Browsing Category

ଓଡିଶା

କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗୋପାଳପୁରରେ ଭିଜିଲାନ୍ସର ଏସ ଆଇ ଟି ଟିମ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଭିଜିଲାନ୍ସ ଏସ ଆଇ ଟି ଟିମ । କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗ୍ରାଉଣ୍ଡ ଜିରୋରେ ଏସ ଆଇ ଟିର ୧୦ ଜଣିଆ ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି।ହେମଗିରି ଗୋପାଳପୁର କୋଇଲା ଖଣି ଲୁଟ ଘଟଣାରେ ତେଲେନଡିହି, ରତନସରା ଏବଂ ଭୋଗ୍ରାକଛାର ଜଙ୍ଗଲରେ ଛାନଭିନ୍ କରୁଛି ଟିମ୍।

ରାଜ୍ୟରେ ଆଉ ୫ଶହ ରାଇସ୍ ମିଲ୍‌ର ଆବଶ୍ୟକତା ରହିଛି: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍‌ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି ବୋଲି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, ଆମ ରାଜ୍ୟରେ ୧୪୦୦ ରାଇସ୍ ମିଲ୍ ରହିଥିବାବେଳେ, ଆହୁରି ୪ଶହରୁ

ଜୁନ ୨୫ରେ ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ | ଭୁବନେଶ୍ଵର ରେଳ ଅଡିଟରିୟମରେ ପାଳିତ ହେବ ରାଜ୍ୟସ୍ତରୀୟ ସମ୍ବିଧାନ ହତ୍ୟା ଦିବସ କାର୍ଯକ୍ରମ | ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେବେ | ଏନେଇ ସୂଚନା ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ

‘ମୁଖ୍ୟମନ୍ତ୍ରୀ ସମୟ ଦେଉନାହାନ୍ତି, ରାଷ୍ଟ୍ରପତିଙ୍କୁ ଭେଟିବ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି’

ଭୁବନେଶ୍ୱର: ଆମେ ଗୋପାଳପୁରରୁ ଫେରିବାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲୁ, ହେଲେ ସେ ସମୟ ଦେଉ ନାହାନ୍ତି । ରାଜ୍ୟରେ ବିଜେପି ସରକାରର ବର୍ଷେ ବିତିଗଲା, ହେଲେ ମହିଳା କମିଶନ ଚୟନ ହୋଇପାରିଲା ନାହିଁ । ଏଠାକାର ପ୍ରଶାସନ ଠିକ୍ କାମ କରୁନାହିଁ ବୋଲି କହିଛନ୍ତି ଗୋପାଳପୁର ଓ

ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ, ଅଭିଯୋଗକୁ ଖଣ୍ଡନ କଲେ ଆଇନ ମନ୍ତ୍ରୀ

ପୁରୀ : ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମୋଦକ ଚୋରି ହୋଇଥିବା ନେଇ ବଡଠାକୁରଙ୍କ ବାଡଗ୍ରାହୀ ଦଳଧର ଦାସ ମହାପାତ୍ର କରିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଏଭଳି ବିଭ୍ରାନ୍ତ ଗ୍ରହଣୀୟ ନୁହେଁ ।

ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ । ୨୦୨୫-୨୬ ବର୍ଷରେ ହିଁ ଆଉ ୯ଟି ମେଡିକାଲ କଲେଜ ଖୋଲିବ । ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଗତସିଂପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ୪ଟି MBBS କଲେଜ ଖୋଲିବ । ସେହିପରି ସମ୍ବଲପୁରର

ଦଳିତ ଯୁବକଙ୍କୁ ଲଣ୍ଡା କରି ମାଡ଼ ମାରିଥିବା ଘଟଣାରେ ୯ ଗିରଫ, ଚିକିତ୍ସା ପାଇଁ ପ୍ରତି ପରିବାରକୁ ମିଳିଲା ୧୦…

ବ୍ରହ୍ମପୁର: ଗାଁ ଦାଣ୍ଡରେ ଯୁବକଙ୍କୁ ଅଧା ଲଣ୍ଡା କଲେ, ଆଣ୍ଠେଇ ଆଣ୍ଠେଇ ବୁଲାଇଲେ । ସେତିକିରେ ମନ ଭରିଲାନି ଯେ ପୁଣି ଘାସ ଖୁଆଇ ନର୍ଦ୍ଦମା ପାଣି ମଧ୍ୟ ପିଆଇଲେ । ଗାଁ ଦାଣ୍ଡରେ ଏଭଳି କଙ୍ଗାରୁ କୋର୍ଟ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଏହାକୁ ନେଇ ଦଳିତମାନେ ମେଳି କରିଛନ୍ତି ।

ସରକାରୀ କ୍ୱାର୍ଟର୍ସରୁ ଚୋରି; ଲକ୍ଷାଧିକ ମୂଲ୍ୟର ଅଳଙ୍କାର ସହ ବିପୁଳ ନଗଦ ଟଙ୍କା ଲୁଟ୍ 

ଭୁବନେଶ୍ୱର: ଭୁବନେଶ୍ୱରର ୟୁନିଟ୍-୩ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ପଶି ଲକ୍ଷାଧିକ ମୂଲ୍ୟର ସୁନା ଅଳଙ୍କାର ଏବଂ ବିପୁଳ ପରିମାଣର ନଗଦ ଲୁଟି ନେଇଛନ୍ତି ଦୁର୍ବୁତ୍ତ। ସୂଚନା ଅନୁଯାୟୀ, ସୋମବାର ରାତିରେ ଘରର ଲୋକମାନେ ପ୍ରାୟ ଦୁଇ ଘଣ୍ଟା ପାଇଁ ବାହାରକୁ ଯାଇଥିବା ବେଳେ ଏହି ଘଟଣା

ମୋଦକ ଚୋରି ଘଟଣା: ପ୍ରାରମ୍ଭିକ ତଦନ୍ତରୁ ଅଭିଯୋଗର ସତ୍ୟତା ନଥିବା କହିଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ : ମହାପ୍ରଭୁଙ୍କ ମୋଦକ ଚୋରି ପ୍ରସଙ୍ଗରେ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ । ପ୍ରାରମ୍ଭିକ ତଦନ୍ତରୁ ଘଟଣାର ସତ୍ୟତା

ଯାଜପୁରରେ ଆଉ ୪ କଲେରା ରୋଗୀ ଚିହ୍ନଟ, ପଜିଟିଭ ସଂଖ୍ୟା ୩୧କୁ ବୃଦ୍ଧି

ଯାଜପୁର: ଯାଜପୁର ଜିଲ୍ଲାରେ ଆଉ ୪ ଜଣ କଲେରା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ କଲେରା ପଜିଟିଭ ସଂଖ୍ୟା ଏବେ ୩୧କୁ ବୃଦ୍ଧି ଘଟିଛି । ସୂଚନା ଯୋଗ୍ୟଯେ, ଆକ୍ରାନ୍ତ ରୋଗୀଙ୍କର ମୋଟ ୨୦୮ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା । ତନ୍ମଧ୍ୟରୁ ୧୨୯ଟି ନମୁନାର ପରୀକ୍ଷା ରିପୋର୍ଟ