Browsing Category

ଓଡିଶା

ବାଂଲାଦେଶୀ ସନ୍ଦେହରେ ଅଟକ ଥିବା ୧୦୧ ଜଣଙ୍କୁ ମୁକ୍ତ କଲା ଓଡିଶା

ଭୁବନେଶ୍ୱର: ବାଂଲାଦେଶୀ ନାଗରିକ ଏବଂ ରୋହିଙ୍ଗ୍ୟା ସନ୍ଦେହରେ ଝାରସୁଗୁଡା ଜିଲ୍ଲାର ହୋଲ୍ଡିଂ ସେଣ୍ଟରରେ ଅଟକ ଥିବା ଆଉ ୧୦୧ ଜଣ ପ୍ରବାସୀ ଶ୍ରମିକଙ୍କୁ ଓଡ଼ିଶା ମୁକ୍ତ କରିଛି। ସୋମବାର ଠାରୁ ୪୪୭ ଜଣଙ୍କୁ ବାଂଲାଦେଶୀ ସନ୍ଦେହରେ ପୋଲିସ ଗିରଫ କରିଥିଲା। ୩୦୨ ଜଣଙ୍କୁ ଭାରତୀୟ ନାଗରିକ ବୋଲି

ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ

ନୀଳଗିରି : ବଜ୍ରାଘାତରେ ୩ ଶ୍ରମିକ ମୃତ, ୨ ଆହତ ।  କେନାଲ କାମ ଚାଲିଥିବା ବେଳେ ବଜ୍ରପାତରେ ୩ ଶ୍ରମିକ ମୃତ । ବାଲେଶ୍ବର ଜିଲ୍ଲା ନୀଳଗିରି ଛତ୍ରପୁରରେ ଘଟିଛି ଅଘଟଣ । ମୃତ ଶ୍ରମିକଙ୍କ ମଧ୍ୟରେ ୨ ଜଣ ମହିଳା ଶ୍ରମିକ ଓ ଜଣେ ଜେସିବି ଅପରେଟର ଅଛନ୍ତି । ମହିଳା ଶ୍ରମିକଙ୍କ ଘର ବଢେଇପଲା

ଗିରଫଦାରି ପଛରେ ବିଜେଡିର ଷଡ଼ଯନ୍ତ୍ର ରହିଛି: ଅର୍ଚ୍ଚନା ନାଗ

ଭୁବନେଶ୍ବର: ବିଜେଡି ବିରୋଧରେ ବିଷ ଓଗାଳିଲେ ଅର୍ଚ୍ଚନା ନାଗ । ତାଙ୍କ ଗିରଫଦାରି ପଛରେ ବଡ଼ ଷଡ଼ଯନ୍ତ୍ର ଥିଲା କହିଲେ ଅର୍ଚ୍ଚନା । ଏହି ସମୟରେ ସେ ବବି ଦାସ, ମାନସ ମଙ୍ଗରାଜ, ଅମରେଶ ଜେନାଙ୍କ ନାଁ ନେଇ ତାଙ୍କ ଉପରେ ବର୍ଷିଲେ । ପୋଲିସ ଅଧିକାରୀଙ୍କ ନାଁ ନେଇ ମଧ୍ୟ ଟାର୍ଗେଟ୍‌ କଲେ

ଆନନ୍ଦମାର୍ଗ ପକ୍ଷରୁ ରାଜ୍ୟସ୍ତରୀୟ ଯୋଗ ଶିବିର ଓ ସହରପରିକ୍ରମା

ବ୍ରହ୍ମପୁର :_ ସ୍ଥାନୀୟ ପ୍ରଚାରକ ସଙ୍ଘ ପକ୍ଷରୁ ବୈକୁଣ୍ଠ ନଗର ସ୍ଥିତ ସାଇ ଚନ୍ଦନ ସେବା ସଦନ ପରିସରରେ ତ୍ରିଦିବସୀୟ ରାଜ୍ୟ ସ୍ତରୀୟ ଯୋଗ ଶିକ୍ଷା ଶିବିର ସହ ।ଆଜିର ଦ୍ବିତୀୟ ଦିବସରେ ମୁଖ୍ୟ କେନ୍ଦ୍ରୀୟ ପ୍ରଶିକ୍ଷକ ଭାବେ ଆନ୍ତର୍ଜାତୀୟ ଯୋଗ ପ୍ରଶିକ୍ଷକ ଆଚାର୍ଯ୍ୟ ପ୍ରିୟତୋଷାନନ୍ଦ

ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍

କଟକ : ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଡ୍ରାଇଭର୍ ମହାସଂଘର ଆନ୍ଦୋଳନ ଯୋଗୁ ବସ୍ ଚଳାଚଳ ବନ୍ଦ ଥିଲା। ହେଲେ ଚାରିଦିନ ହେଲା ଧର୍ମଘଟର ସମାଧାନ ହେଉନଥିବାରୁ ବସ୍ ଚଳାଚଳ ବନ୍ଦ ରହିଥିବାରୁ ମାଲିକ

ଶ୍ରୀଲିଙ୍ଗରାଜ ମନ୍ଦିରରରୁ ସେବାୟତ ଖସିପଡ଼ିବା ଘଟଣା: ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି

ଭୁବନେଶ୍ବର: ମହାଶିବରାତ୍ରିରେ ମହାଦୀପ ଉଠାଇବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରରୁ ଜଣେ ସେବାୟତ ତଳେ ପଡି ଆହତ ହେବା ଘଟଣା । ଏହାକୁ ଅତି ଗୁରୁତର ସହ ନେଇଛନ୍ତି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) । ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି ଲେଖି ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା

ସିଫାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ପାଳିତ, ୧୭ଟି ନୂତନ ଫିସରୀ କ୍ଲଷ୍ଟର ଉଦ୍‍ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ପିପିଲି : ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କୌଶଲ୍ୟାଗଙ୍ଗସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ ସଂସ୍ଥା (ସିଫା) ଠାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ଗୁରୁବାର ସମାରୋହରେ ପାଳିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କର ମତ୍ସ୍ୟ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ

ରାଖୀ ପୂର୍ଣ୍ଣିମା ଦିନ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ସରକାରଙ୍କ ଘୋଷଣା ଅନୁସାରେ ରାଖୀ ପୂର୍ଣ୍ଣିମା ( ଅଗଷ୍ଟ ୯ ତାରିଖ)ରେ ୩ୟ

ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ କଂଗ୍ରେସର କୌଣସି ଅସ୍ତିତ୍ୱ ନାହିଁ। ଗରିବ ଲୋକଙ୍କ ହକ୍ ଏବଂ ଜନଜାତିଙ୍କ ଜମି ସେବେ ପର୍ଯ୍ୟନ୍ତ ସୁରକ୍ଷିତ, ଯେଉଁ ପର୍ଯ୍ୟନ୍ତ କଂଗ୍ରେସ କ୍ଷମତାକୁ ଆସିନାହିଁ। ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି ବୋଲି କହିଛନ୍ତି

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ

ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେଙ୍କ ସମ୍ବୋଧନ । ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି । ବିଜେପିର