୍ଷା ଠକେଇ ମାମଲା, ଫେରାର ଅଭିଯୁକ୍ତ ବିରୋଧରେ ଲୁକଆଉଟ୍ ସର୍କୁଲାର ଜାରି

ଭୁବନେଶ୍ୱର: ପୋଲିସ ସବ-ଇନ୍ସପେକ୍ଟର (SI) ନିଯୁକ୍ତି ଦୁର୍ନୀତିର ତଦନ୍ତକୁ ଜୋରଦାର କରିଛି ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ । ପଳାତକ ଅଭିଯୁକ୍ତଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି କରିଥିବା ଜଣାପଡ଼ିଛି । ପଳାତକ ଅଭିଯୁକ୍ତଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର ଜାରି କରିବା

ପ୍ରବଳ ବର୍ଷାରେ ଉବୁଟୁବୁ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକ ହନ୍ତସନ୍ତ

ଭୁବନେଶ୍ବର: ଉବୁଟୁବୁ ସୂର୍ଯ୍ୟ ମନ୍ଦିର। ପୁରୀ ଜିଲ୍ଲାର କୋଣାର୍କ, ଗୋପ ଓ ନିମାପଡ଼ା ଅଞ୍ଚଳରେ ପ୍ରବଳ ଘଡଘଡି ସହ ବର୍ଷା ଲାଗି ରହିଛି । ବର୍ଷା ଯୋଗୁଁ ପର୍ଯ୍ୟଟକ ହନ୍ତସନ୍ତ । ପବନର ମାତ୍ରା ଅଧିକ ନାହଁ । ହେଲେ ପ୍ରାୟ ୧ ଏଣ୍ଟା ଧରି ବର୍ଷା ଲାଗି ରହିଥିଲା । ବର୍ଷା ଯୋଗୁଁ କୋଣାର୍କ

ନୂଆପଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ; ଅକ୍ଟୋବର ୨୦ ସୁଦ୍ଧା ନାମାଙ୍କନ

ଭୁବନେଶ୍ୱର: ଆସନ୍ତା ନଭେମ୍ବର ୧୧ରେ ହେବାକୁ ଥିବା ନୂଆପଡ଼ା ଉପନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ନିର୍ବାଚନ ପାଇଁ ନାମାଙ୍କନର ଶେଷ ତାରିଖ ଅକ୍ଟୋବର ୨୦ ଧାର୍ଯ୍ୟ ହୋଇଛି। ସେହିପରି ଅକ୍ଟୋବର

ଭୁବନେଶ୍ୱରରେ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କୁ ଆକ୍ରମଣ : ମୋବାଇଲ ଚୋରୀ…

ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ନିକଟରେ ସୋମବାର ଦିନ କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଶିକ୍ଷକ ଜଣକ ରାୟଗଡା ଜିଲ୍ଲାର ପଦ୍ମପୁର ନିବାସୀ ଦ୍ୱିତି ଚନ୍ଦ୍ର ସାହୁ ବୋଲି ଜଣାପଡିଛି। ଯାହାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ

ପୁରୀ ଯିବା ରାସ୍ତାରେ ପଇଡ ପିଇ ବ୍ୟବସାୟୀଙ୍କ ସୁଖଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ

ପୁରୀ: ଆଜି ପୁରୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ