Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ମାମଲା: ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ
ପୁରୀ/ଭଦ୍ରକ/ସୁନ୍ଦରଗଡ଼: ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ସୁନ୍ଦରଗଡ଼ ଓଏଏସ୍ ସଂଘ ପକ୍ଷରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ କଲମ ଛାଡ଼ ଆନ୍ଦୋଳନ ଡ଼ାକରା ଦିଆଯାଇଛି। ଓଏଏସ ସଙ୍ଘ ପକ୍ଷରୁ ଜିଲ୍ଲା ଶାଖା!-->…
ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍ଡିଏଫ୍ସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍ଡିଏଫ୍ସି ବ୍ୟାଙ୍କର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ଋଣ ଦେବାପାଇଁ ପରାମର୍ଶ ଦେଇଛନ୍ତି!-->…
ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ପୁରୀ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପୁରୀ ଗସ୍ତ କରି ସମୀକ୍ଷା ବୈଠକ କରିଛନ୍ତି। ଶୃଙ୍ଖଳିତ ଯାତ୍ରା, ଦର୍ଶନ ଓ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଶରଧାବାଲି ଅଘଟଣକୁ ନେଇ ମଧ୍ୟ ବୈଠକରେ ଆଲୋଚନା ହୋଇଥିବା ଜଣାପଡ଼ିଛି।!-->…
ନାରାଣୟଣ ମୂର୍ତ୍ତିଙ୍କ ୭୦ ଘଣ୍ଟା କାର୍ଯ୍ୟସପ୍ତାହ ମନ୍ତବ୍ୟ ପରେ ‘ଓଭର୍ଟାଇମ୍’କୁ ବିରୋଧ କଲା ଇନ୍ଫୋସିସ୍
ନୂଆଦିଲ୍ଲୀ: ଅତୀତରେ ଇନଫୋସିସ୍ ସହ-ପ୍ରତିଷ୍ଠାତା ନାରାୟଣ ମୂର୍ତ୍ତି ୭୦ ଘଣ୍ଟା କାର୍ଯ୍ୟସପ୍ତାହ ଉପରେ ମନ୍ତବ୍ୟ ଦେଇ ବିବାଦରେ ରହିଥିଲେ। ଏବେ ଇନଫୋସିସ୍ ତାର କର୍ମଚାରୀମାନଙ୍କୁ ବୃତ୍ତି ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖିବାକୁ ପରାମର୍ଶ ଦେଇଛି।ଯାହା ଜଣାପଡୁଛି କମ୍ପାନି!-->…
ସରକାର ଙ୍କ ଭୁ-ବନ୍ଦୋବସ୍ତ ନେଇ ନୂଆ ନିର୍ଦ୍ଦେଶନାମା ଜନସାଧାରଣ ପାଇଁ ଲଲିପପ ନାଁ ଧୂଆଁବାଣ….!
ଆସିକା ଜନସାଧାରଣ ଜଳକା...
ଯୁଗ୍ମ ନିର୍ଦେଶକଙ୍କ ଘରେ ଚଢ଼ାଉ, ୬୩ ଏକର ଜମି ସହ ବିପୁଳ ସମ୍ପତ୍ତି ଠାବ
ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗ ଯୁଗ୍ମ ନିର୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ଦୟାନିଧିଙ୍କ ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ ହୋଇଛନ୍ତି। ୬୩ ଏକର ଜମି, ୫୫ ଲକ୍ଷର ଜମାରାଶି ସାଙ୍ଗକୁ!-->…
ଜନଶୁଣାଣି ବେଳେ ବିଏମସିର ଅତିରିକ୍ତ କମିଶନରଙ୍କୁ ମାଡ଼, ଦୁର୍ବୃତ୍ତଙ୍କ ଗିରଫ ଦାବିରେ କର୍ମଚାରୀଙ୍କ ଆନ୍ଦୋଳନ ଜାରି
ଭୁବନେଶ୍ୱର : ବିଏମସିରେ ଜନ ଶୁଣାଣି ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ । ପାଞ୍ଚ ଜଣ ଯୁବକ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ମାଡ଼ ମାରିବା ସହ ତାଙ୍କୁ ଅଫିସରୁ ଘୋଷାରି ଟାଣି ବାହରକୁ ନେଇ ଯାଇଥିବା ଦେଖାଯାଇଥିଲା । ଏହି ଘଟଣା ପରେ ଖାରବେଳ!-->…
ସମସ୍ତଙ୍କର ଧାନ କିଣା ଯିବ, ଟୋକନ୍ ଲାପ୍ସ ଯିବନି: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର : ଧାନ କିଣା ଅବଧି ସରିଥିଲେ ବି ସମସ୍ତ ଟୋକନରୁ ଧାନ କିଣିବେ ସରକାର । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।ସରକାର ୧୯ ଲକ୍ଷ ମେଟ୍ରିକ୍ ଟନ୍ ରବି ଧାନ କିଣି ସାରିଲେଣି । ଗତ ବର୍ଷ ୧୨ ଲକ୍ଷ ମେଟ୍ରିକ୍ ଟନ୍ କିଣା ଯାଇଥିଲା ।
ଧାନ ବିକିବାକୁ!-->!-->!-->…
ନକଲି ସସ୍ କାରଖାନା ଠାବ, ନାମୀ ଦାମୀ ବ୍ରାଣ୍ଡର ଷ୍ଚିକର୍ ଲଗାଇ ହେଉଥିଲା ବିକ୍ରି
ବ୍ରହ୍ମପୁର : ସସ୍ ପ୍ରସ୍ତୁତ କାରଖାନା ଉପରେ ଚଢାଉ । ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଜଗନ୍ନାଥ ବିହାର ଦ୍ବିତୀୟ ଲାଇନରେ ଥିବା ସସ୍ ପ୍ରସ୍ତୁତ କାରଖାନା ଉପରେ ଚଢ଼ାଉ କରାଯାଇଛି । ବେଆଇନ ଭାବେ ନକଲି ସସ୍ ପ୍ରସ୍ତୁତ କରାଯାଉଥିବା ଅଭିଯୋଗ ପରେ ଚଡାଉ କରିଛି ପୋଲିସ । ଗତକାଲି କାରଖାନର!-->…
ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୨ ମାଓବାଦୀ ନିହତ
ବାଲିଗୁଡା : ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୨ ମାଓବାଦୀ ନିହତ । ବାଲିଗୁଡା ଥାନା ଗୁମିକିଆ ପଂଚାୟତର ଇନ୍ଦ୍ରିସୁଗା ପାହାଡ଼ରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି ।ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଜାରୀ ରହିଛି । ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଦୁଇ!-->…