Browsing Category

ଓଡିଶା

ଠକେଇରୁ ବର୍ତ୍ତିଲେ ୧୨୦ ପୋଲିସ SI ପରୀକ୍ଷାର୍ଥୀ, ଓଡ଼ିଶା ପୋଲିସର ହେଲ୍ପ ଲାଇନ୍ ନମ୍ବର ଜାରି

ବ୍ରହ୍ମପୁର: ପୋଲିସ SI ପରୀକ୍ଷାର୍ଥୀଙ୍କୁ ଠକେଇ ଉଦ୍ୟମ ! ବଡ଼ ଠକେଇରୁ ବର୍ତ୍ତିଲେ ୧୨୦ ଜଣ ପୋଲିସ SI ପରୀକ୍ଷାର୍ଥୀ । ହାଇଦ୍ରାବାଦର ଏକ ସଂସ୍ଥା ମିଡିଲମ୍ୟାନ ମାଧ୍ୟମରେ ଫସାଇଥିଲା । ହାଇଦ୍ରାବାଦ ଯାଉଥିଲାବେଳେ ପରୀକ୍ଷାର୍ଥୀଙ୍କୁ ଉଦ୍ଧାର କରିଛି ପୋଲିସ । ପୋଲିସ ହେଡ଼କ୍ଵାର୍ଟରରୁ

ସ୍ଥଗିତ ହେଲା ପୋଲିସ SI ପରୀକ୍ଷା

ଭୁବନେଶ୍ବର: ଓଡ଼ିଶାରେ ହେବାକୁ ଥିବା ପୋଲିସ SI ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ଅକ୍ଟୋବର ୫ ଓ ୬ ରେ ହୋଇଥାନ୍ତା ପରୀକ୍ଷା । ପରବର୍ତ୍ତୀ ସମୟରେ ଆଗାମୀ ପରୀକ୍ଷା ତାରିଖ ଘୋଷଣା କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ମିଳିଛି । ତେବେ ସାନି ପରୀକ୍ଷା ତାରିଖ ପରବର୍ତ୍ତୀ ସମୟରେ

ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ଆସନ୍ତା ୪ ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ୱର : ପ୍ରବଳ ବର୍ଷାରେ ଭିଜିବ ଦଶହରା । ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କେନ୍ଦ୍ରୀୟ ବଙ୍ଗୋପସାଗରର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏହା ଅକ୍ଟୋବର ୦୨ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ

ଦୂର୍ଗା ପୂଜା ପେଣ୍ଡାଲରେ ମହିଳାଙ୍କ ଦେହରେ ଲାଗିଗଲା ନିଆଁ

ରାଉରକେଲା : ରାଉରକେଲା ଶକ୍ତିନଗର ଦୂର୍ଗା ପୂଜା ପେଣ୍ଡାଲରେ ନିଆଁ ଲାଗି ମହିଳା ଗୁରୁତର । ଅଷ୍ଟମୀ ପୂଜା ବେଳେ ଦୀପରୁ ନିଆଁ ଲାଗି ଶାଢୀରେ ଲାଗିଥିବା ସୂଚନା । ପ୍ରାୟ ଷାଠିଏ ବର୍ଷର ମହିଳା ଦୀପ ଲଗାଉଥିବା ବେଳେ ନିଆଁ ଲାଗି ଯିବାରୁ ଗୁରୁତର ଅବସ୍ଥାରେ ରାଉରକେଲା

ନିଖୋଜ ନାବାଳକର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭଞ୍ଜନଗର: ନାବାଳକକୁ ମାରି ଫିଙ୍ଗିଦେଲେ । ନିଖୋଜ ନାବାଳକର ମୃତଦେହ ଉଦ୍ଧାର । ଗଂଜାମ ଜିଲ୍ଲା ଗଙ୍ଗାପୁର ଥାନା ଖଣ୍ଡରାବଳୀ ଗାଁ ନିକଟ କାଜୁ ଜଙ୍ଗଲରୁ ନାବାଳକର ମୃତଦେହ ଠାବ ହୋଇଛି । ମୃତ ଛାତ୍ର ନବମ ଶ୍ରେଣୀରେ ଛାତ୍ର ଅମର ବିଷୋୟୀ । ଆଜି ସକାଳୁ ତାଙ୍କ ଗଳିତ ମୃତଦେହ ଖଣ୍ଡରାବଳୀ-ରାମନା

ଭୁବନେଶ୍ବରର ୭ ସ୍ଥାନରେ ହେବ ରାବଣ ପୋଡ଼ି

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ବିଜୟା ଦଶମୀ ଅବସରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା (ପାହାଳ ଥାନା), ବରମୁଣ୍ଡା (ଖଣ୍ଡଗିରି ଥାନା), କୋରଡ଼ାକଣ୍ଟା (ବଡ଼ଗଡ଼ ଥାନା), ବାଙ୍କୁଆଲ (ବଡ଼ଗଡ଼ ଥାନା),

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨ ଆଇଏଏସ୍ ଅଧିକାରୀ

ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ । ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି । ସେହିପରି ୨୦୧୪ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସୁଶ୍ରୀ ସ୍ୱାଧା ଦେବ ସିଂହଙ୍କୁ

ଅପରେଶନ ଅଗ୍ନି: ୪ ଜିଲ୍ଲାରୁ ଜବତ ହେଲା ସର୍ବାଧିକ ବେଆଇନ ଆତସବାଜି ଓ ବିସ୍ଫୋରକ ସାମଗ୍ରୀ

ଭୁବନେଶ୍ବର: ଆସନ୍ତା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ବେଆଇନ ବିସ୍ଫୋରକ ଭଣ୍ଡାର, ବିନା ଅନୁମତିରେ ପରିବହନ ଓ ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ ରାଜ୍ୟରେ ସେପ୍ଟେମ୍ବର ୧୪ ରୁ ୨୭ ଯାଏଁ “ଅଗ୍ନି” ନାମକ ବିଶେଷ ଅଭିଯାନ ଚାଲିଥିଲା । ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ

ଚମ୍ପୁଆର ପୂର୍ବତନ ବିଧାୟକଙ୍କ ଘରୁ ସଶସ୍ତ୍ର ଡକାୟତି ଉଦ୍ୟମ

କେନ୍ଦୁଝର: କେନ୍ଦୁଝର ଜିଲା ଚମ୍ପୁଆର ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରୁ ସଶସ୍ତ୍ର ଡକାୟତି ଉଦ୍ୟମ ହୋଇଛି। ଯୋଡ଼ା ମହିଳା ମହାବିଦ୍ୟାଳୟ ନିକଟରେ ଥିବା ପଟ୍ଟନାୟକଙ୍କ ପୁରୁଣା ଘରୁ ଏହି ଡକାୟତି ଉଦ୍ୟମ କରାଯାଇଛି। ଦୁଇ ସିକ୍ୟୁରିଟି ଗାର୍ଡଙ୍କୁ ବାନ୍ଧି ଦୁର୍ବୃତ୍ତମାନେ ଘରେ ପଶିବାକୁ

ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ, କିସ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ଅନ୍ତର୍ଜାତୀୟ ଉଚ୍ଚଶିକ୍ଷା…

ଭୁବନେଶ୍ୱର : କିସ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ଅନ୍ତର୍ଜାତୀୟ ଉଚ୍ଚଶିକ୍ଷା ଉତ୍କର୍ଷତା ପୁରସ୍କାର । ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିସ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ଅନ୍ତର୍ଜାତୀୟ ଉଚ୍ଚଶିକ୍ଷା ଉତ୍କର୍ଷତା ପୁରସ୍କାର ପ୍ରଦାନ କରାଯାଇଛି । ୨୮ ସେପ୍ଟେମ୍ବର