Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦଳିଦେଲା ଦନ୍ତା, ଯୁବକ ମୃତ
ଝାରସୁଗୁଡ଼ା : ଦଳିଦେଲା ଦନ୍ତା, ଚାଲିଗଲା ଯୁବକଙ୍କ ଜୀବନ । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଳକ ବିଜାପାଲିରେ ଏପରି ଅଘଟଣ ଘଟିଛି । ଯୁବକ ଜଣକ ଏକ ବଗିଚାରେ ବୁଲୁଥିବା ବେଳେ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ର ମୃତ୍ୟୁ ହୋଇଛି।
ଖବରପାଇ ଘଟଣାସ୍ଥଳରେ!-->!-->!-->…
ରେଂଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ
ଜଗତସିଂହପୁର : କୋଟିପତି ରେଂଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗତକାଲି ତାଙ୍କର ୪ଟି ଠିକଣାରେ ରେଡ୍ କରିଥିଲା ଭିଜିଲାନ୍ସ । ରେଡ୍ ବେଳେ ବାବୁଙ୍କର ଦୁଇଟି ବିଲ୍ଡିଂ, ୫ଟି ଦାମୀ ପ୍ଲଟ୍ ଠାବ ହୋଇଥିଲା । ୨୫୦ ଗ୍ରାମ ସୁନା,!-->…
ଧାନ କଟାକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ, ବିଏନଏସ ୧୬୩ ଧାରା ଜାରି
ମହାକାଳପଡ଼ା : ସରକାରୀ ଜମିରେ ଧାନ କଟାକୁ ନେଇ ଗୋଷ୍ଠୀ ସଙ୍ଘର୍ଷ । ୨ ଗୋଷ୍ଠୀ ମଧ୍ୟରେ ଚାଲିଛି ମୁହାଁମୁହିଁ ପରିସ୍ଥିତି । ସ୍ଥିତିରେ ସୁଧାର ଆଣିବା ପାଇଁ ପ୍ରଶାସନ ପକ୍ଷରୁ ବିଏନଏସ ୧୬୩ ଧାରା ଜାରି କରାଯାଇଛି ।
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ପେଟଛିଲା ଗାଁର କିଛି!-->!-->!-->…
ରାଜଧାନୀରେ ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ
ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ସହିଦନଗର ଅଞ୍ଚଳର ଏକ ହୋଟେଲରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଅଭିଯୋଗ ପରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଖୋର୍ଦ୍ଧା କେରଙ୍ଗ ଅଞ୍ଚଳର ଅକ୍ଷୟ ଦାସ ଓ!-->…
ହରିହର ହାଇସ୍କୁଲର ୧୯୮୧ ବ୍ୟାଚ୍ ପୁରାତନ ଛାତ୍ରଙ୍କ ବନ୍ଧୁମିଳନ ଅନୁଷ୍ଠିତ
ବ୍ରହ୍ମପୁର : ସ୍ଥାନୀୟ ହରିହର ହାଇସ୍କୁଲର ୧୯୮୧ ବର୍ଷର ମେଟ୍ରିକ୍ ପାସ୍ ଛାତ୍ରଙ୍କ ପଞ୍ଚମ ବାର୍ଷିକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ମା’ ଖମ୍ବେଶ୍ଵରୀ ମନ୍ଦିର କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ରବିବାର ପୂର୍ବାହ୍ନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧୯୮୧ ବ୍ୟାଚ୍ର ବହୁ ପୁରାତନ!-->!-->!-->…
ମିଲର ମାନଙ୍କ ସହଯୋଗ ରେ ଅନ୍ୟ ରାଜ୍ୟକୁ ଚାଲାଣ ହେଉଛି ଚାଷୀଙ୍କ ଧାନ ….!
ଚାଷୀଙ୍କ ପାଇଁ କାଳ ହେଲାଣି ଡବଲ ଇଞ୍ଜିନ ସରକାର..!
ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଆଉ ମିଳିବନି ପେଟ୍ରୋଲ, ଡିଜେଲ
ଭୁବନେଶ୍ବର: ଏଣିକି ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ପେଟ୍ରୋଲ ପମ୍ପରେ ମିଳିବନି ପେଟ୍ରୋଲ, ଡିଜେଲ। ଗାଡ଼ିରେ ତେଳ ପକାଇବା ପୂର୍ବରୁ ଦେଖାଇବାକୁ ପଡ଼ିବ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର(ପିୟୁସିସି)। ରାଜ୍ୟ ପରିବହନ ପ୍ରାଧିକରଣ ସଂସ୍ଥା ପକ୍ଷରୁ ଏ ସମ୍ପର୍କରେ ତୈଳ କମ୍ପାନୀଗୁଡ଼ିକୁ!-->…
ନକଲି ଲଟେରୀ ଟିକେଟ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକେଇ: ୨୫ ଲକ୍ଷ ଜବତ, ୪ ଗିରଫ
ରାଉରକେଲା : ୬ ଟଙ୍କା ଓ ୧୦ ଟଙ୍କାରେ ଲଟେରୀ ଟିକେଟ। ଟିକଟ ବିକ୍ରି କରି ଲକ୍ଷାଧିକ ଟଙ୍କା ଠକେଇ। ଶେଷରେ ପୁଲିସ ହାବୁଡ଼ରେ ପଡ଼ିଛନ୍ତି ଠକ ଦଳ। ଜନସାଧାରଣଙ୍କୁ ନକଲି ଲଟେରୀ ଟିକଟ ବିକ୍ରି କରିଥିବା ୪ ଠକଭ୍କୁ ଗିରଫ କରିଛି ରାଉରକେଲା ପୁଲିସ। ସେମାନଙ୍କଠାରୁ ୨୫ ଲକ୍ଷ ଟଙ୍କା ଜବତ ହୋଇଛି।
!-->!-->…
ମାଓବାଦୀଙ୍କୁ ଧରାଇ ଦେଲେ ମିଳିବ ପୁରସ୍କାର; ୧୮ ମାଓବାଦୀଙ୍କ ପାଇଁ ୮.୪ କୋଟି
ଭୁବନେଶ୍ବର: ୧୮ ମାଓବାଦୀଙ୍କ ପାଇଁ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରିଛି ବୌଦ୍ଧ ପୁଲିସ। ଯେଉଁମାନେ ଏହି ମାଓବାଦୀମାନଙ୍କୁ ଧରାଇ ଦେବେ ସେମାନଙ୍କୁ ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ବୌଦ୍ଧ ଜିଲା ପୁଲିସ ପକ୍ଷରୁ କୁହାଯାଇଛି। ଏ ନେଇ ଜିଲାର ବିଭିନ୍ନ ଉପାନ୍ତ!-->…
ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ
ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ଅଭିଯୋଗରେ ଗର୍ଜିଲା ଯୁବ କଂଗ୍ରେସ । ଭୁବନେଶ୍ୱରରେ ଯୁବ କଂଗ୍ରେସର ବିକ୍ଷୋଭ ଓ ଅଣ୍ଡାମାଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନ ଘେରାଉ ଉଦ୍ୟମ ବେଳେ ପୁଲିସ ସେମାନଙ୍କୁ ଅଟକାଇବାରୁ କଂଗ୍ରେସ କର୍ମୀ ମାନେ ଅଣ୍ଡାମାଡ କରିଥିବା!-->…