Browsing Category

ଓଡିଶା

ମନମୋହନ ପୁଣି ରାଜ୍ୟ ବିଜେପି ସଭାପତି – କେବଳ ଘୋଷଣା ବାକି !

ଭୁବନେଶ୍ବର: ରାଜ୍ୟ ବିଜେପି ସଭାପତି ପଦ ପାଇଁ ମନମୋହନ ସାମଲ ଆଜି ଏକ ମାତ୍ର ବ୍ୟକ୍ତି ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେପି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ସଂଜୟ ଜୟସ୍ବାଲ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ସେ ଏହି ପଦବି ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ହସ୍‌ପିଟାଲରୁ ଡିସ୍‌ଚାର୍ଜ ହେଲେ ନବୀନ

ଭୁବନେଶ୍ବର: ସ୍ବାସ୍ଥ୍ୟଜନିତ ସମସ୍ୟା ପାଇଁ ମୁମ୍ବାଇର ଏକ ହସ୍‌ପିଟାଲରେ ଭର୍ତ୍ତି ହୋଇଥିବା ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ଡିସଚାର୍ଜ ହୋଇଛନ୍ତି। ବିଜେଡି ସୁପ୍ରିମୋ ନବୀନଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ତାଙ୍କର ରାଜନୈତିକ ସଚିବ ସଂତୃପ୍ତ ମିଶ୍ର ଗଣମାଧ୍ୟମକୁ

ସୁରକ୍ଷା କର୍ମୀଙ୍କ ଗୁଳିରେ ୮ଲକ୍ଷ ଇନାମୀ ଡେପୁଟି କମାଣ୍ଡର ସୋଡି କନ୍ନା ଓରଫ ପଦନାମ ମୃତ…

ମାଲକାନଗିରି : ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ । ସୁରକ୍ଷା କର୍ମୀଙ୍କ ଗୁଳିରେ ଜଣେ ହାଡକୋର ମାଓବାଦୀ ନିହତ । ମୃତ ମାଓବାଦୀ ହେଉଛନ୍ତି PLGA ବାଟାଲିୟନ ନମ୍ବର 1 ର ଡେପୁଟି କମାଣ୍ଡର ସୋଡି କନ୍ନା ଓରଫ ପଦନାମ । ପଦନାମ ମୁଣ୍ଡ

ରଥ ଉପରେ ଅଳଙ୍କାରରେ ସଜ୍ଜିତ ହେଲେ ଶ୍ରୀଜିଉ : ସୁନାବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡାରେ ରବିବାର ସୁନାବେଶରେ ଝଲସିଛନ୍ତି ମହାବାହୁ। ଏହି ଅପରୂପ ଦୃଶ୍ୟ ଦେଖିବାକୁ ରବିବାର ସନ୍ଧ୍ୟାରେ ରଥ ନିକଟରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।ଆଷାଢ଼ ଶୁକ୍ଲ ଏକାଦଶୀ ତିଥିରେ ଆଜି ରଥ ଉପରେ ମହାପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରାଙ୍କୁ

ଯାଜପୁର: NH -୧୬ରେ ଓଲଟିଲା ବସ୍‌; ୨୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

ଯାଜପୁର : ଯାଜପୁର ଜିଲାର ୧୬ ନମ୍ବର ଜାତୀୟ ରାଜପଥରେ କୁଆଖିଆ ଥାନା ଅଧୀନ ମୂଳାପାଳ ଛକ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ‘ସ୍ୱସ୍ତି ରଥ’ ନାମକ ଏହି ବସ୍‌ଟି କଟକରୁ ବରୀ ଅଭିମୁଖେ ଯାଉଥିବା ବେଳେ ହଠାତ୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏହି ଦୁର୍ଘଟଣାରେ ୨୦ରୁ

ମହାପ୍ରଭୁ ଇଚ୍ଛାକଲେ ତାଙ୍କ ଲାଗି ନୂଆ ଅଳଙ୍କାର ସମ୍ଭବ ହେବ – ଆଇନ ମନ୍ତ୍ରୀ

ନୂଆଦିଲ୍ଲୀ,୬ା୭: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ନୂଆ ଅଳଙ୍କାର ପରିଧାନ କରାଇବା ନେଇ ଭକ୍ତଙ୍କ ମଧ୍ୟରେ ଦୀର୍ଘ ଦିନର ଆକାଂକ୍ଷା ଜାରି ରହିଥିବା ବେଳେ, ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର କହିଛନ୍ତି ଯେ, ଏହି ଅଳଙ୍କାର

ହୀରାକୁଦ ଛାଡ଼ିଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ରବିବାର ପୂର୍ବାହ୍ନ ପ୍ରାୟ ୧୦ଟା ୨୦ରେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ଫାଟକ ଖୋଲାଯାଇଥିଲା। ପର୍ଯ୍ୟାୟକ୍ରମେ ୧୨ଟି ଫାଟକ ଦେଇ ବନ୍ୟାଜଳ ଛଡ଼ାଯିବ। ବାମପଟର ୮ ଏବଂ ଦକ୍ଷିଣପାର୍ଶ୍ବରେ ୪ଟି ଗେଟ୍‌ ଖୋଲାଯିବ ବୋଲି ସୂଚନା

ସୁନାବେଶରେ ଝଟକିଲେ ଅଟ୍ଟାଳି ଜଗନ୍ନାଥ

ଆଠଗଡ : ପବିତ୍ର ବଡ ଏକାଦଶୀ ତିଥିରେ ରଥାରୂଢ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଏବଂ ଜଗନ୍ନାଥ ବଲ୍ଲଭ ମଠର ଚତୁର୍ଦ୍ଧା ମୂର୍ତ୍ତିଙ୍କର ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଜଗନ୍ନାଥଙ୍କ ସୁନାବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଥିଲା । ରଥ ଉପରେ ଶ୍ରୀ ଜୀଉଙ୍କୁ ସୁବର୍ଣ୍ଣ

ପୁଣି ତାରା ବାହିନୀପତିଙ୍କ ପତ୍ନୀ ମିନାକ୍ଷୀ ବାହିନୀପତି ଙ୍କୁ ମିଳିଲା ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ବଡ଼…

ଭୁବନେଶ୍ୱର,୬।୭: ଅଖିଳ ଭାରତ କଂଗ୍ରେସ କମିଟି (AICC) ମିନାକ୍ଷୀ ବାହିନୀପତିଙ୍କୁ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ସଭାନେତ୍ରୀ ଭାବେ ନିଯୁକ୍ତ କରିଛି। AICC ସଭାପତିଙ୍କ ଅନୁମୋଦନ ଅନୁସାରେ ଏହି ନିଯୁକ୍ତି ତୁରନ୍ତ କାର୍ଯ୍ୟକାରୀ ହୋଇଛି ବୋଲି ସୂଚନା ଜାରି କରାଯାଇଛି। ଏହା