Browsing Category

ଓଡିଶା

ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା: ଜଗନ୍ନାଥ କହିଲେ ମୋତେ କରିଥିଲେ ଦୁର୍ବ୍ୟବହାର

ଭୁବନେଶ୍ବର : ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗଣମାଧ୍ୟମରେ ସବୁ ସତ କହିଛନ୍ତି ଜଗନ୍ନାଥ । ମୋତେ ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁ ଖରାପ ବ୍ୟବହାର

ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ: ଓଏଏସ୍ ସଂଘର ପ୍ରତିବାଦ ଜାରି

ଭୁବନେଶ୍ବର/ଜଗତସିଂହପୁର/ଝାରସୁଗୁଡ଼ା: ଭୁବନେଶ୍ବର ମହାନନଗର ନିଗମ (ବିଏମ୍‌ସି)ର ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ରାଜ୍ୟର ବିଭିନ୍ନ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଏଥିରେ ଜଗତସିଂହପୁର ଓ ଝାରସୁଗୁଡ଼ା ମଧ୍ୟ ଯୋଡ଼ି ହୋଇଯାଇଛି।

ବନ୍ଧାହେଲେ କୋଟିପତି ଅଧିକାରୀ

ଭୁବନେଶ୍ୱର,୧।୭: ରାୟଗଡ଼ା ଜଳ ବିଭାଜିକା ପ୍ରକଳ୍ପର ପୂର୍ବତନ ନିର୍ଦ୍ଦେଶକ (ପିଡି) ତଥା ବର୍ତ୍ତମାନ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ମଙ୍ଗଳବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି

ବିଏମସି କାର୍ଯ୍ୟାଳୟ ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ: ୫ ଜଣଙ୍କୁ ନିଲମ୍ବନ କଲେ ରାଜ୍ୟ ବିଜେପି ସଭାପତି

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ସୋମବାର ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ଆଧାରରେ ୫ ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି।କର୍ପୋରେଟର ଅପରୂପ ନାରାୟଣ ରାଉତ,ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ,

ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ମାମଲା: ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ

ପୁରୀ/ଭଦ୍ରକ/ସୁନ୍ଦରଗଡ଼: ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ସୁନ୍ଦରଗଡ଼ ଓଏଏସ୍ ସଂଘ ପକ୍ଷରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ କଲମ ଛାଡ଼ ଆନ୍ଦୋଳନ ଡ଼ାକରା ଦିଆଯାଇଛି। ଓଏଏସ ସଙ୍ଘ ପକ୍ଷରୁ ଜିଲ୍ଲା ଶାଖା

ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ଋଣ ଦେବାପାଇଁ ପରାମର୍ଶ ଦେଇଛନ୍ତି

ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ପୁରୀ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପୁରୀ ଗସ୍ତ କରି ସମୀକ୍ଷା ବୈଠକ କରିଛନ୍ତି। ଶୃଙ୍ଖଳିତ ଯାତ୍ରା, ଦର୍ଶନ ଓ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଶରଧାବାଲି ଅଘଟଣକୁ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିବା ଜଣାପଡ଼ିଛି।

ନାରାଣୟଣ ମୂର୍ତ୍ତିଙ୍କ ୭୦ ଘଣ୍ଟା କାର୍ଯ୍ୟସପ୍ତାହ ମନ୍ତବ୍ୟ ପରେ ‘ଓଭର୍‌ଟାଇମ୍‌’କୁ ବିରୋଧ କଲା ଇନ୍‌ଫୋସିସ୍‌

ନୂଆଦିଲ୍ଲୀ: ଅତୀତରେ ଇନଫୋସିସ୍ ସହ-ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାର୍ଯ୍ୟସପ୍ତାହ ଉପରେ ମନ୍ତବ୍ୟ ଦେଇ ବିବାଦରେ ରହିଥିଲେ। ଏବେ ଇନଫୋସିସ୍ ତାର କର୍ମଚାରୀମାନଙ୍କୁ ବୃତ୍ତି ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖିବାକୁ ପରାମର୍ଶ ଦେଇଛି।ଯାହା ଜଣାପଡୁଛି କମ୍ପାନି

ଯୁଗ୍ମ ନିର୍ଦେଶକଙ୍କ ଘରେ ଚଢ଼ାଉ, ୬୩ ଏକର ଜମି ସହ ବିପୁଳ ସମ୍ପତ୍ତି ଠାବ

ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗ ଯୁଗ୍ମ ନିର୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ଦୟାନିଧିଙ୍କ ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ ହୋଇଛନ୍ତି। ୬୩ ଏକର ଜମି, ୫୫ ଲକ୍ଷର ଜମାରାଶି ସାଙ୍ଗକୁ