Browsing Category

ଓଡିଶା

OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି

ଭୁବନେଶ୍ୱର : ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ । OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ

ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନରେ ଅତିରିକ୍ତ କୋଚ୍ ସଂଯୋଗ

ଭୁବନେଶ୍ୱର: ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ଏକ ସକ୍ରିୟ ପଦକ୍ଷେପ ସ୍ୱରୂପ ପୂର୍ବ ତଟ ରେଳପଥ ରାଜଧାନୀ ଏବଂ ରାଜ୍ୟରାଣୀ ଏକ୍ସପ୍ରେସ୍ ଟ୍ରେନ ଦ୍ୱୟରେ ଅତିରିକ୍ତ ଏସି-୩ ଟାୟାର କୋଚ୍ ଅସ୍ଥାୟୀ ସଂଯୋଗ ପାଇଁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ଅଧିକ ଚାହିଦା ଥିବା ସମୟରେ

ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବି କଲା ଓଏଏସ ସଂଘ

ଭୁବନେଶ୍ୱର : ବିଏମସି ଅଫିସରେ ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଜଗନ୍ନାଥ ପ୍ରଧାନଙ୍କୁ ତୁରନ୍ତ ଗିରଫ ପାଇଁ ଓଏଏସ ସଂଘର ଦୃଢ଼ ଦାବି । ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଓଏଏସ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି । ଅତିରିକ୍ତ

ଫୁଲୁଛି ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଓ ଜଳକା: ବନ୍ୟା ମୁକାବିଲା ପାଇଁ ସଜାଗ ଅଛି ଓଡ୍ରାଫ ଟିମ୍

ଭୁବନେଶ୍ୱର: ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି ପରେ ବନ୍ୟା ପରିସ୍ଥିତି ଦେଖା ଯାଇଥିଲା। ଏହି ପରିପ୍ରେକ୍ଷୀରେ ଓଡ଼ିଶା ବିପର୍ଯ୍ୟୟ ରାପିଡ୍ ଆକ୍ସନ ଫୋର୍ସ (ODRAF) ବନ୍ୟା

ଶରଧାବାଲି ଦଳାଚକଟା ଘଟଣା, ତଦନ୍ତ ପାଇଁ ୪ ଜଣିଆ ସ୍ବତନ୍ତ୍ର ଟିମ୍‌ ଗଠନ କଲେ ରାଜ୍ୟ ସରକାର

ପୁରୀ : ପୁରୀ ଶରଧାବାଲିରେ ଗତ ରବିବାର ଦିନ ଘଟିଥିବା ଦଳାଚକଟା ଘଟଣାର ତଦନ୍ତ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରିଛନ୍ତି ରାଜ୍ୟ ସରକାର । ଉନ୍ନୟନ କମିସନରଙ୍କ ନେତୃତ୍ବରେ ଏହି କମିଟିରେ ୪ ଜଣ ଓଏଏସ୍‌ ଅଧିକାରୀଙ୍କୁ ସାମିଲ କରାଯାଇଛି । ଆଜି ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ

ଜୁଲାଇ ୭ ଯାଏଁ ରାଜ୍ୟରେ ଅତିରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଏହାର ପଡ଼ୋଶୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ଏବଂ ସକ୍ରିୟ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଜୁଲାଇ ୭ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା

କେନ୍ଦୁଝର ଯୋଡା ଦଲପାହାଡ ନିକଟରେ ବଡ଼ ଅଘଟଣ, ମାଟି ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର : ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ଜୀବନ । ମାଟି ତଳେ ଚାପି ହୋଇ ୩ ମୃତ । କେନ୍ଦୁଝର ଜିଲ୍ଲା ଯୋଡ଼ା ବିଛାକୁଣ୍ଡି ଦଲପାହାଡ଼ ନିକଟରେ ବଡ଼ ଅଘଟଣ ଘଟିଛି । ମାଙ୍ଗାନିଜ ଚୋରା ଉତ୍ତୋଳନ ବେଳେ ଏହି ଅଘଟଣ ଘଟିଛି । ପ୍ରବଳ ବର୍ଷା ଯୋଗୁଁ ମାଟି

ବିଏମସି ମାଡ ଘଟଣା; ‘ମାଷ୍ଟର ମାଇଣ୍ଡକୁ ଗିରଫ କର’ : ମେୟର

ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାକୁ ପରେ ଏବେ ମେୟରଙ୍କୁ ଘାରିଛି ବିଏମସି ଅଫିସ ସୁରକ୍ଷା ଚିନ୍ତା । ଏନେଇ ମେୟର ସୁଲୋଚନା ଦାସ ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି । ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ ଗିରଫ କରାଯାଉ ବୋଲି ଦାବି କରିଛନ୍ତି ମେୟର ।

ରଥ ପରିଚାଳନା, ଭକ୍ତଙ୍କ ସୁରକ୍ଷା, ଟ୍ରାଫିକ ନିୟନ୍ତ୍ରଣ ଓ ଅଗ୍ନିଶମସେବାକୁ ଫୋକସ କରିବାକୁ ମୁଖ୍ୟମନ୍ତ୍ରୀଙ୍କ…

ଆଗକୁ ମହାପ୍ରଭୁଙ୍କ ବାହୁଡ଼ା, ସୁନାବେଶ ଓ ନୀଳାଦ୍ରି ବିଜେ। ଏହି ତିନି ଦିନ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବ। ଭିଡ଼ ପରିଚାଳନା କିମ୍ବା ଭକ୍ତଙ୍କ ସୁରକ୍ଷାରେ ସାମାନ୍ୟତମ ତ୍ରୁଟିକୁ ବରଦାସ୍ତ କରାଯିବନି। ରଥଯାତ୍ରା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ବଡ଼

ଶରଧାବାଲି ଦଳାଚକଟା: ହସ୍ତକ୍ଷେପ କଲେ ରାଜ୍ୟ ମାନବିଧିକାର କମିଶନ

ପୁରୀ: ଶରଧାବାଲି ଦଳଚକଟା ଘଟଣାରେ ସିଧା ହସ୍ତକ୍ଷେପ କଲେ ରାଜ୍ୟ ମାନବିଧିକାର କମିଶନ । ଦଳାଚକଟା ଘଟଣାରେ ଶ୍ରୀମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସ୍‌ପିଙ୍କୁ ରିପୋର୍ଟ ମାଗିଲେ ରାଜ୍ୟ ମାନବିଧିକାର କମିଶନ । ଏଥିସହିତ ଯେପରି ଘଟଣାର ପୁନରାବୃତ୍ତି ନ ଘଟିବ ସେନେଇ ପଦକ୍ଷେପ ନେବାକୁ ମଧ୍ୟ