Browsing Category

ଓଡିଶା

ବ୍ରାହ୍ମଣୀରେ ବୁଡ଼ି ଯୁବକ-ଯୁବତୀ ମୃତ

ସୁନ୍ଦରଗଡ଼: ବ୍ରାହ୍ମଣୀ ନଦୀରେ ବୁଡ଼ି ଚାଲିଗଲା ଯୁବକଯୁବତୀଙ୍କ ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ସୁନ୍ଦରଗଡ଼ ଜିଲା ବଣାଇ ଅଞ୍ଚଳରୁ ସାମ୍ନାକୁ ଆସିଛି। ସୋମବାର ଚାନ୍ଦିପୋଷ ଥାନା ବୀରତୋଳା ମନ୍ଦିର ନିକଟରୁ ଉଭୟଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକେ ଏହା ଦେଖି…

କୁନି କୁସ୍ତି ଖେଳାଳିଙ୍କୁ ଅଣଦେଖା : ଟିକଟ୍ କନଫର୍ମ ନ ଥିବାରୁ ପାଇଖାନା ପାଖରେ ବସି ରେଳ ଯାତ୍ରା

ଭୁବନେଶ୍ଵର: ରାଜ୍ୟ କୁସ୍ତି ଖେଳାଳିଙ୍କୁ ଅଣଦେଖାର ଭିଡିଓ ଭାଇରାଲ୍‌ ହେବାରେ ଲାଗିଛି। ଟ୍ରେନ୍‌ ବଗି ପାଇଖାନା ପାଖରେ ବସି ଶୀତରେ ଥରି ଥରି ୟୁପିରୁ ଆସୁଥିବା ଦେଖିବାକୁ ମିଳିଛି। ଜାତୀୟସ୍ତରୀୟ ସ୍କୁଲ୍‌ କୁସ୍ତିରେ ଭାଗ ନେବାକୁ କର୍ତ୍ତୃପକ୍ଷ ଏପରି କରିଛନ୍ତି। ମାସକ ପୂର୍ବରୁ…

ଟଙ୍କା ଫେରସ୍ତ ପାଇବେ ସବୁ ଚିଟ୍‌ଫଣ୍ଡ ଜମାକାରୀ: ମନମୋହନ

ଭୁବନେଶ୍ଵର: କ୍ଷୁଦ୍ର ଚିଟ୍‌ଫଣ୍ଡ୍ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗ। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ କହିଛନ୍ତି ସରକାର ଗୋଟିଏ ପରେ ଗୋଟିଏ ନିର୍ବାଚନ ପ୍ରତିଶ୍ରୁତି ପାଳନ କରୁଛନ୍ତି । ଲକ୍ଷାଧିକ…

ରାଜ୍ୟର ୩୦ ଜିଲ୍ଲାରେ ହେବ ୩୦ ଶିଳ୍ପ: ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର  : ୩୦ ଜିଲ୍ଲାରେ ୩୦ ଶିଳ୍ପ  । ୧୬ଟି କ୍ଷେତ୍ରରେ ହେବ ନିବେଶ ।  ହାଇଦ୍ରାବାଦରେ ଦୁଇ ଦିନିଆ ନିବେଶକ ସମ୍ମିଳନୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି ।  ମୁଖ୍ୟମନ୍ତ୍ରୀ କହିଛନ୍ତି , ଓଡ଼ିଶା ହେବ ପୁଞ୍ଜିନିବେଶର ହବ୍ ।  ନିବେଶକ ସମ୍ମିଳନୀରେ ୩୮ ଜଣ…

ଓଟିପି ପଠାଇ ଯୁବକଙ୍କଠାରୁ ସାଇବର ଠକ ଲୁଟି ନେଲେ ୪ ଲକ୍ଷ ଟଙ୍କା

ତାଳଚେର : ସାଇବର ଠକଙ୍କ ପଞ୍ଝାରେ ଯୁବକ ।  ଓଟିପି ପଠାଇ ଲୁଟି ନେଲେ ନଗଦ ୪ ଲକ୍ଷ ୩୬ ହଜାର ଟଙ୍କା ।  ତାଳଚେର ଥାନା ସହ ସାଇବର ଥାନାର ଦ୍ୱାରସ୍ଥ ହେଲେ ତାଳଚେର ଧରମପୁର ଗାଁର ସୁଶାନ୍ତ ସାହୁ । ଗତକାଲି ସୁଶାନ୍ତଙ୍କ ମୋବାଇଲକୁ ବାରମ୍ବାର ଓଟିପି ଆସିଥିଲା । ତାଙ୍କ ଆକାଉଣ୍ଟରୁ ତିନି ଥରରେ…

ସ୍କୁଲ ଭଙ୍ଗା ଯିବା ନୋଟିସ ଆସିବା ପରେ ତାତିଲେ ଛାତ୍ରଛାତ୍ରୀ, ୪ କିଲୋମିଟର ଚାଲି ଜିଲ୍ଲାପାଳଙ୍କ ଅଫିସକୁ ଗଲେ

ଉଦଳା : ଛାତ୍ରଛାତ୍ରୀଙ୍କ ନିଆରା ପ୍ରତିବାଦ । ୪ କିଲୋମିଟର ଚାଲି ଚାଲି ଗଲେ , ଜିଲ୍ଲାପାଳ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ ଆଗରେ ପାଠ ପଢ଼ିଲେ । ନିଜ ସ୍କୁଲକୁ ବଞ୍ଚାଇବା ପାଇଁ ଏଭଳି ନିଆରା ଢଙ୍ଗରେ ପ୍ରତିବାଦ କରିଛନ୍ତି ମୟୂରଭଞ୍ଜ ଜିଲ୍ଲା ଗୋପବନ୍ଧୁନଗର ବ୍ଲକ…

ଖାଦ୍ୟ ବିଷକ୍ରିୟା, ଚାଲିଗଲା ପରିବାରର ୩ ଜୀବନ

ଢେଙ୍କାନାଳ: ରାତିରେ ପୁରା ପରିବାର ବେଶ ହସ ଖୁସିରେ ଖାଇକି ଶୋଇଲେ କିନ୍ତୁ କିଏ ଜାଣିଥିଲା ସେହି ରାତି ପାଲଟିଯିବ ସେମାନଙ୍କ ପାଇଁ ଶେଷ ରାତି । ଆପଣ  ଯଦି ଏପରି କିଛି ଖାଦ୍ୟ ଖାଇ ରାତିରେ ଶୋଉଛନ୍ତି ତେବ ହୋଇଯାଆନ୍ତୁ ସାବଧାନ । ନଚେତ୍ ଆପଣ ମଧ୍ୟ ପଡ଼ିପାରନ୍ତି ବିପଦରେ । ଫୁଡ଼ ପଏଜନିଙ୍ଗ…

କୋରାପୁଟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, ଉଦଘାଟନ ହେଲା ୧୬ଟି ପ୍ରକଳ୍ପ

ଜୟପୁର: କୋରାପୁଟକୁ ୫୪୫ କୋଟିର ଭେଟି । ପରବର ଚତୁର୍ଥ ସନ୍ଧ୍ୟାରେ ଯୋଗଦେଇ କୋରାପୁଟ ଜିଲ୍ଲାବାସୀଙ୍କୁ ଉପହାର ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି । ଜିଲ୍ଲା ପାଇଁ ୫୪୫ କୋଟିରେ ୮୬ଟି ପ୍ରକଳ୍ପ ରହିଛି । ୫୨୧ କୋଟି ଟଙ୍କାର ୭୦ଟି ପ୍ରକଳ୍ପ ପାଇଁ ସେ ଭିତ୍ତିପ୍ରସ୍ତର…

ଏପର୍ଯ୍ୟନ୍ତ ନବରଙ୍ଗପୁରର କୌଣସି ମଣ୍ଡିରୁ ଉଠିନି ଧାନ, ଚାଷୀ ଅସନ୍ତୁଷ୍ଟ

ଉମରକୋଟ: ନବରଙ୍ଗପୁରର କୌଣସି ମଣ୍ଡିରୁ ଏପର୍ଯ୍ୟନ୍ତ ଉଠିନି ଧାନ। ତାତିଲେ ଚାଷୀ । ରାଜରାସ୍ତାରେ ବସିଲେ । ନବରଙ୍ଗପୁର ଜିଲ୍ଲାର ୩ଟି ବ୍ଲକ ତଥା ଉମରକୋଟ, ଝରୀଗାଁ ଓ ରାଇଘର ବ୍ଲକରେ ଚକଅଖ ବନ୍ଦ କଲେ ଚାଷୀ । ଆଜିଠାରୁ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ…

ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ଗଲା ରୋଗୀର ଜୀବନ, ମୁନ ହସପିଟାଲ କୁ ସିଲ୍ କଲା ପ୍ରଶାସନ….

ପ୍ରଶାସନ ର ପଦକ୍ଷେପ କୁ ପରିବାର ଓ ସହର ବାସୀ ଙ୍କ ଅପେକ୍ଷା... ନା ନାଲିଫିତା ତଳେ ଦବି ଯିବ ତଦନ୍ତ...?? ବ୍ରହ୍ମପୁର:  ରୋଗୀ ମୃତ୍ୟୁ ପରେ ହସପିଟାଲ ସିଲ୍ ।  ଗତକାଲି ରୋଗୀ ମୃତ୍ୟକୁ ନେଇ ଉତ୍ତେଜନା ପରେ ସିଲ୍ ହେଲା ହସପିଟାଲ । ହସପିଟାଲ ସମ୍ମୁଖରେ ଧାରଣାରେ ବସିଥିଲେ…