Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସମ୍ବିଧାନ ବଞ୍ଚାଅ ସମାବେଶ: ପ୍ରସ୍ତୁତି ଜାରି; ଓଡ଼ିଶା ଆସିବେ ରାହୁଲଙ୍କ ସହ ଖଡ୍ଗେ
ଭୁବନେଶ୍ବର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତସୂଚୀରେ ପରିବର୍ତ୍ତନ ହୋଇଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ନାହିଁ। ଓଡ଼ିଶାକୁ ତାଙ୍କର ଗସ୍ତ ଆସନ୍ତା ୧୧ ତାରିଖରେ ହେବ। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି!-->…
ଭାରତ ମୁକ୍ତି ମୋର୍ଚ୍ଚା ପକ୍ଷରୁ ବନ୍ଦ ଡ଼ାକରାରେ ଆଂଶିକ ପ୍ରଭାବ
ମାଲକାନଗିରି : ମାଲକାନଗିରି ଭାରତ ମୁକ୍ତି ମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା, ରାଷ୍ଟ୍ରୀୟ ଖ୍ରୀଷ୍ଟିୟାନ ମୋର୍ଚ୍ଚା, ବହୁଜନ କ୍ରାନ୍ତି ଓ ରାଷ୍ଟ୍ରୀୟ ମୁସଲିମ ମୋର୍ଚ୍ଚା ପକ୍ଷରୁ ଆଜି ବାର ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଯାହାକୁ ନେଇ ମାଲକାନଗିରି ଜିଲ୍ଲା ସଦର!-->…
ଫେରୋକ୍ରୋମ୍ ସ୍ଲାଗ ଚିପ୍ ବ୍ୟବହାର କରି ରାସ୍ତା ନିର୍ମାଣ କଲା ଟାଟା ଷ୍ଟିଲ
ଏହି ସବୁଜ ଉପକ୍ରମରେ ବ୍ଯବହାର ହୋଇଛି ୩,୫୦୦ ଟନ ସ୍ଲାଗ୍
ନଦୀ ବାଲି ବ୍ୟବହାରରେ ମାସିକ ୩୫% ହ୍ରାସ
ବ୍ରହ୍ମପୁର : ସର୍କୁଲାର ଅର୍ଥନୀତି ଓ ଦୀର୍ଘସ୍ଥାୟୀ ଶିଳ୍ପ ଅଭ୍ୟାସ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ସ୍ୱରୂପ ଟାଟା ଷ୍ଟିଲର ଫେରୋ ଆଲୟଜ ଓ ମିନେରାଲ ଡିଭିଜନ (ଏଫଏଏମଡି)!-->!-->!-->!-->!-->!-->!-->…
ସମ୍ବଲପୁରୀ ଦିନ ପାଇଁ ପ୍ରସ୍ତୁତି ବୈଠକ, ୭ ଦିନ ହେବ କାର୍ଯ୍ୟକ୍ରମ
ସମ୍ବଲପୁର: ଅଗଷ୍ଟ ୧ ତାରିଖରେ ସମ୍ବଲପୁରରେ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ପାଇଁ ସାମ୍ବାଦିକ ଭବନ ଠାରେ ସୋମବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରାରେ ଅଗଷ୍ଟ ୧ ତାରିଖରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ଆୟୋଜନ ପାଇଁ ରୁପରେଖ ସ୍ଥିର!-->…
ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା: ଜଗନ୍ନାଥ କହିଲେ ମୋତେ କରିଥିଲେ ଦୁର୍ବ୍ୟବହାର
ଭୁବନେଶ୍ବର : ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗଣମାଧ୍ୟମରେ ସବୁ ସତ କହିଛନ୍ତି ଜଗନ୍ନାଥ । ମୋତେ ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁ ଖରାପ ବ୍ୟବହାର!-->…
ବିଏମ୍ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ: ଓଏଏସ୍ ସଂଘର ପ୍ରତିବାଦ ଜାରି
ଭୁବନେଶ୍ବର/ଜଗତସିଂହପୁର/ଝାରସୁଗୁଡ଼ା: ଭୁବନେଶ୍ବର ମହାନନଗର ନିଗମ (ବିଏମ୍ସି)ର ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ରାଜ୍ୟର ବିଭିନ୍ନ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଏଥିରେ ଜଗତସିଂହପୁର ଓ ଝାରସୁଗୁଡ଼ା ମଧ୍ୟ ଯୋଡ଼ି ହୋଇଯାଇଛି।!-->…
ବନ୍ଧାହେଲେ କୋଟିପତି ଅଧିକାରୀ
ଭୁବନେଶ୍ୱର,୧।୭: ରାୟଗଡ଼ା ଜଳ ବିଭାଜିକା ପ୍ରକଳ୍ପର ପୂର୍ବତନ ନିର୍ଦ୍ଦେଶକ (ପିଡି) ତଥା ବର୍ତ୍ତମାନ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ମଙ୍ଗଳବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରିଛି!-->…
ବିଏମସି କାର୍ଯ୍ୟାଳୟ ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ: ୫ ଜଣଙ୍କୁ ନିଲମ୍ବନ କଲେ ରାଜ୍ୟ ବିଜେପି ସଭାପତି
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ସୋମବାର ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ଆଧାରରେ ୫ ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି।କର୍ପୋରେଟର ଅପରୂପ ନାରାୟଣ ରାଉତ,ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ,!-->…
ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ମାମଲା: ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ
ପୁରୀ/ଭଦ୍ରକ/ସୁନ୍ଦରଗଡ଼: ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ସୁନ୍ଦରଗଡ଼ ଓଏଏସ୍ ସଂଘ ପକ୍ଷରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ କଲମ ଛାଡ଼ ଆନ୍ଦୋଳନ ଡ଼ାକରା ଦିଆଯାଇଛି। ଓଏଏସ ସଙ୍ଘ ପକ୍ଷରୁ ଜିଲ୍ଲା ଶାଖା!-->…
ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍ଡିଏଫ୍ସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍ଡିଏଫ୍ସି ବ୍ୟାଙ୍କର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ଋଣ ଦେବାପାଇଁ ପରାମର୍ଶ ଦେଇଛନ୍ତି!-->…