Browsing Category

ଓଡିଶା

ଉଚ୍ଛେଦ ବେଳେ ଉତ୍ତେଜନା, ଉଠା ଦୋକାନୀ-ପୋଲିସ ମୁଁହାମୁହିଁ

ପୁରୀ : ପୁରୀ ବଡ଼ ଦାଣ୍ଡରେ ଉଠା ଦୋକାନୀଙ୍କୁ ଉଚ୍ଛେଦ ବେଳେ ଉତ୍ତେଜନା l ଟ୍ରାଫିକ ବ୍ୟବସ୍ଥାକୁ ସୁପରିଚାଳନା କରିବା ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବଡ଼ ଶଙ୍ଖ ପରିବା ଓ ଫଳ ମାର୍କେଟ ଉଚ୍ଛେଦ କରାଯାଉଥିବା ବେଳେ ଉଠା ଦୋକାନୀ ଏହାକୁ ବିରୋଧ…

ଯୁବକଙ୍କୁ ପିଟିପିଟି ହତ୍ୟା

ସାଲେପୁର : ବାହା ହେବାକୁ ଡାକିନେଲେ ପିଟିପିଟି ମାରିଦେଲେ । ଏଭଳି ଅଭିଯୋଗ ଆଣିଛନ୍ତି ଜଣେ ମା’ । ମୋ ପୁଅକୁ ପିଟି ପିଟି ମାରିଦେଲେ । ଗୋଟିଏ ବୋଲି ପୁଅ ମୋର ଚାଲିଗଲା । ମୋ ପୁଅକୁ ଯେମିତି ମାରିଛନ୍ତି ସେମାନଙ୍କୁ ଉଚିତ୍ ଦଣ୍ଡ ମିଳୁ । ମୋ ପୁଅର ଆତ୍ମାକୁ ଶାନ୍ତି ମିଳିବ । …

ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା ଘଟଣା , ଦୁଇ ଅଭିଯୁକ୍ତ କୋର୍ଟ ଚାଲାଣ

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଉଷ୍କାପଲ୍ଲି ଗ୍ରାମର ମୁକା ପଡ଼ିଆମି ( ୫୪ )ଙ୍କୁ ଗତ ବୁଧବାର ରାତିରେ ତାଙ୍କ ଗ୍ରାମର ଦୁଇ ଜଣ ବ୍ୟକ୍ତି ଗୁଣି ଗାରେଡ଼ି ସନ୍ଦେହରେ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା କରିଥିବା ଜଣାପଡ଼ିଥିଲା । ଏ ସମ୍ପର୍କରେ ପରିବାର…

ଯୌତୁକ ପାଇଁ ବଧୂ ହତ୍ୟା !

ସାଲେପୁର: ଏଇ ବର୍ଷେ ତଳେ ଝିଅ ପ୍ରେମ ବିବାହ କରିଥିଲା । କିନ୍ତୁ ଏବେ ତା ମରଶରୀର ପଡ଼ିଛି । ଝିଅକୁ ଯୌତୁକ ଆଣ କହି ଶାଶୁଘର ଲୋକେ ଧମକ ଦେଉଥିଲେ । ଝିଅକୁ ମାନସିକ ଓ ଶାରିରୀକ ନିର୍ଯ୍ୟାତନା ଦେଇ ଆସୁଥିଲେ ଶାଶୁଘର ଲୋକେ । ଏବେ ମୋ ଝିଅକୁ ଜୀବନରୁ ଶେଷ କରିଦେଲେ । ଏଭଳି ଏକ…

ରେଞ୍ଜରଙ୍କ ଘରେ ଭିଜିଲାନ୍ସ ରେଡ୍

ଜଗତସିଂହପୁର : ରେଞ୍ଜରଙ୍କ ଘରେ ଭିଜିଲାନସ ରେଡ୍ । ଏକାସଙ୍ଗେ ୫ଟି ସ୍ଥାନରେ ରେଡ୍। ଜଗତସିଂହପୁର ବନବିଭାଗ ରେଞ୍ଜର ରାଜେନ୍ଦ୍ର କୁମାର ସାମନ୍ତରାୟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାସଭବନ ଓ କାର୍ଯ୍ୟାଳୟ ସମେତ ଏକାସଙ୍ଗେ ୫ଟି ସ୍ଥାନରେ…

ଭୁବନେଶ୍ୱରରେ ବାୟୁ ପ୍ରଦୂଷଣ ସ୍ଥିତି ଚିନ୍ତାଜନକ, ୩୦୦ ଟପିଲା ଗୁଣବତ୍ତା ସୂଚକାଙ୍କ ମାନ

ଭୁବନେଶ୍ୱର : ଭୁବନେଶ୍ୱରରେ ୩୦୦ ଟପୁଛି ବାୟୁ ଗୁଣବତ୍ତା ସୂଚକାଙ୍କ ମାନ । ଦୁଇ ସପ୍ତାହ ଧରି ବଢ଼ି ବଢ଼ି ଚାଲିଛି ବାୟୁ ପ୍ରଦୂଷଣ । ଆଜି ଭୁବନେଶ୍ୱରରେ ଦିନ ୧.୧୩ ବେଳକୁ ଏକ୍ୟୁଆଇ ୩୪୮ ରହିଥିଲା ଯାହା ଚିନ୍ତାର କାରଣ ପାଲଟିଛି । ନିଶ୍ୱାସରେ ବିଷ…

ଛାତ୍ରଙ୍କ ଉପରେ ପଡ଼ିଲା ସ୍କୁଲ ସାଇନ୍ ବୋର୍ଡ: ଜଣେ ମୃତ, ୨ ଆହତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବଡ଼ଭୁଣ୍ଡୁରେ ଥିବା ଏକ ସରକାରୀ ସ୍କୁଲରେ ସାଇନବୋର୍ଡ ଭୁଶୁଡ଼ି ପଡ଼ିବା ଫଳରେ ଜଣେ ଛାତ୍ରଙ୍କର ମୃତ୍ୟୁ ହେବା ସହ ଅନ୍ୟ ଦୁଇଜଣ ଆହତ ହୋଇଥିବା ସୂଚନା ମିଳିଛି।ତେବେ ଶୁକ୍ରବାର ଅପରାହ୍ନରେ ସ୍କୁଲ କ୍ୟାମ୍ପସ ଭିତରେ କିଛି ଛାତ୍ର ଖେଳୁଥିବା ସମୟରେ ସାଇନବୋର୍ଡଟି…

କଏଦୀଙ୍କୁ ଜଗିବ ଏଆଇ, ଜେଲ୍ ପାଚେରି ଡେଇଁଲେ ବାଜିବ ସାଇରନ୍

ଭୁବନେଶ୍ଵର: ଏଣିକି ପାଚେରି ଡେଇଁ ଚମ୍ପଟ ମାରି ପାରିବେନି ଜେଲ୍ ଅନ୍ତେବାସୀ। ଏପରି କଲେ ବାଜି ଉଠିବ ସାଇରନ୍। ଫଟୋ ଉଠାଇ ପଠାଇଦେବ ଏଆଇ କ୍ୟାମେରା। କଡ଼ାକଡ଼ି ହେଲା ଜେଲ୍ ନିୟମ। କଏଦୀ ଚମ୍ପଟ ଘଟଣାରେ ଲାଗିବ ଅଙ୍କୁଶ। ପାଚେରି ପଟ ଦେଇ ଜେଲ ଭିତରକୁ ହୋଇପାରିବନି ଜିନିଷ ଦିଆନିଆ। ସେଲ୍…

ଭୁବନେଶ୍ୱରରେ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଲାଗି ୯୩.୦୯ କୋଟିର ଅନୁଦାନ ଦେବ କେନ୍ଦ୍ର

ଭୁବନେଶ୍ୱର: ସଂଶୋଧିତ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ଯୋଜନାର ଦ୍ୱିତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଇନଫୋଭ୍ୟାଲି ଠାରେ ଏକ ଇଲେକ୍ଟ୍ରୋନିକ୍ସ ଉତ୍ପାଦନ କ୍ଲଷ୍ଟର ନିର୍ମାଣକୁ ମଞ୍ଜୁରି ମିଳିଛି। ଶୁକ୍ରବାର ରାଜ୍ୟସଭାରେ ଏହି ସୂଚନା ଦେଇ କହିଛନ୍ତି କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି…

ଶିଶୁ ମୃତ୍ୟୁକୁ ନେଇ ଡାକ୍ତରଖାନାରେ ଉତ୍ତେଜନା

ଟିଟିଲାଗଡ : ଶିଶୁ ମୃତ୍ୟୁକୁ ନେଇ ଟିଟିଲାଗଡ଼ ହସ୍ପିଟାଲରେ ଉତ୍ତେଜନା । ଦୀର୍ଘ ସମୟ ପର୍ଯ୍ୟନ୍ତ ହସ୍ପିଟାଲରେ ପଡ଼ି ରହିଲା ମୃତଦେହ । ଟିଟିଲାଗଡ ସ୍ଥିତ ମାତୃ ଓ ଶିଶୁ ହସ୍ପିଟାଲକୁ ଗତକାଲି ସନ୍ଧ୍ୟାରେ ମୁରିବାହାଲ ଥାନା ଦେହେଲି ଗାଁର ଜଣେ ବ୍ୟକ୍ତି ତାଙ୍କ ୨ ବର୍ଷର ଶିଶୁକୁ ଆଣିଥିଲେ ।…