Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପ୍ରେମିକା କୁ ଛୁରୀ ଭୁଷି ହତ୍ୟା ଘଟଣା : ସିନ୍ ରିକ୍ରିଏସନ କଲା ପୋଲିସ…
ବ୍ରହ୍ମପୁର : ପ୍ରେମିକାକୁ ଛୁରୀ ଭୁସି ହତ୍ୟା ଘଟଣାରେ ପୋଲିସ କଲା ସିନ୍ ରିକ୍ରିଏସନ । ବ୍ରହ୍ମପୁର ଗେଷ୍ଟ ହାଉସରେ ପ୍ରେମିକା ପ୍ରିୟାଙ୍କୁ ପୁରୁଷ ବନ୍ଧୁ ଅଭୟ ୧୬ ଥର ଛୁରି ଭୁସି ହତ୍ୟା କରିଥିଲେ। ହତ୍ୟା ଘଟଣାରେ ଅଭିଯୁକ୍ତକୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କରିଛି!-->…
ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା, ୪ ଓଡ଼ିଆ ମୃତ
ହାଇଦ୍ରାବାଦ\ଭୁବନେଶ୍ୱର: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ ଘଟଣାରେ ୩୭ରୁ ଊର୍ଦ୍ଧ୍ବ ଲୋକଙ୍କ!-->…
କାହା ଚାତ୍ରଛାୟା ତଳେ ବ୍ରହ୍ମପୁର ଗୁରୁକୁଳ ଶିକ୍ଷାନୁଷ୍ଠାନ :ଶାଗ ମାଛ ଦରରେ ସ୍କୁଲ ନାମରେ ଲିଜରେ ନେଇ ଦୋକାନ ଗୃହ କରି…
୯୯ ବର୍ଷୀୟା ଲିଜ ନେବାକୁ ବଡ଼ ଡ଼ିଲ ପାଇଁ ଖସଡ଼ା ପ୍ରସ୍ତୁତ ଚାଲିଛି….!ବ୍ରହ୍ମପୁର: ଏସିଆ ମହାଦେଶରେ ସମବାୟ ସୂତ୍ରରେ ପରିଚାଳିତ ହୋଇ ପ୍ରଥମ ସ୍ଥାନରେ ରହି ଆସିଛି ଆସିକା ବହୁ ମୁଖି ସମବାୟ ସମିତି (ଏ.ସି.ଏମ.ପି. ସି.ଏସ)। ଏହାର ଅଧୀନରେ ଥିବା ବିଭିନ୍ନ ସମ୍ପତ୍ତି ଉପରେ ଜମି ମାଫିଆ!-->!-->!-->…
ପୂର୍ବ ଶତ୍ରୁତାକୁ ନେଇ ଗଞ୍ଜାମରେ ପୁଣି ଗଡିଲା ମୁଣ୍ଡ
ବ୍ରହ୍ମପୁର : ବର୍ତ୍ତମାନ ଅଶାନ୍ତ ହୋଇପଡିଛି ଗଞ୍ଜାମ ପୋଲିସ ଜିଲ୍ଲା, ଆଇନ ଶୃଙ୍ଖଳା ସମ୍ପୂର୍ଣ ଭୁଶୁଡି ପଡିଛି କହିଲେ କିଛିବି ଭୁଲ ହେବ ନାହିଁ l ସୂଚନା ଥାଉକି ଛତ୍ରପୁର ଥାନା ଅର୍ନ୍ତଗତ ଗୋବା ଗ୍ରାମର ୩ଜଣ ଯୁବକ ଆଜି ସକାଳେ ଚୁଟି କାଟିବାକୁ ତାରାତାରିଣୀ ଛକ ନିକଟକୁ ଯାଉଥିଲେ। ଏହି!-->…
ବିଏମ୍ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ: ଅଧିକାରୀ କହିଲେ- ଆଇନ ମୋତେ ନ୍ୟାୟ ଦେବ
ଭୁବନେଶ୍ବର: ମୋ ବିରୋଧରେ ସ୍ୱଚ୍ଛ ସାଥୀ ଆଣିଥିବା ଅଭିଯୋଗ ଭିତ୍ତିହୀନ। ଅଭିଯୋଗ ସମ୍ପୂର୍ଣ୍ଣ ମିଛ। ମୋତେ ଓ ମୋର ବ୍ୟକ୍ତିତ୍ଵକୁ ଲୋକ ଜାଣିଛନ୍ତି। ବହୁ ଲୋକ ମିଥ୍ୟା ଅଭିଯୋଗ ଆଣିବେ। କିନ୍ତୁ ଆଇନ ତା ବାଟରେ କାମ କରିବ। ଭୁବନେଶ୍ବର ମହାନଗର ନିମଗ (ବିଏମ୍ସି)ର ଅତିରିକ୍ତ କମିସନର!-->…
ପାଣିପାଗ: ଆହୁରି ୫ ଦିନ ଜାରି ରହିବ ବର୍ଷା, ଏସ୍ଆରସି ପକ୍ଷରୁ ପରାମର୍ଶ ଜାରି
ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେଲା ବର୍ଷା ଜାରି ଅଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ବୁଧବାର ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲାକୁ!-->…
ସମ୍ବିଧାନ ବଞ୍ଚାଅ ସମାବେଶ: ପ୍ରସ୍ତୁତି ଜାରି; ଓଡ଼ିଶା ଆସିବେ ରାହୁଲଙ୍କ ସହ ଖଡ୍ଗେ
ଭୁବନେଶ୍ବର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତସୂଚୀରେ ପରିବର୍ତ୍ତନ ହୋଇଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ନାହିଁ। ଓଡ଼ିଶାକୁ ତାଙ୍କର ଗସ୍ତ ଆସନ୍ତା ୧୧ ତାରିଖରେ ହେବ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି!-->…
ଭାରତ ମୁକ୍ତି ମୋର୍ଚ୍ଚା ପକ୍ଷରୁ ବନ୍ଦ ଡ଼ାକରାରେ ଆଂଶିକ ପ୍ରଭାବ
ମାଲକାନଗିରି : ମାଲକାନଗିରି ଭାରତ ମୁକ୍ତି ମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା, ରାଷ୍ଟ୍ରୀୟ ଖ୍ରୀଷ୍ଟିୟାନ ମୋର୍ଚ୍ଚା, ବହୁଜନ କ୍ରାନ୍ତି ଓ ରାଷ୍ଟ୍ରୀୟ ମୁସଲିମ ମୋର୍ଚ୍ଚା ପକ୍ଷରୁ ଆଜି ବାର ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଯାହାକୁ ନେଇ ମାଲକାନଗିରି ଜିଲ୍ଲା ସଦର!-->…
ଫେରୋକ୍ରୋମ୍ ସ୍ଲାଗ ଚିପ୍ ବ୍ୟବହାର କରି ରାସ୍ତା ନିର୍ମାଣ କଲା ଟାଟା ଷ୍ଟିଲ
ଏହି ସବୁଜ ଉପକ୍ରମରେ ବ୍ଯବହାର ହୋଇଛି ୩,୫୦୦ ଟନ ସ୍ଲାଗ୍
ନଦୀ ବାଲି ବ୍ୟବହାରରେ ମାସିକ ୩୫% ହ୍ରାସ
ବ୍ରହ୍ମପୁର : ସର୍କୁଲାର ଅର୍ଥନୀତି ଓ ଦୀର୍ଘସ୍ଥାୟୀ ଶିଳ୍ପ ଅଭ୍ୟାସ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ସ୍ୱରୂପ ଟାଟା ଷ୍ଟିଲର ଫେରୋ ଆଲୟଜ ଓ ମିନେରାଲ ଡିଭିଜନ (ଏଫଏଏମଡି)!-->!-->!-->!-->!-->!-->!-->…
ସମ୍ବଲପୁରୀ ଦିନ ପାଇଁ ପ୍ରସ୍ତୁତି ବୈଠକ, ୭ ଦିନ ହେବ କାର୍ଯ୍ୟକ୍ରମ
ସମ୍ବଲପୁର: ଅଗଷ୍ଟ ୧ ତାରିଖରେ ସମ୍ବଲପୁରରେ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ପାଇଁ ସାମ୍ବାଦିକ ଭବନ ଠାରେ ସୋମବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରାରେ ଅଗଷ୍ଟ ୧ ତାରିଖରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ଆୟୋଜନ ପାଇଁ ରୁପରେଖ ସ୍ଥିର!-->…