Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମହାପ୍ରଭୁଙ୍କ ଦର୍ଶନ ସହ ସୁବ୍ୟବସ୍ଥିତ ଆୟୋଜନକୁ କଲେ ପ୍ରଶଂସା କଲେ ଧର୍ମେନ୍ଦ୍ର
ପୁରୀ: ପବିତ୍ର ରଥଯାତ୍ରାରେ ସାମିଲ ହୋଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଲକ୍ଷ ଲକ୍ଷ ଭକ୍ତଙ୍କ ଗହଣରେ ବଡ଼ଦାଣ୍ଡରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ନିଜକୁ ସୌଭାଗ୍ୟଶାଳୀ ମନେ କରିଛନ୍ତି ।
ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି,!-->!-->!-->…
ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା
ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା ଆରମ୍ଭ କରାଯିବ। ଏନେଇ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଜୁଲାଇ ୨ରେ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହାର ଚୂଡ଼ାନ୍ତ!-->…
ଭକ୍ତଙ୍କ ଅଭୂତପୂର୍ବ ସମାଗମ ଓ ରଥ ମୋଡ଼ ଯୋଗୁଁ ବିଳମ୍ବ: ଆଇନ ମନ୍ତ୍ରୀ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଅହେତୁକ ବିଳମ୍ବରେ ରଥଟଣା ଆରମ୍ଭ ହୋଇଥିବାରୁ ଆଜି ସନ୍ଧ୍ୟାରେ ରଥଟଣା ସ୍ଥଗିତ ରଖାଯାଇଛି । ତିନି ଠାକୁର ଆଜି ରାତି ବଡ଼ଦାଣ୍ଡରେ ହିଁ ବିତାଇବେ । ତେବେ ରଥଟଣାରେ ହୋଇଥିବା ବିଳମ୍ବ ପାଇଁ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସ୍ପଷ୍ଟୀକରଣ!-->!-->!-->…
ଶରଧା ବାଲିରେ ଗଡିଲା ରଥ : ଭକ୍ତମେଳରେ ଆଜି ରହିବେ ମହାବାହୁ
ପୁରୀ: ଲକ୍ଷ ଲକ୍ଷ ଭକ୍ତଙ୍କ 'ହରିବୋଲ' ଓ 'ହୁଳହୁଳି' ଧ୍ୱନିରେ ପ୍ରକମ୍ପିତ ବଡ଼ଦାଣ୍ଡରେ ଆଜି ସନ୍ଧ୍ୟାରେ ରଥଟଣା ସ୍ଥଗିତ ରହିଛି। ବିଶ୍ୱପ୍ରସିଦ୍ଧ ରଥଯାତ୍ରାର ପ୍ରଥମ ଦିନରେ ବଡ଼ଭାଇ ବଳଭଦ୍ରଙ୍କ ତାଳଧ୍ୱଜ ରଥ ବଳଗଣ୍ଡି ଛକରେ ଅଟକିଥିବା ବେଳେ, ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ମରିଚିକୋଟରେ!-->…
ଉମରକୋଟ ରଥଯାତ୍ରା: ଭକ୍ତି, ସଂସ୍କୃତି ଓ ସଦ୍ଭାବନାର ମହାମିଳନ…
ଉମରକୋଟ : ନବରଙ୍ଗପୁର ଜିଲ୍ଲାର ଉମରକୋଟ ସବଡ଼ିଭିଜନାଲ ରଥଯାତ୍ରା ଦିନ ଏକ ଭକ୍ତି, ସଂସ୍କୃତି ଓ ଐତିହ୍ୟର ମହାନ ପରିଚୟ ଦିଏ । ପ୍ରତିବର୍ଷ ଦୂର ଦୂରାନ୍ତରୁ ଆସିଥିବା ହଜାର ହଜାର ଲୋକ ଭକ୍ତି ଭାବେ ଶ୍ରୀଜଗନ୍ନାଥ, ଭଳଭଦ୍ର ଓ ସୁଭଦ୍ରାଙ୍କ ରଥ ଦର୍ଶନ କରି ଆତ୍ମସାନ୍ତି ଅନୁଭବ କରନ୍ତି।!-->…
୧୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
ସୋର: ବାଲେଶ୍ବର ଜିଲ୍ଲା ସୋର ଅବକାରୀ ପକ୍ଷରୁ ଚଢ଼ଉ କରାଯାଇ ୧୨ ଲକ୍ଷର ବ୍ରାଉନସୁଗାର ଜବତ କରାଯିବା ସହିତ ଜଣଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି।ମିଳିଥିବା ସୁଚନା ଅନୁସାରେ ସୋର ପୌରାଞ୍ଚଳ ଚକବାରାପୁର ଗ୍ରାମର ଶେଖ ରାଜୀବ ଦୀର୍ଘଦିନ ଧରି ସୋରର ବିଭିନ୍ନ ଅଞ୍ଚଳରେ ବ୍ରାଉନସୁଗାର ବ୍ୟବସାୟ!-->…
ବିଜେଡି ସୁପ୍ରିମୋ ନବୀନଙ୍କ ଚିକିତ୍ସା ଜାରି; ହସ୍ପିଟାଲ ବେଡ୍ରୁ ଦେଖିଲେ ରଥଯାତ୍ରା
ଭୁବନେଶ୍ବର: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସ୍ବାସ୍ଥ୍ୟଜନିତ ସମସ୍ୟା ପାଇଁ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗତ ୨୨ ତାରିଖ ଠାରୁ ତାଙ୍କର ଚିକିତ୍ସା ଆରମ୍ଭ ହୋଇଥିବା ବେଳେ ସେ ଏବେ ଧୀରେଧୀରେ ସୁସ୍ଥ ହେଉଛନ୍ତି। ପବିତ୍ର ରଥଯାତ୍ରା ଅବସରରେ!-->…
ଜଙ୍ଗଲରୁ ମିଳିଲା ୫ ବାଘଙ୍କ ମୃତଦେହ, କେହି ବିଷ ଦେଇ ହତ୍ୟା କରିଥିବା ସନ୍ଦେହ
ବେଙ୍ଗାଲୁରୁ: କର୍ଣ୍ଣାଟକର ଚାମରାଜନଗର ଜିଲ୍ଲାର ମାଲେ ମହାଦେଶ୍ୱର ହିଲ୍ସ ବନ୍ୟପ୍ରାଣୀ ଅଭୟାରଣ୍ୟରେ ପାଞ୍ଚଟି ବାଘଙ୍କ ମୃତଦେହ ମିଳିଛି। ଏଥିରେ ଗୋଟିଏ ମା ଏବଂ ଚାରିଟି ଛୁଆ ଅଛନ୍ତି। ବନମନ୍ତ୍ରୀ ଈଶ୍ୱର ଖଣ୍ଡରେ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ପାଞ୍ଚଟି ବାଘଙ୍କର!-->…
ଜୁନ ୩୦ରେ ଜନସାଧାରଣଙ୍କ ସମସ୍ୟା ଶୁଣିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଜନସାଧାରଣଙ୍କ ସମସ୍ୟା ଶୁଣି ଏହାର ତ୍ୱରିତ ସମାଧାନ ଦିଗରେ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଆସନ୍ତା ୩୦ ତାରିଖ(ସୋମବାର) ଦିନ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ )!-->…
ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା କଲେ ଗଜପତି ମହାରାଜ
ପୁରୀ : ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଞ୍ଚିଥିଲେ। ସେ ରାଜାବେଶରେ!-->…