Browsing Category

ଓଡିଶା

ମନରେଗା ବଦଳି ଭିବିଜିଆରଏଏମଜି ବିକଶିତ ହେଲା

ନୟାଗଡ଼ : ଭାରତୀୟ ସଂସଦ ଦ୍ଵାରା ଗୃହୀତ ଵିକ୍ଷିତ ଭାରତ - ରୋଜଗାର ଏବଂ ଜୀବିକା ପାଇଁ ଗ୍ୟାରେଣ୍ଟି ମିଶନ(ଗ୍ରାମୀଣ) ଭିବିଜିଆରଏଏମଜି ଆଇନ ୨୦୨୫ ଅନୁସାରେ ଦେଶର ଗ୍ରାମୀଣ ପରିବାର ପାଇଁ ଏକ ଐତିହାସିକ ପଦକ୍ଷେପ ସ୍ୱରୂପ ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକର ପ୍ରତି ପଞ୍ଚାୟତ ଗୁଡିକରେ ଗ୍ରାମସଭା…

ଜାନୁୟାରୀ ୨୧ରେ ହେବ ଓଏସଏସଟିଇଟି-୨୦୨୫

ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୨୧ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ମଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଏସଏସଟିଇଟି)। ଦୁଇଟି ସିଟିଂ​‌ରେ ଏହି ପରୀକ୍ଷା ହେବ। ଗୋଟିଏ ସିଟିଂରେ ପେପର-୧ ଏବଂ ୨ୟ ସିଟିଂରେ ପେପର-୨ ପରୀକ୍ଷା ହେବ। ପରୀକ୍ଷା ପୂର୍ବାହ୍ନ ୧୦ଟାରୁ ଆରମ୍ଭ…

ଦ୍ବାଦଶ ଥର ଦୋଷୀ ସାବ୍ୟସ୍ତ ହେଲେ ବିନୋଦ କୁମାର

ଭୁବନେଶ୍ବର: ଓଡ଼ିଶା ଗ୍ରାମ୍ୟ ଗୃହ ଉନ୍ନୟନ ନିଗମ(ଓଆରଏଚଡିସି)ର ପୂର୍ବତନ ପରିଚାଳନା ନିର୍ଦେଶକ ତଥା ଆଇଏଏସ ଅଧିକାରୀ ବିନୋଦ କୁମାର ପୁଣି ଥରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁର୍ନୀତି ମାମଲାରେ ସେ ଦ୍ବାଦଶ ଥର ପାଇଁ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଭିଜିଲାନ୍ସ କୋର୍ଟ ତାଙ୍କୁ ୩ ବର୍ଷ…

୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀମୁକ୍ତ ହେବ ଓଡ଼ିଶା: ଏଡିଜି

ଭୁବନେଶ୍ବର: ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ଓଡ଼ିଶା ମାଓବାଦୀମୁକ୍ତ ହେବ। କନ୍ଧମାଳ ଜିଲା ଫୁଲବାଣୀରେ ଶୁକ୍ରବାର ମାଓବାଦୀ ବିରୋଧୀ ଅପରେସନର ସମୀକ୍ଷା ସମୟରେ ଏହା କହିଛନ୍ତି ଏଡିଜି ସଞ୍ଜୀବ ପଣ୍ଡା। ସମୀକ୍ଷା ପରେ ଏଡିଜି ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ତଥ୍ୟ ପ୍ରଦାନ…

୨୭ରେ ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ

ଭୁବନେଶ୍ବର : ଶନିବାର ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ ଆୟୁକ୍ତ(ଇସିଆଇ) ଜ୍ଞାନେଶ କୁମାର। ସେ ୩ ଦିନ ପାଇଁ ଓଡ଼ିଶା ଗସ୍ତରେ ଆସିବେ। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ପୁରୀ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବେ। ଏହା ପରେ ପୁରୀରୁ ସେ କୋଣାର୍କ ଯିବେ। ଗସ୍ତର ଦ୍ବିତୀୟ…

୮ ଦିନ ପରେ ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭବାନୀପାଟଣା: କର୍ଲାପାଟ ଥାନା ଅନ୍ତର୍ଗତ ସାଏସୂର୍ଣ୍ଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ହେଇଛି। ମୃତକ ହେଉଛନ୍ତି ବିଭୀଷଣ ଗୌଡ (୪୩)। ସେ ସାଏସୂର୍ଣ୍ଣି ହାଇସ୍କୁଲରେ ରାତ୍ର ଜଗୁଆଳି ଭାବେ କାର୍ଯ୍ୟ କରୁଥିଲେ। ଗତ ପ୍ରାୟ ୮ ଦିନ ହେଲା ସେ ନିଖୋଜ ଥିଲେ।…

୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦଯାପିତ

ଆଜି ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକାଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି । ଏହି ଉଦଯାପନୀ ସମାରୋହରେ ଆରକ୍ଷୀ ମହାନିର୍ଦ୍ଦେଶକ ( କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରତିଯୋଗିତାରେ ଶ୍ରେଷ୍ଠ…

ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ

ରାଉରକେଲା: ରାଉରକେଲାରେ ବସ୍ ଜାଳିଦେଲେ ଦୁର୍ବୃତ୍ତ । ସହରର ସ୍ବପ୍ନେଶ୍ବର ମନ୍ଦିର ନିକଟ ପାର୍କିଂରେ ଥିବା ଏକ ଘରୋଇ ବସ୍ ଜାଳିଦେଲେ ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି । ଏନେଇ ବସ୍ ମାଲିକ ଅନୟ ମଲ୍ଲିକ ଟାଙ୍ଗରପାଲି…

ତୁମୁଡିବନ୍ଧ ବ୍ଲକ ପରିସରରେ ” ମିଶନ ଶକ୍ତି କାଫେ ” ସାଂସଦଙ୍କ ଦ୍ୱାରା ଉଦଘାଟିତ

ବାଲିଗୁଡ଼ା : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛନ୍ତି। ପ୍ରଥମେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର, ସିଆରପିସିଏମ ଓ ଏମବିକେମାନେ ଅତିଥି ମାନଙ୍କୁ…