Browsing Category

ଓଡିଶା

ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍

କଟକ : ଆସନ୍ତାକାଲିଠାରୁ ରାଜ୍ୟରେ ଗଡ଼ିବ ସବୁ ଘରୋଇ ବସ୍। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଡ୍ରାଇଭର୍ ମହାସଂଘର ଆନ୍ଦୋଳନ ଯୋଗୁ ବସ୍ ଚଳାଚଳ ବନ୍ଦ ଥିଲା। ହେଲେ ଚାରିଦିନ ହେଲା ଧର୍ମଘଟର ସମାଧାନ ହେଉନଥିବାରୁ ବସ୍ ଚଳାଚଳ ବନ୍ଦ ରହିଥିବାରୁ ମାଲିକ

ଶ୍ରୀଲିଙ୍ଗରାଜ ମନ୍ଦିରରରୁ ସେବାୟତ ଖସିପଡ଼ିବା ଘଟଣା: ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି

ଭୁବନେଶ୍ବର: ମହାଶିବରାତ୍ରିରେ ମହାଦୀପ ଉଠାଇବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରରୁ ଜଣେ ସେବାୟତ ତଳେ ପଡି ଆହତ ହେବା ଘଟଣା । ଏହାକୁ ଅତି ଗୁରୁତର ସହ ନେଇଛନ୍ତି ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) । ଖୋର୍ଦ୍ଧା ଜିଲ୍ଲାପାଳ ଓ ଗୃହ ସଚିବଙ୍କୁ ଚିଠି ଲେଖି ଏହି ଘଟଣାରେ ବର୍ତ୍ତମାନ ସୁଦ୍ଧା

ସିଫାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ପାଳିତ, ୧୭ଟି ନୂତନ ଫିସରୀ କ୍ଲଷ୍ଟର ଉଦ୍‍ଘାଟନ କଲେ କେନ୍ଦ୍ରମନ୍ତ୍ରୀ

ପିପିଲି : ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଅନ୍ତର୍ଗତ କୌଶଲ୍ୟାଗଙ୍ଗସ୍ଥିତ କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ ସଂସ୍ଥା (ସିଫା) ଠାରେ ଜାତୀୟ ମତ୍ସ୍ୟଚାଷୀ ଦିବସ ଗୁରୁବାର ସମାରୋହରେ ପାଳିତ ହୋଇଯାଇଛି । କେନ୍ଦ୍ର ସରକାରଙ୍କର ମତ୍ସ୍ୟ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ

ରାଖୀ ପୂର୍ଣ୍ଣିମା ଦିନ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା

ଭୁବନେଶ୍ବର: ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଏ ନେଇ ତାରିଖ ଘୋଷଣା କରିସାରିଛନ୍ତି ରାଜ୍ୟ ସରକାର। ପୂର୍ବରୁ ୨ଟି ପର୍ଯ୍ୟାୟରେ ୧୦ ହଜାର ଟଙ୍କା ମିଳିସାରିଛି। ସରକାରଙ୍କ ଘୋଷଣା ଅନୁସାରେ ରାଖୀ ପୂର୍ଣ୍ଣିମା ( ଅଗଷ୍ଟ ୯ ତାରିଖ)ରେ ୩ୟ

ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ କଂଗ୍ରେସର କୌଣସି ଅସ୍ତିତ୍ୱ ନାହିଁ। ଗରିବ ଲୋକଙ୍କ ହକ୍ ଏବଂ ଜନଜାତିଙ୍କ ଜମି ସେବେ ପର୍ଯ୍ୟନ୍ତ ସୁରକ୍ଷିତ, ଯେଉଁ ପର୍ଯ୍ୟନ୍ତ କଂଗ୍ରେସ କ୍ଷମତାକୁ ଆସିନାହିଁ। ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି ବୋଲି କହିଛନ୍ତି

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ

ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେଙ୍କ ସମ୍ବୋଧନ । ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ କରିଛି । ବିଜେପିର

୮ ମହିଳା କ୍ୟାଡରଙ୍କ ସମେତ ୨୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ପୁଲିସକୁ ମିଳିଛି ବଡ ସଫଳତା। ଏସିପିଙ୍କ ସମ୍ମୁଖରେ ୨୨ ଜଣ ନକ୍ସଲ ଆତ୍ସମର୍ପଣ କରିଛନ୍ତି। ସମସ୍ତ ନକ୍ସଲ ଆବୁଝମାଡ ଅଂଚଳରେ ସକ୍ରିୟ ଥିଲେ। ଏମାନଙ୍କ ମଧ୍ୟରେ ୮ ଜଣ ମହିଳା ରହିଛନ୍ତି। ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କ ମଧ୍ୟରେ କିଛି ତେଲନାର,

‘ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ, ସରକାର ନୀରବଦ୍ରଷ୍ଟା’

ଭୁବନେଶ୍ବର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ ବରମୁଣ୍ଡା ମଞ୍ଚରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇଯାଇଛନ୍ତି । ରାହୁଲ କହିଛନ୍ତି, “ଏମାନେ କୁଆଡ଼େ

ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି: ଆଇନ୍‌ ମନ୍ତ୍ରୀ

ଭୁବନେଶ୍ବର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି। ରଥଯାତ୍ରା ପ୍ରସଙ୍ଗରେ ରାହୁଲ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା ରାଜନୈତିକ ଉଦେଶ୍ୟ ପ୍ରଣୋଦିତ। ରଥ ସବୁ ବର୍ଷ ୨ ଦିନରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ଥାଏ। ଚଳିତ ବର୍ଷ ବଳଭଦ୍ରଙ୍କ ରଥ ମୋଡ଼ ନେବାରୁ

ଓଡ଼ିଶା ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍; ‘ଗରିବ ଲୋକଙ୍କର ସମ୍ପତ୍ତି ଲୁଟୁଛନ୍ତି’

ଭୁବନେଶ୍ବର: କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓଡ଼ିଶାରେ ବିଜେପି ଉପରେ ଜୋରଦାର ବର୍ଷିଛନ୍ତି । ସେ କହିଛନ୍ତି, ଓଡ଼ିଶା ସରକାର କେବଳ ଗରିବଙ୍କୁ ଲୁଟୁଛନ୍ତି । ପ୍ରଥମେ ବିଜେଡି ଲୁଟୁଥିଲା, ଏବେ ବର୍ତ୍ତମାନର ସରକାର ଲୁଟୁଛି । ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ