Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସମ୍ବଲପୁରରେ ଅତ୍ୟାଧୁନିକ ବସ ଟର୍ମିନାଲ ସହ ୨୫ ଇ-ବସ୍ ସେବାର ଶୁଭାରମ୍ଭ
ଭୁବନେଶ୍ୱର: ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି। ସମ୍ବଲପୁରରେ ସମୁଦାୟ ୫୦ଟି!-->…
ଜରୁରୀ ଅବତରଣ ବେଳେ ବିମାନ ଦୁର୍ଘଟଣା: ପାଇଲଟଙ୍କ ସହ ୬ ଆହତ
ରାଉରକେଲା:ରାଉରକେଲା ରଘୁନାଥପାଲିରେ ବିମାନ ଦୁର୍ଘଟଣା। ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ବିମାନ । ଜରୁରୀ ଅବତରଣ ବେଳେ ବିମାନ କ୍ରାସ୍ ହୋଇଛି । ଜଲଦା ଏ ବ୍ଲକରେ ଛୋଟ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କ ସହ ୬ ଆହତ ହୋଇଛନ୍ତି । ୪ ଜଣ ଯାତ୍ରୀ ଓ ୨ ଜଣ କ୍ରିଉ!-->…
ରାସ୍ତା ମଝିରେ ଜଳିଗଲା ‘ଆମ ବସ୍’
ଭୁବନେଶ୍ବର: ମଝି ରାସ୍ତାରେ ଜଳିଗଲା ଆମ ବସ୍। ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏହି ଅଘଟଣ। ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ!-->…
ପ୍ରଭାସଙ୍କ ଫିଲ୍ମ ଚାଲିଥିବାବେଳେ ରାୟଗଡ଼ା ସିନେମା ହଲରେ ନିଆଁ, ଫ୍ୟାନ୍ସ କରୁଥିଲେ ଆଳତି
ଭୁବନେଶ୍ବର: ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ “ଦି ରାଜା ସାବ” ଜାନୁଆରୀ ୯ ତାରିଖରେ ସିନେମା ହଲରେ ମୁକ୍ତିଲାଭ କରିଥିଲା ଏବଂ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହୋଇଥିଲା । ଅଭିନେତାଙ୍କ ଅନେକ ପ୍ରଶଂସକ ଏହି ଫିଲ୍ମକୁ ନେଇ ବହୁତ ଉତ୍ସାହିତ । ଫିଲ୍ମ ସହିତ ଜଡିତ ଏକ ଭିଡିଓ ମଧ୍ୟ!-->…
ଓଡ଼ଗାଁ ଆଦର୍ଶ ଥାନାରେ ଯୋଗଦେବେ ନୂଆ ଆଇଆଇସି ସତ୍ୟନାରାୟଣ ବାରିକ
ନୟାଗଡ଼: ଓଡ଼ିଶା ପୋଲିସ ନୟାଗଡ଼ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ତରଫରୁ ପ୍ରକାଶିତ ଆଇଆଇସିଙ୍କ ବଦଳି ତାଲିକା ଅନୁସାରେ ବର୍ତ୍ତମାନର ଓଡ଼ଗାଁ ଆଇଆଇସି ଅଭୟ ବେହେରାଙ୍କୁ ଚାନ୍ଦପୁର ଥାନାକୁ ବଦଳି କରାଯାଇଥିବା ବେଳେ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରୁ ସତ୍ୟନାରାୟଣ ବାରିକ ଓଡ଼ଗାଁ ଆଦର୍ଶ ଥାନାକୁ!-->…
ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ଅନ୍ନପୂର୍ଣ୍ଣା ଦିବସ ପାଳନ
ନୟାଗଡ଼: ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ଜାମୁସାହି ସ୍ଥିତ ଜନ ମିଲଟନ୍ ସ୍କୁଲ ଫର୍ ଡିଫ୍, ଡମ୍ବ ଏବଂ ବ୍ଲାଇଣ୍ଡ୍ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ସହ ଅନ୍ନପୂର୍ଣ୍ଣା ଦିବସ ପାଳନ କରାଯାଇଛି। ରୋଟାରୀ କ୍ଲବ ନୟାଗଡ଼ର ସଭାପତି ବସିରନ ବିବିଙ୍କ ନେତୃତ୍ୱରେ ସ୍କୁଲର ଅନ୍ତେବାସୀ ଛାତ୍ରଛାତ୍ରୀ ଓ!-->…
ଆଦିବାସୀ ମହା ବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଶୀତକାଳୀନ ଶିବିର ଉଦଯାପିତ
ବାଲିଗୁଡା (୧୦/୦୧) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ଯାଳୟ ରେ ଜାତୀୟ ସେବା ଯୋଜନା ୨ଟି ୟୁନିଟର ଏକ ସପ୍ତାହ ବ୍ୟାପୀ ଆୟୋଜିତ ଶୀତକାଳୀନ ସେବା ଶିବିର ବଡଗାଁ ପୋଷ୍ୟଗ୍ରାମରେ ଉଦଯାପିତ ହୋଇ ଯାଇଛି l ଏଥିରେ ଭାରପ୍ରାପ୍ତ ଅଧ୍ୟକ୍ଷ ଡ.ବିଭୂତି ଭୂଷଣ ଆଚାର୍ଯ୍ୟ ମୁଖ୍ୟ!-->…
ଶୀତ ପାଇଁ ଆସନ୍ତାକଲିଠାରୁ ବଦଳିବ ବିଦ୍ୟାଳୟ ସମୟ
କଟକ: ପ୍ରବଳ ଶୀତ ପାଇଁ ବଦଳିଲା ବିଦ୍ୟାଳୟ ସମୟ । ଛାତ୍ରଛାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ନିଷ୍ପତ୍ତି ନେଲା କଟକ ପ୍ରଶାସନ ।ପ୍ରବଳ ଶୀତକୁ ଦୃଷ୍ଟିରେ ରଖି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି କଟକ ଜିଲ୍ଲା ପ୍ରଶାସନ । ଜିଲ୍ଲାର ସମସ୍ତ ବିଦ୍ୟାଳୟ ଶନିବାର ସକାଳ ପରିବର୍ତ୍ତେ ଦିନ ସମୟରେ!-->…
ପ୍ରଦୂଷଣ ପ୍ରମାଣପତ୍ର ମାମଲାରେ ସରକାରଙ୍କୁ ହାଇକୋର୍ଟଙ୍କ ଝଟକା
କଟକ: ପ୍ରଦୂଷଣ ପ୍ରମାଣପତ୍ର ମାମଲାରେ ରାଜ୍ୟ ସରକାରଙ୍କ ଉଚ୍ଚ ଅଦାଲତଙ୍କ ବଡ଼ ଝଟକା । ମୋଟର ଯାନ ଆଇନ ଉଲଙ୍ଘନ ଅଭିଯୋଗରେ ପରିବହନ ପ୍ରାଧିକରଣକୁ ନୋଟିସ ।ପିୟୁସିସି ପ୍ରସଙ୍ଗରେ ପରିବହନ ସଚିବ ଓ ରାଜ୍ୟ ପରିବହନ ପ୍ରାଧିକରଣକୁ ଜବାବ ମାଗିଲା ଉଚ୍ଚ ଅଦାଲତ । ମୋଟର ଯାନ ଆଇନ ଉଲଙ୍ଘନ ଅଭିଯୋଗରେ!-->…
ଖୁବଶୀଘ୍ର ସରିବ ଶ୍ରୀଗୁଣ୍ଡିଚା ମନ୍ଦିର ସଂରକ୍ଷଣ କାର୍ଯ୍ୟ
ପୁରୀ: ଖୁବଶୀଘ୍ର ଖୋଲିବ ଶ୍ରୀଗୁଣ୍ଡିଚା ମନ୍ଦିର । ଭକ୍ତଙ୍କ ଦର୍ଶନ ପାଇଁ ଖୁବଶୀଘ୍ର ସରିବ କାର୍ଯ୍ୟ ।ଖୁବଶୀଘ୍ର ସରିବ ଶ୍ରୀଗୁଣ୍ଡିଚା ମନ୍ଦିର ସଂରକ୍ଷଣ କାର୍ଯ୍ୟ । ମନ୍ଦିର ସଂରକ୍ଷଣ କାର୍ଯ୍ୟ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ!-->…