Browsing Category

ଓଡିଶା

ଗୁଣି ସନ୍ଦେହରେ ହତ୍ୟା, ୩ ଗିରଫ

ରାଇକିଆ : କନ୍ଧମାଳ ଟିକାବାଲି ଥାନା ଚୂନାପଡ଼ା ଜଙ୍ଗଲରୁ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିବା ଘଟଣା । ମାମଲାର ତଦନ୍ତ କରି ୩ ଅଭଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ହେଲେ ଖଜୁରୀପଡ଼ା ଥାନା ଖଲିବେର୍ଣ୍ଣାର ପ୍ରକାଶ ହଂସ, ମୁକେଶ ହଂସ ଓ ଟିକାବାଲି ଥାନା

ଓଲଟିଲା ଗୋରୁ ବୋଝେଇ କଣ୍ଟେନର, ମାଫିଆ ସମେତ ୩ ମୃତ

ରେଢ଼ାଖୋଲ: ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଗୋରୁ ବୋଝେଇ କଣ୍ଟେନର । ଗୋରୁ ମାଫିଆ ସମେତ ୩ ମୃତ । କଣ୍ଟେନରରୁ ୩୨ ଗୋରୁଙ୍କ ମୃତ୍ୟୁ ହୋଇଛି । କଣ୍ଟେନରଟି ବୌଦ୍ଧରୁ ରେଢ଼ାଖୋଲ ଆଡ଼କୁ ଆସୁଥିଲା । ରେଢ଼ାଖୋଲ-ବୌଦ୍ଧ ରାସ୍ତାର ପନ୍ଥେଇ ନିକଟ ବୁଲାଣିରେ ଭାରସାମ୍ୟ ହରାଇ

ଚାଷୀଙ୍କ ଜମାଖାତାରୁ କୋଟିଏ ଟଙ୍କା ହଡପ, ବ୍ୟାଙ୍କ ଆଗରେ ଆନ୍ଦୋଳନ

ଆଳି: କେନ୍ଦ୍ରାପଡ଼ା ଜିଲ୍ଲାରେ ଆଳିରେ ଚାଷୀଙ୍କ ଜମାଖାତାରୁ କୋଟିଏ ଟଙ୍କା ହଡପ ଅଭିଯୋଗ । କଟକ କେନ୍ଦ୍ର ସମବାୟ ବ୍ୟାଙ୍କର ଆଗରେ ଶତାଧିକ ଚାଷୀଙ୍କ ଆନ୍ଦୋଳନ । ଆଳି ଥାନାରେ ବ୍ୟାଙ୍କ ମ୍ୟାନେଜରଙ୍କ ନାଁରେ ଦେଲେ ଏତଲା । ଆଳି ସ୍ଥିତ କଟକ କେନ୍ଦ୍ର ସମବାୟ ବ୍ୟାଙ୍କରେ ଥିବା ଶତାଧିକ

OSSC ଆଗରେ ସାରା ରାତି ଧାରଣାରେ ବସିଲେ ଜେଇ ପରୀକ୍ଷାର୍ଥୀ

ଭୁବନେଶ୍ୱର : ରାଜ୍ୟରେ ପ୍ରବଳ ଶୀତ । ରାଜଧାନୀର ଶୀତୁଆ ରାତିରେ ଖୋଲା ଆକାଶ ତଳେ ଶୀତ କାକରରେ ପଡି ରହିଛନ୍ତି ଜେଇ ପରୀକ୍ଷର୍ଥୀ। CTSRE–2024 କନିଷ୍ଠ ଯନ୍ତ୍ରୀ ନିଯୁକ୍ତି ପ୍ରକ୍ରିୟା ଏପର୍ଯ୍ୟନ୍ତ ଅଟକି ରହିଛି । OSSC ଦ୍ୱାରା ଜେଇ ପ୍ରିଲିମିନାରୀ ପରୀକ୍ଷା ମେ ମାସରେ ଏବଂ ମେନ ପରୀକ୍ଷା

ସମ୍ବଲପୁରରେ ଅତ୍ୟାଧୁନିକ ବସ ଟର୍ମିନାଲ ସହ ୨୫ ଇ-ବସ୍‌ ସେବାର ଶୁଭାରମ୍ଭ

ଭୁବନେଶ୍ୱର: ସମ୍ବଲପୁରବାସୀଙ୍କ ଗମନାଗମନକୁ ସୁଗମ ଏବଂ ସୁବ୍ୟବସ୍ଥିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୨୫ଟି ନୂଆ ଇ-ବସ୍‌ର ଶୁଭାରମ୍ଭ କରିବା ସହିତ ଚଳିତ ମାସ ଶେଷ ସୁଦ୍ଧା ଆଉ ୨୫ଟି ଇ-ବସ୍‌ର ବ୍ୟବସ୍ଥା କରାଯିବ ବୋଲି ଘୋଷଣା କରିଛନ୍ତି। ସମ୍ବଲପୁରରେ ସମୁଦାୟ ୫୦ଟି

ଜରୁରୀ ଅବତରଣ ବେଳେ ବିମାନ ଦୁର୍ଘଟଣା: ପାଇଲଟଙ୍କ ସହ ୬ ଆହତ

ରାଉରକେଲା:ରାଉରକେଲା ରଘୁନାଥପାଲିରେ ବିମାନ ଦୁର୍ଘଟଣା। ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ବିମାନ । ଜରୁରୀ ଅବତରଣ ବେଳେ ବିମାନ କ୍ରାସ୍ ହୋଇଛି । ଜଲଦା ଏ ବ୍ଲକରେ ଛୋଟ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କ ସହ ୬ ଆହତ ହୋଇଛନ୍ତି । ୪ ଜଣ ଯାତ୍ରୀ ଓ ୨ ଜଣ କ୍ରିଉ

ରାସ୍ତା ମଝିରେ ଜଳିଗଲା ‘ଆମ ବସ୍‌’

ଭୁବନେଶ୍ବର: ମଝି ରାସ୍ତାରେ ଜଳିଗଲା ଆମ ବସ୍। ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓ ଛକରେ ଘଟିଛି ଏହି ଅଘଟଣ। ପୋଲିସ ପହଞ୍ଚି ବସରେ ଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରିଛି। ସର୍ଟିସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ

ପ୍ରଭାସଙ୍କ ଫିଲ୍ମ ଚାଲିଥିବାବେଳେ ରାୟଗଡ଼ା ସିନେମା ହଲରେ ନିଆଁ, ଫ୍ୟାନ୍ସ କରୁଥିଲେ ଆଳତି

ଭୁବନେଶ୍ବର: ପ୍ରଭାସଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ “ଦି ରାଜା ସାବ” ଜାନୁଆରୀ ୯ ତାରିଖରେ ସିନେମା ହଲରେ ମୁକ୍ତିଲାଭ କରିଥିଲା ​​ଏବଂ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ ହୋଇଥିଲା । ଅଭିନେତାଙ୍କ ଅନେକ ପ୍ରଶଂସକ ଏହି ଫିଲ୍ମକୁ ନେଇ ବହୁତ ଉତ୍ସାହିତ । ଫିଲ୍ମ ସହିତ ଜଡିତ ଏକ ଭିଡିଓ ମଧ୍ୟ

ଓଡ଼ଗାଁ ଆଦର୍ଶ ଥାନାରେ ଯୋଗଦେବେ ନୂଆ ଆଇଆଇସି ସତ୍ୟନାରାୟଣ ବାରିକ

ନୟାଗଡ଼: ଓଡ଼ିଶା ପୋଲିସ ନୟାଗଡ଼ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟ ତରଫରୁ ପ୍ରକାଶିତ ଆଇଆଇସିଙ୍କ ବଦଳି ତାଲିକା ଅନୁସାରେ ବର୍ତ୍ତମାନର ଓଡ଼ଗାଁ ଆଇଆଇସି ଅଭୟ ବେହେରାଙ୍କୁ ଚାନ୍ଦପୁର ଥାନାକୁ ବଦଳି କରାଯାଇଥିବା ବେଳେ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟରୁ ସତ୍ୟନାରାୟଣ ବାରିକ ଓଡ଼ଗାଁ ଆଦର୍ଶ ଥାନାକୁ

ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ଅନ୍ନପୂର୍ଣ୍ଣା ଦିବସ ପାଳନ

ନୟାଗଡ଼: ରୋଟାରୀ କ୍ଲବ ନୟାଗଡ଼ ପକ୍ଷରୁ ଜାମୁସାହି ସ୍ଥିତ ଜନ ମିଲଟନ୍ ସ୍କୁଲ ଫର୍ ଡିଫ୍, ଡମ୍ବ ଏବଂ ବ୍ଲାଇଣ୍ଡ୍ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ସହ ଅନ୍ନପୂର୍ଣ୍ଣା ଦିବସ ପାଳନ କରାଯାଇଛି। ରୋଟାରୀ କ୍ଲବ ନୟାଗଡ଼ର ସଭାପତି ବସିରନ ବିବିଙ୍କ ନେତୃତ୍ୱରେ ସ୍କୁଲର ଅନ୍ତେବାସୀ ଛାତ୍ରଛାତ୍ରୀ ଓ