Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆସନ୍ତା ୩୦ତାରିଖ ଯାଏଁ କଳିଙ୍ଗା ଘାଟି ରାସ୍ତା ବନ୍ଦ
ଫୁଲବାଣୀ: ଆସନ୍ତା ୩୦ ତାରିଖ ଯାଏଁ ବନ୍ଦ ରହିବ କଳିଙ୍ଗା ଘାଟି ରାସ୍ତା । ସୋମବାର ଦ୍ୱିତୀୟ ଭୂସ୍ଖଳନ ପରେ କନ୍ଧମାଳ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି । ଘଟଣା ସ୍ଥଳକୁ ଭଞ୍ଜନଗର ଓ ସୁବର୍ଣ୍ଣପୁରରୁ ୨ଟି ଏକ୍ସପର୍ଟ ଟିମ୍ ଯିବ ବୋଲି କହିଛନ୍ତି ଜିଲାପାଳ ।
ସପ୍ତାହକ ପରେ ପୁଣିଥରେ କନ୍ଧମାଳ!-->!-->!-->…
ଶୁଭମିତ୍ରା ଦୀପକଙ୍କଠାରୁ ଦାବି କରୁଥିଲେ ୨୦ ଲକ୍ଷ
ଭୁବନେଶ୍ୱର: କନଷ୍ଟେବଳ ଶୁଭମିତ୍ରା ସାହୁ ହତ୍ୟା ମାମଲା ନୂଆ ମୋଡ଼ ନେଇଛି। ସ୍ଵାମୀ ତଥା ଅଭିଯୁକ୍ତ ଦୀପକଙ୍କଠାରୁ ଶୁଭମିତ୍ରା ୨୦ ଲକ୍ଷ ଟଙ୍କା ଦାବି କରୁଥିବା ପୁଲିସକୁ ତଥ୍ୟ ହସ୍ତଗତ ହୋଇଛି। ଉଭୟଙ୍କ ହ୍ବାଟ୍ସଆପ ଚାଟ୍ରୁ ଏହି ତଥ୍ୟ ଜଣାପଡ଼ିବା କୁହାଯାଉଛି।
ହତ୍ୟାକାଣ୍ଡ ପରେ!-->!-->!-->…
କଟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ରଦ୍ଦ କରାଯାଇନାହିଁ , ପରୀକ୍ଷାଧୀନ -ମନ୍ତ୍ରୀ
ଭୁବନେଶ୍ୱର: ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରକଳ୍ପ ବର୍ତ୍ତମାନ ରାଜ୍ୟ ସରକାର ପରୀକ୍ଷାଧୀନ ରଖିଛନ୍ତି । କଟକ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ରଦ୍ଦ କରାଯାଇନାହିଁ । ଏନେଇ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ଏହି ପ୍ରକଳ୍ପକୁ!-->!-->!-->…
ରାଜ୍ୟରେ ବିଗତ ୩ବର୍ଷରେ ଉଦ୍ଧାର ହେଲେଣି ୧୦୧ ଶିଶୁ ଶ୍ରମିକ
ଭୁବନେଶ୍ୱର: ରାଜ୍ୟରେ ବିଗତ ତିନି ବର୍ଷରେ ଉଦ୍ଧାର ହୋଇଛନ୍ତି ୧୦୧ ଶିଶୁ ଶ୍ରମିକ । ୨୦୨୨-୨୩ ରେ ୫ ଜଣ ଶିଶୁ ଉଦ୍ଧାର ହୋଇଥିବା ବେଳେ ୨୦୨୩-୨୪ରେ ୪୫ ଜଣ ଶିଶୁ ଉଦ୍ଧାର ହୋଇଛନ୍ତି । ସେହିପରି ୨୦୨୪-୨୫ରେ ୫୧ଜଣ ଶିଶୁ ଶ୍ରମିକ ଉଦ୍ଧାର ହୋଇଛନ୍ତି । ଆଜି ଏନେଇ ବିଧାନସଭାରେ ଲିଖିତ ଉତ୍ତର!-->…
ଭିଜିଲାନ୍ସ ଜାଲରେ ମହାକାଳପଡା ତହସିଲଦାର
କେନ୍ଦ୍ରାପଡା: ମହାକାଳପଡା ତହସିଲଦାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ମହାକାଳପଡା ତହସିଲଦାର ଶିବ ପ୍ରସାଦ ମଲ୍ଲିକଙ୍କୁ ଭିଜିଲାନ୍ସ ବିଭାଗ ଧରିଛି। ସରକାରୀ ଜମି ଜବରଦଖଲ ଉଚ୍ଛେଦ ଅର୍ଡର ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତହସିଲଦାରଙ୍କ ଘର ସମେତ ୪ଟି ସ୍ଥାନରେ ଚଢାଉ ଜାରି ରହିଛି।
ମୟୂରଭଞ୍ଜରେ ହେବ ଆୟୁର୍ବେଦିକ କଲେଜ, ଖର୍ଚ୍ଚ ହେବ ୮୫ କୋଟି ଟଙ୍କା
ଭୁବନେଶ୍ବର: ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ରେ ହେବ ନୂଆ ଆୟୁର୍ବେଦିକ କଲେଜ। ଖର୍ଚ୍ଚ ହେବ ୮୫ କୋଟି ଟଙ୍କା । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଜୟଦେବ ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ଜାତୀୟ ଆୟୁର୍ବେଦ ଦିବସ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘୋଷଣା କରିଛନ୍ତି ।
!-->!-->…
ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଅମଳିପାଲିଠାରେ ମୋଦିଙ୍କ ଗସ୍ତକୁ ନେଇ ଚାଲିଛି ପ୍ରସ୍ତୁତି
ଝାରସୁଗୁଡା: ଆସୁଛନ୍ତି ମୋଦି । ଦ୍ୱିତୀୟ ଥର ପାଇଁ ଝାରସୁଗୁଡାକୁ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୨୭ରେ ଗଞ୍ଜାମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ରହିଥିଲା । ଲଘୁଚାପ ପାଇଁ ଗଞ୍ଜାମରେ ହେବାକୁ ଥିବା କାର୍ଯ୍ୟକ୍ରମ ବାତିଲି କରି ଝାରସୁଗଡ଼ା ଅମଲିପାଲି ଠାରେ!-->…
ଅଢେଇ ଘଣ୍ଟା ଫସି ରହିଲା ଆମ୍ୱୁଲାନ୍ସ, ଚାଲିଗଲା ରୋଗୀର ଜୀବନ
ପାରାଦୀପ: ପାରାଦୀପରେ ଦୁଲୁକୁଛି ବିଶ୍ଵକର୍ମା ପୂଜା । ଏହି ପୂଜାକୁ ନେଇ ଉଠୁଛି ପଡ଼ୁଛି ସହର । ସୁନ୍ଦର ସାଜ ସଜ୍ଜା ସାଙ୍ଗକୁ ତୋରଣର ଝିଲ ମିଲ ଆଲୁଅରେ ଝଲସୁଛି ପାରାଦୀପ ସହର । ହେଲେ ଏହି ପୂଜାରେ ଲୋକେ ବୁଲି ମଜା ନେଉଥିବା ବେଳେ ଗୋଟିଏ ପରିବାର ପାଇଁ ସଜ୍ଜା ହୋଇଯାଇଛି । ଘଟିଯାଇଛି ଦୁଃଖଦ!-->…
ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଶ୍ରୀମନ୍ଦିରର ରତ୍ନ ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା ଶେଷ
ପୁରୀ: ଶ୍ରୀମନ୍ଦିର ରତ୍ନଭଣ୍ଡାରକୁ ରତ୍ନାଳଙ୍କାର ସ୍ଥାନାନ୍ତରଣ ଶେଷ । ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଏବଂ ପରିଚାଳନା କମିଟିର ପରାମର୍ଶ ଅନୁସାରେ ହୋଇଛି ଅଳଙ୍କାର ସ୍ଥାନାନ୍ତର ପ୍ରକ୍ରିୟା । ସକାଳ ୧୦.୫୫ ରେ ବାହାର ରତ୍ନଭଣ୍ଡାର ତାଲା ଖୋଲିଥିଲା । ଏହା ପରେ ଭିତର ରତ୍ନଭଣ୍ଡାର!-->…
ରାତିରେ ଶୋଇଥିବା ବେଳେ କାନ୍ଥ ଭୁଶୁଡ଼ି ଦମ୍ପତି ମୃତ, ଝିଅ ଗୁରୁତର
ଜଳେଶ୍ବର: ଜଳେଶ୍ବରରୁ ଆସିଛି ଏକ ହୃଦୟ ବିଦାରକ ଘଟଣା । କାନ୍ଥ ଭୁଶୁଡ଼ି ଦମ୍ପତି ମୃତ ଏବଂ ଝିଅ ଗୁରୁତର। ଜଳେଶ୍ବର ବସ୍ତା ଥାନା ମହାଦେବ ସରାଇ ଗାଁରେ ଅଘଟଣ । ରାତିରେ ଶୋଇଥିବା ବେଳେ ଭୁଶୁଡ଼ିଲା କାନ୍ଥ । ଘଟଣାସ୍ଥଳରେ ବସ୍ତା ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । ପ୍ରବଳ ବର୍ଷା!-->…