Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରାଜ୍ୟରେ ପ୍ରଥମ: ସରକାରୀ ଗାଡି ଚଳାଇଲେ ମହିଳା ଡ୍ରାଇଭର
ଭୁବନେଶ୍ବର: ରାଜ୍ୟରେ ପ୍ରଥମ ଥର ପାଇଁ ସରକାରୀ ସ୍ତରରେ ଜଣେ ମହିଳା ସରକାରୀ ଗାଡି ଡ୍ରାଇଭର ବନି ଇତିହାସ ରଚିଛନ୍ତି । ପରିବହନ ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀଙ୍କ ସରକାରୀ ଗାଡ଼ି ଚଲାଇ,ସରକାରୀ ଗାଡ଼ି ଚଲାଇଥିବା ଓଡ଼ିଶାର ପ୍ରଥମ ମହିଳା ଡ୍ରାଇଭର ବନିଛନ୍ତି ସନ୍ଧ୍ୟା ରାଣୀ ମାଝୀ । ଏହି!-->…
ଦିଲ୍ଲୀରୁ ଫେରି ଏମ୍ସ ଯାଇ ବାଲେଶ୍ୱର ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଏମ୍ସ ଯାଇ ବାଲେଶ୍ୱର ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରୁ ଫେରିବା ପରେ ସିଧାସଳଖ ଏମସକୁ ଯାଇ ପୀଡ଼ିତାଙ୍କୁ ଭେଟିଛନ୍ତି । ସ୍ବାସ୍ଥ୍ୟାବସ୍ଥା ବାବଦରେ ପଚାରି ବୁଝିବା ସହ ଡାକ୍ତରୀ ଦଳ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । !-->…
ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣା: ବିଜେପି ଉପରେ ବର୍ଷିଲା ଟିଏମସି, ‘ଭିନ୍ନ ଦିନ, ଭିନ୍ନ ପୀଡିତା-ସ୍ଥିତି ସମାନ’
ନୂଆଦିଲ୍ଲୀ/ଭୁବନେଶ୍ବର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ନିଜକୁ ନିଆଁ ଲଗାଇ ଦେବା ଘଟଣାରେ ଏବେ ବିରୋଧୀ ସରକାରଙ୍କୁ ଘେରିଥିବା ବେଳେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମସି) ବିଜେପି ସରକାରଙ୍କ ଉପରେ କଠୋର ଆକ୍ରମଣ ଆରମ୍ଭ କରିଛି । ଏନେଇ ନିଜ ଅଫିସିଆଲ ଏକ୍ସ!-->…
ବାଲେଶ୍ଵର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା, ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ଏଫଏମ କଲେଜ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏ ଘଣଟାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ନବୀନ କହିଛନ୍ତି ଏହି ଘଟଣା ଆତ୍ମାକୁ ଗଭୀର ଭାବେ ବ୍ୟଥିତ କରିଛି । ଏହାସହ!-->…
ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା । ଏହି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଭୁବନେଶ୍ବରରୁ ନାକଟିଦେଉଳ ଅଭିମୁଖେ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍ ।
!-->!-->…
ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ବାଲେଶ୍ଵର : ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଉପରେ ତୀବ୍ର ଅସନ୍ତୋଷ ଝାଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଏହା ଅତ୍ୟନ୍ତ ଗମ୍ଭୀର ସମସ୍ୟା । ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ସେ ଦାୟୀ କରିଛନ୍ତି । କିଛି ଦିନ ତଳେ ସମସ୍ୟା!-->…
ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ : ଗିରଫ ହେଲେ ଅଧ୍ୟାପକ, ଅଧ୍ୟକ୍ଷ ନିଲମ୍ବିତ, ଛାତ୍ରୀଙ୍କୁ ଭେଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ବାଲେଶ୍ୱର/ଭୁବନେଶ୍ୱର: ବାଲେଶ୍ଵର ଫକୀର ମୋହନ ସ୍ଵଂୟଶାସିତ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଗିରଫ ହୋଇଛନ୍ତି ଅଭିଯୁକ୍ତ ଅଧ୍ୟାପକ ସମୀର ସାହୁ। ସେ କଲେଜର ଶିକ୍ଷା ବିଭାଗ ମୁଖ୍ୟ(ଏଚଓଡି) ଥିଲେ। ସମୀରଙ୍କୁ ତାଙ୍କ ପଦବୀରୁ ନିଲମ୍ବିତ କରାଯିବା ପରେ ସହଦେବଖୁଣ୍ଟା ପୁଲିସ ଗିରଫ!-->…
ଫକୀରମୋହନ କଲେଜରେ ଛାତ୍ରୀଙ୍କ ଆତ୍ମାହୂତୀ ଉଦ୍ୟମ : ପ୍ରିନ୍ସିପାଲ ଓ ଏଜୁକେସନ ବିଭାଗ HODଙ୍କୁ ନିଲମ୍ବିତ କଲା…
ଭୁବନେଶ୍ବର ୧୨।୭: ବାଲେଶ୍ବର ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍ପେଣ୍ଡ ହୋଇଛନ୍ତି । ଉଭୟଙ୍କୁ ସସ୍ପେଣ୍ଡ କଲେ ଉଚ୍ଚଶିକ୍ଷା ବିଭାଗ ।!-->…
କଟକ ସିଟି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ନାବାଳକଙ୍କ ମୃତ୍ୟୁ
କଟକ : ଚିକିତ୍ସା ଅବହେଳାରୁ ୧୬ ବର୍ଷର ନାବାଳକଙ୍କ ମୃତ୍ୟୁ । ପରିବାରଲୋକ ଓ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆକ୍ରୋଶ । ହସ୍ପିଟାଲ ଘେରିଲେ, ହୋହାଲ୍ଲା କଲେ । ଶୁକ୍ରବାର ରାତିରେ ଟାୟାର ଜାଳି ରାସ୍ତାରୋକ କରିଥିଲେ । ପୋଲିସ ପହଞ୍ଚି!-->…
ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ଅବସରରେ ରାଜ୍ୟର ବିକାଶ ଏବଂ ଭବିଷ୍ୟତ ରଣନୀତି ସମ୍ବନ୍ଧୀୟ ପ୍ରମୁଖ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି।
ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ!-->!-->!-->…