Browsing Category

ଓଡିଶା

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜେଇ ନିହାର ସରକାର ଗିରଫ

ମାଲକାନଗିରି: ଜୁନିଅର ଇଞ୍ଜିନିୟର ନିହାର ରଞ୍ଜନ ସରକାର ଗିରଫ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ନିହାରଙ୍କୁ ଗିରଫ କରିଛି ଓଡିଶା ଭିଜିଲାନ୍ସ । ତେବେ ଏହି ମାମଲାରେ କୋରାପୁଟ ଭିଜିଲାନ୍ସ ଥାନାରେ ୪୦/୨୦୨୫ ନମ୍ବର ମାମଲା ରୁଜୁ କରାଯାଇଛି। ଶନିବାର ତାଙ୍କୁ ଜୟପୁର ଭିଜିଲାନ୍ସ ବିଶେଷ…

ପ୍ରଦୂଷଣ ପ୍ରମାଣପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର: ପରିବହନ ମନ୍ତ୍ରୀ

ଭୁବନେଶ୍ବର: ପ୍ରଦୂଷଣ ପ୍ରମାଣ ପତ୍ର ଥିବା ଗାଡ଼ିରେ ଲାଗିବ ଗ୍ରୀନ୍ ଷ୍ଟିକର। ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମୋଟର ଭେଇକିଲ୍ ଆକ୍ଟ ଅନୁଯାୟୀ, ଗାଡିର ସବୁ ପ୍ରକାର ପ୍ରମାଣପତ୍ର ରହିବା କଥା। ସୂଚନା ଅନୁଯାୟୀ, ଗ୍ରୀନ୍ ଷ୍ଟିକର ପରିବହନ ବିଭାଗ ପକ୍ଷରୁ ଯୋଗାଇ…

ହାଇୱା-ଟ୍ରକ ମୁହାଁମୁହିଁ: ପ୍ରାଣ ହରାଇଲେ ଦୁଇ ଡ୍ରାଇଭର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କୋଇଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜାତୀୟ ରାଜପଥ ୫୨୦ର ଡେଥ୍ ଜୋନ୍ ପାଲଟିଥିବା କେ ବଲାଙ୍ଗ ଥାନା ଅନ୍ତର୍ଗତ ଚୁନାଘାଟିରେ ସଡ଼କ ଦୁର୍ଘଟଣାରେ ଦୁଇ ଡ୍ରାଇଭର ପ୍ରାଣ ହରାଇଛନ୍ତି। ମଧ୍ଯ ରାତ୍ରିରେ କୁନ୍ଦୁରୁପାଣି ଛକ ନିକଟରେ ଲୁହା ପଥର ବୋଝେଇ ହାଇୱା ଓ…

ଓଡ଼ିଶାରେ ମୁଖ୍ୟ ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ କଲେ ମହାପ୍ରଭୁଙ୍କୁ ଦର୍ଶନ

ପୁରୀ: ୩ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ଵରରେ ପହଞ୍ଚିବା ପରେ ପୁରୀ ଯାଇ ସେ ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ଭାରତର ମୁଖ୍ୟ ନିର୍ବାଚନ କମିଶନର । ଏହି ସମୟରେ ତାଙ୍କ ସାଙ୍ଗରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ମଧ୍ୟ ଉପସ୍ଥିତ ଥିଲେ । ସିଇସି ଶ୍ରୀ କୁମାର ଭୁବନେଶ୍ୱର…

ଡବେରୀ ସେବାଶ୍ରମ ନିକଟରେ ଭାରସାମ୍ୟ ହରାଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ : ୩ ଜଣ ଆହତ

ବାଲିଗୁଡା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ଗୁରୁତର ୨ ଜଣ ହେଲେ ଉକ୍ତ ଥାନା ଅଞ୍ଚଳର ଏନ୍‌ସ ପ୍ରଧାନ ଏବଂ ନରେନ୍ଦ୍ର ଦିଗାଲ। ସେମାନଙ୍କୁ ଅଗ୍ନିଶମ…

ମନରେଗା ବଦଳି ଭିବିଜିଆରଏଏମଜି ବିକଶିତ ହେଲା

ନୟାଗଡ଼ : ଭାରତୀୟ ସଂସଦ ଦ୍ଵାରା ଗୃହୀତ ଵିକ୍ଷିତ ଭାରତ - ରୋଜଗାର ଏବଂ ଜୀବିକା ପାଇଁ ଗ୍ୟାରେଣ୍ଟି ମିଶନ(ଗ୍ରାମୀଣ) ଭିବିଜିଆରଏଏମଜି ଆଇନ ୨୦୨୫ ଅନୁସାରେ ଦେଶର ଗ୍ରାମୀଣ ପରିବାର ପାଇଁ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକର ପ୍ରତି ପଞ୍ଚାୟତ ଗୁଡିକରେ ଗ୍ରାମସଭା…

ଜାନୁୟାରୀ ୨୧ରେ ହେବ ଓଏସଏସଟିଇଟି-୨୦୨୫

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂ​‌ରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ। ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ…

ଦ୍ବାଦଶ ଥର ଦୋଷୀ ସାବ୍ୟସ୍ତ ହେଲେ ବିନୋଦ କୁମାର

ଭୁବନେଶ୍ବର: ଓଡ଼ିଶା ଗ୍ରାମ୍ୟ ଗୃହ ଉନ୍ନୟନ ନିଗମ(ଓଆରଏଚଡିସି)ର ପୂର୍ବତନ ପରିଚାଳନା ନିର୍ଦେଶକ ତଥା ଆଇଏଏସ ଅଧିକାରୀ ବିନୋଦ କୁମାର ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ମାମଲାରେ ସେ ଦ୍ବାଦଶ ଥର ପାଇଁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭିଜିଲାନ୍ସ କୋର୍ଟ ତାଙ୍କୁ ୩ ବର୍ଷ…

୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀମୁକ୍ତ ହେବ ଓଡ଼ିଶା: ଏଡିଜି

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ଓଡ଼ିଶା ମାଓବାଦୀମୁକ୍ତ ହେବ। କନ୍ଧମାଳ ଜିଲା ଫୁଲବାଣୀରେ ଶୁକ୍ରବାର ମାଓବାଦୀ ବିରୋଧୀ ଅପରେସନର ସମୀକ୍ଷା ସମୟରେ ଏହା କହିଛନ୍ତି ଏଡିଜି ସଞ୍ଜୀବ ପଣ୍ଡା। ସମୀକ୍ଷା ପରେ ଏଡିଜି ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ତଥ୍ୟ ପ୍ରଦାନ…

୨୭ରେ ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ

ଭୁବନେଶ୍ବର : ଶନିବାର ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ(ଇସିଆଇ) ଜ୍ଞାନେଶ କୁମାର। ସେ ୩ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ ପୁରୀରୁ ସେ କୋଣାର୍କ ଯିବେ। ଗସ୍ତର ଦ୍ବିତୀୟ…