Browsing Category

ଓଡିଶା

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ବାଂଶପାଳ: କେନ୍ଦୁଝରଜିଲ୍ଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ଠାରେ ଆଜି ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତ ବ୍ୟକ୍ତି ହେଲେ ରମେଶ ବାରିକ (୨୫)।ସୂଚନା ଅନୁସାରେ ରମେଶ ଆଜି ହାଟରୁ ଲିପୁ

ସବ୍ ଜେଲ୍‌କୁ ଜିଲ୍ଲା ଜେଲ୍‌ରେ ମିଶ୍ରଣ କରାଯିବ

ଭୁବନେଶ୍ୱର: ରାଜ୍ୟ ଜେଲ୍ ନିର୍ଦ୍ଦେଶାଳୟ ପକ୍ଷରୁ କେତେକ ସବ୍ ଜେଲ୍‌କୁ ବନ୍ଦ କରି ନିକଟସ୍ଥ ଜିଲ୍ଲା ଜେଲ୍‌ରେ ମିଶ୍ରଣ କରାଯିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନାରେ ସଂଶୋଧିତ ସୁବିଧାଗୁଡ଼ିକୁ ନିକଟବର୍ତ୍ତୀ ଜେଲ୍ ସହିତ ମିଶ୍ରଣ କରିବା ଏବଂ ବର୍ତ୍ତମାନର କଏଦୀମାନଙ୍କୁ

ମାଓକ୍ୟାମ୍ପ ଠାବ: ଟିଫିନ ବୋମା, ୨୦ ଜିଲୋଟିନ୍‌ ସହ ବିପୁଳ ବିସ୍ଫୋରକ ଜବତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରୁ ଏକ ମାଓ କ୍ୟାମ୍ପ ଠାବ ହୋଇଛି। ମାଓ କ୍ୟାମ୍ପରୁ ଗୋଟିଏ ଟିଫିନ ବୋମା, ୨୦ଟି ଜିଲୋଟିନ୍‌ ସମେତ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ

‘ମନମୋହନଙ୍କ ପାଇଁ ରାଜ୍ୟରେ ସରକାର’, ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୭: ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସାରେ ପୋତିଛନ୍ତି। ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ

ପୁଣି ଜନନୀ ଯନ୍ତ୍ରଣା ; ଖଟିଆରେ ବୁହା ହେଲେ ଗର୍ଭବତୀ 

କଲମପୁର : ସବୁଦିନିଆ ରାସ୍ତା ଖଣ୍ଡେ ନଥିବା ଯୋଗୁଁ ଦୁର୍ଗମ ଅଞ୍ଚଳବାସୀଙ୍କୁ ଭୋଗିବାକୁ ପଡୁଛି ନାହିଁ ନଥିବା ଦୁର୍ଦ୍ଦଶା। ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରେନି ବୋଲି ଯନ୍ତ୍ରଣାରେ ଛଟପଟ ରୋଗୀ ତଥା ଗର୍ଭବତୀ। ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୁହା ହେବା ଭଳି ଅନେକ ଘଟଣା ରୀତିମତ ଘଟି ଚାଲିଛି।

ଡଗରା ବେଳାଭୂମିରେ ବଙ୍ଗୀୟ ଦମ୍ପତ୍ତିଙ୍କୁ ଅସଦାଚରଣ ଅଭିଯୋଗ, ଦୁଇ ଯୁବକ ଗିରଫ

ବାଲିଆପାଳ : ବାଲିଆପାଳ ଥାନା ଅନ୍ତର୍ଗତ ଡଗରା ବେଳାଭୂମିରେ ଜଣେ ବଙ୍ଗୀୟ ଦମ୍ପତ୍ତି ପର୍ଯ୍ୟଟକଙ୍କୁ ସ୍ଥାନୀୟ ଅଂଚଳର କିଛି ଯୁବକ ଅସଦାଚରଣ କରିବାର ଭିଡିଓ ମୋବାଇଲରୁ ମୋବାଇଲ ଭାଇରାଲ ହେବାରେ ଲାଗିଛି । ଅନ୍ୟପଟେ ଯୁବତୀଙ୍କ ଏତଲା କ୍ରମେ ବାଲିଆପାଳ ପୋଲିସ ମାମଲା ରୁଜ୍ଜୁ କରି ଆଜି

ଲମ୍ବା ଇନିଂସ ଖେଳିବ ବିଜେପି ସରକାର : ମନମାହନ

ଭୁବନେଶ୍ବର: ଚତୁର୍ଥ ଥର ପାଇଁ ବିଜେପିର ରାଜ୍ୟ ସଭାପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ମନ‌ମୋହନ ସାମଲ କହିଛନ୍ତି ରାଜ୍ୟରେ ବିଜେପି ସରକାର ୨୦୩୬ ମସିହା ବି ଦେଖିବ ୨୦୪୭ ମସିହା ବି ଦେଖିବ। ବିଜେପି ସରକାର ଲମ୍ବା ଇନିଙ୍ଗିସ ଖେଳିବ। ସରକାରଙ୍କ ପଛରେ ଦଳ ଖୁଣ୍ଟ ଭଳି ଛିଡା ହେବ।

ଷ୍ଟିଅରିଂ ଛାଡ଼ ଆନ୍ଦୋଳନ: କେନ୍ଦୁଝରରେ ଅଖଚକ ବନ୍ଦ, ଯାତାୟତରେ ବାଧାପ୍ରାପ୍ତ

କେନ୍ଦୁଝର : ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ଆଜି ରାଜ୍ୟବ୍ୟାପି ୭ଦଫା ସମ୍ବଳିତ ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦଳନ ହୋଇଛି। ଫଳରେ ଅଖଚକ ବନ୍ଦ ହୋଇ ଯାଇଛି। ଏହା ଦ୍ବାରା ଯାତାୟତ ବ୍ୟାହତ ହୋଇଯାଇଥିବାରୁ ସାଧାରଣଲୋକେ ଯାଆସ କରିନପାରି ବହୁ ଅସୁବିଧାର ସମ୍ମୁଖିନ ହୋଇଛନ୍ତି।କେନ୍ଦୁଝର

ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ନିୟନ୍ତ୍ରଣ ପାଇଁ ସରକାରଙ୍କ ମେଗା ପ୍ଲାନ୍

ଭୁବନେଶ୍ବର: ପୁରୀ ପାଇଁ ସରକାର ବଡ଼ ଯୋଜନା କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ଓ ଭିଡ଼ ନିୟନ୍ତ୍ରଣ ପାଇଁ ମେଗା ପ୍ଲାନ୍ କରାଯାଉଛି। ଏକା ସାଙ୍ଗରେ ୨୫ ଲକ୍ଷ ଶ୍ରଦ୍ଧାଳୁ ପୁରୀ ଆସି କେମିତି ଶୃଙ୍ଖଳିତ ଦର୍ଶନ କରି ଫେରିବେ ସେ ନେଇ ଯୋଜନା କରାଯାଉଛି।ଚଳିତ ରଥଯାତ୍ରା ସମୟରେ ଲକ୍ଷାଧିକ

କରୁଣାର ଅମୃତଧାରା ଓ ଅଶରୀରୀଙ୍କ ମୋକ୍ଷର ପର୍ବ ଶ୍ରୀଜଗନ୍ନାଥଙ୍କ ଅଧରପଣା ଅନୁଷ୍ଠିତ

ପୁରୀ : ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ଶେଷ ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଯାଇଛି କରୁଣାର ଅମୃତଧାରା ଓ ଅଶରୀରୀଙ୍କ ମୋକ୍ଷର ପର୍ବ ଶ୍ରୀଜଗନ୍ନାଥଙ୍କ ଅଧରପଣା | ନବଦିନାତ୍ମକ ଯାତ୍ରା ସାରି, ଜନ୍ମବେଦୀରୁ ରତ୍ନବେଦୀକୁ ବାହୁଡ଼ିବା ପଥରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରା