Browsing Category

ଓଡିଶା

ଆକାଉଣ୍ଟଧାରୀଙ୍କ ପାଇଁ ବଡ଼ ଖବର, ଖାତାରେ ଆଉ ରହିବନି ମିନିମମ୍ ବାଲାନ୍ସ

ବ୍ୟାଙ୍କ ଖାତାଧାରୀଙ୍କ ପାଇଁ ବଡ ଖବର । ଯଦି ଆପଣଙ୍କର ବି ବ୍ୟାଙ୍କରେ ଆକାଉଣ୍ଟ ଅଛି ତେବେ ଏହି ଖବରକୁ ଆପଣ କିଛି ସମୟ ପାଇଁ ଦେଖନ୍ତୁ । ନଚେତ ହୁଏତ ଆପଣ ଏ ସୂଚନା ପାଇବାରୁ ବଞ୍ଚିତ ହୋଇପାରନ୍ତି । ହଁ ଆଜ୍ଞା ବ୍ୟାଙ୍କ ଏବେ ନିଜ ଗ୍ରାହକଙ୍କୁ ଆସ୍ବସ୍ତ କରାଇଛି । ଏବେ ଆପଣଙ୍କୁ ଆଉ ନିଜ

୨୦ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି

ଭୁବନେଶ୍ୱର: ସାରା ରାଜ୍ୟରେ ଜାରି ରହିଛି ବର୍ଷା। ଆଉ ୩ ଦିନ ଯାଏଁ ଏଭଳି ସ୍ଥିତି ଜାରି ରହିବ। ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।ଆଉ ଏକ ଟର୍ଫ ଲାଇନ ଏହି ଘୂର୍ଣ୍ଣିବଳୟ ଉପର ଦେଇଯାଇଛି। ଏହି ମୌସୁମୀ ଟର୍ଫ ଉତ୍ତର ପୂର୍ବ ବଙ୍ଗୋପସାଗର

ରଥଯାତ୍ରାରେ ବିଭିନ୍ନ ଦୋକାନୀଙ୍କ ଉପରେ ଚଢାଉ, ଦୂଷିତ ଖାଦ୍ୟ ନଷ୍ଟ ସହ ୧ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜରିମାନା ଆଦାୟ

ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅବସରେ ସ୍ଵାସ୍ଥ୍ୟସେବା ଅବସରରେ ଅଧିକ ଗୁରୁତ୍ୱ ଦିଆଯାଇଛି । ସ୍ନାନ ପୂର୍ଣ୍ଣିମା ଠାରୁ ବାହୁଡ଼ା, ସୁନାବେଶ ଏବଂ ନିଳାଦ୍ରୀବିଜେ ପର୍ଯ୍ୟନ୍ତ ଏହି ବ୍ୟବସ୍ଥା ଚାଲୁରହିଛି । ପୁରୀ ଏବଂ ଆଖପାଖ ଅଞ୍ଚଳରେ ସଂକ୍ରମଣ ରୋଗର ପ୍ରତିରୋଧ ପାଇଁ ମଧ୍ୟ ବିଭିନ୍ନ

କୋରାପୁଟ-ଜୟପୁର ରେଳପଥରେ ଭୂସ୍ଖଳନ: ୨ ଦିନ ପରେ ସ୍ବାଭିବକ ହେଲା ରେଳ ଚଳାଚଳ

ଭୁବନେଶ୍ବର: ପୂର୍ବତଟ ରେଳପଥ ୱାଲଟିୟର ରେଳମଣ୍ଡଳ ଅନ୍ତର୍ଗତ କୋରାପୁଟ-କିରାଣ୍ଡୁଲ ରେଳ ମାର୍ଗରେ ଜରାତି ଏବଂ ମାଲିଗୁଡ଼ା ଷ୍ଟେସନ ମଧ୍ୟରେ ଗତ ୨ ତାରିଖରେ ପ୍ରବଳ ବର୍ଷା ଯୋଗୁଁ ଏକ ବଡ଼ ଭୂସ୍ଖଳନ ହୋଇଥିଲା । ଏହା ଦ୍ୱାରା ରେଳ ସେକ୍ସନକୁ ବାଧାପ୍ରାପ୍ତ କରିବାର ମାତ୍ର ଦୁଇ ଦିନ ମଧ୍ୟରେ

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା, ପୁରୀ ହେବ ମହାନଗର ନିଗମ

ପୁରୀ : ବଢିବ ପୁରୀର କଳେବର । ମହାନଗର ନିଗମ ହେବ ଜଗନ୍ନାଥ ଧାମ ପୁରୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଘୋଷଣା । କ୍ରମ ବର୍ଦ୍ଧିଷ୍ଣୁ ଜନସଂଖ୍ୟା ସହିତ ବର୍ଷ ସାରା ସହରକୁ ଆସୁଥିବା ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଗୁଣାତ୍ମକ ସୁବିଧା ଯୋଗାଇବା ପାଇଁ, ପୁରୀ

ଶରଧାବାଲିରେ ଦଳାଚକଟା ଅଘଟଣ ପାଇଁ ସତ୍ୟବାଦୀ ବିଧାୟକ ଦାୟୀ: ଆପ୍

ପୁରୀ: ପୁରୀ ଶ୍ରୀମନ୍ଦିରର ପବିତ୍ରତା ଓ ପରମ୍ପରାକୁ ନଷ୍ଟ କଲେ ସତ୍ୟବାଦୀ ବିଧାୟକ । ଏଭଳି ଅଭିଯୋଗ ଆଣି ଆଜି ସାମ୍ବାଦିକ ସମିଳନୀ କରି ବିଧାୟକଙ୍କ ଉପରେ ଜୋରଦାର ବାର୍ଷିଛି ପୁରୀ ଆମ ଆଦମୀ ପାର୍ଟି । ସୂଚନା ମୁତାବକ, ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି ଏକ ଭିଡିଓ, ଯେଉଁ ଭିଡ଼ିଓ ଟିରେ

ପୁଣି ଜାମିନ୍ ଆବେଦନ କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ବର: ପୁଣି ଜାମିନ୍ ଆବେଦନ କଲେ ବିଜେପି ନେତା ଜଗନ୍ନାଥ ପ୍ରଧାନ । ଖୋର୍ଦ୍ଧା ଜିଲ୍ଲା ଦୌରାଜଜ୍‌ କୋର୍ଟରେ ଜାମିନ୍ ଆବେଦନ କଲେ । ଗତକାଲି SDJM କୋର୍ଟରେ ଜାମିନ୍ ଆବେଦନ ଖାରଜ ହୋଇଥିଲା । ସୋମବାର ବିଏମସିର ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାରେ ଗୁରୁବାର ଆତ୍ମସମର୍ପଣ କରିବା ପରେ

୮ରେ ହେବ ବିଜେପି ରାଜ୍ୟ ସଭାପତି ଘୋଷଣା, ସୂଚନା ଦେଲେ ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର : ମନମୋହନ ପୁଣି ରିପିଟ ହେବେ ନାଁ ନୂଆ ଚେହେରାଙ୍କୁ ଦାୟିତ୍ବ ? ଜୁଲାଇ ୮ ରେ ରାଜ୍ୟ ବିଜେପିକୁ ମିଳିବ ନୂଆ ମୁଖିଆ । ରାଜ୍ୟ ବିଜେପି ସଭାପତି ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ । ୬ ତାରିଖରେ ପ୍ରକାଶ ପାଇବ ବିଜ୍ଞପ୍ତି । ୭ ତାରିଖରେ ହେବ

ରାମଚରିତ ମାନସ ମନ୍ଦିର ଭୂମି ପୂଜନ କଲେ ରାମଭଦ୍ରାଚାର୍ଯ୍ୟ

ପୁରୀ:ମଙ୍ଗଳାଘାଟ ଠାରେ ଆୟୋଜିତ ରାମଚରିତ ମାନସ ମନ୍ଦିର ଭୂମି ପୂଜନ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ । ଏହି ଅବସରରେ ସେ କହିଛନ୍ତି ଯେ, ସଂସ୍କୃତି ଓ ସଂସ୍କାରଧର୍ମୀ କାର୍ଯ୍ୟ ଓ ଏହାର ବିକାଶ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏହି ଭୂମି ପୂଜନ

ତେଲେଙ୍ଗାନା ରାସାୟନିକ କାରଖାନାରେ ବିସ୍ଫୋରଣ; ୮ ଓଡିଆଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ଭୁବନେଶ୍ବର: ସୋମବାର ତେଲଙ୍ଗାନାର ସଙ୍ଗାରେଡ୍ଡୀ ଜିଲ୍ଲାରେ ଥିବା ଏକ ରାସାୟନିକ କାରଖାନାରେ ଘଟିଥିବା ଭୟଙ୍କର ବିସ୍ଫୋରଣ ଘଟିଥିଲା । ଏଥିରେ ପ୍ରାୟ ୪୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସେମାନଙ୍କ ମଧ୍ୟରେ ୮ ଜଣ ଓଡିଆ ମଧ୍ୟ ଥିଲେ । ଏନେଇ ଆଜି ମୃତ ଓଡିଆଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ମୋହନ